Posted inଖେଳ

ପୂରା ସେସନରେ ପେସରଙ୍କ ରାଜୁତି

ଲିଡ୍ସ,୨୫।୮ : ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ହେଡିଂଲେ ଟେଷ୍ଟରେ ପ୍ରଥମ ସେସନରେ ଅତ୍ୟନ୍ତ ସଙ୍କଟରେ ପଡ଼ି ଯାଇଛି ଭାରତୀୟ ଦଳ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଟିମ୍‌ ଇଣ୍ଡିଆ ପ୍ରଥମ ସେସନ ସୁଦ୍ଧା ୪ ପ୍ରମୁଖ ବ୍ୟାଟ୍ସମ୍ୟାନଙ୍କୁ ହରାଇ ମାତ୍ର ୫୬ ରନ୍‌ କରିଛି। ଭାରତୀୟ ଦଳର ଦୃଷ୍ଟି କୋଣର ଏକମାତ୍ର ଭଲ କଥା ହେଲା ଓପନର ରୋହିତ ଶର୍ମା (୧୫) ଏବେ ମଧ୍ୟ କ୍ରିଜ୍‌ରେ ଅଛନ୍ତି।

ପ୍ରଥମ ଓଭରରେ ହିଁ ଜିମ୍ମି ଆଣ୍ଡରସନଙ୍କ ବଲରେ ଆଉଟ୍‌ ହୋଇଥିଲେ ଲୋକେଶ ରାହୁଲ। ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଶତକ ମାରିଥିବା ରାହୁଲ ଖାତା ଖୋଲିପାରି ନ ଥିଲେ। ସମାନ ଢ଼ଙ୍ଗରେ ଚେତେଶ୍ୱର ପୂଜାରା (୧) ଓ ଅଧିନାୟକ ବିରାଟ କୋହଲି (୭)ଙ୍କୁ ପ୍ୟାଭିଲିୟନ ପଠାଇଥିଲେ ଆଣ୍ଡରସନ। କ୍ରିଜ୍‌ ଜମି ଆସୁଥିବା ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ (୧୮) ମଧ୍ୟ ଆଉଟ୍‌ ହୋଇସାରିଥିବାରୁ ଏବେ ରୋହିତଙ୍କ ଉପରେ ସବୁ କିଛି ନିର୍ଭର କରେ।


Enter your email to get our daily news in your inbox.

All Right Reserved By Dharitri.Com

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨:  ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ…

ଟି-୨୦ ବିଶ୍ୱକପ୍: ନେଟ୍ସରେ ସଞ୍ଜୁ ସାମସନଙ୍କ ନିରବ ସଂଘର୍ଷ, ଅଭିଷେକଙ୍କ ଅସୁସ୍ଥତା ବଢ଼ାଇଲା ଚିନ୍ତା

ନୂଆଦିଲ୍ଲୀ,୧୧।୨: ନାମିବିଆ ବିପକ୍ଷ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ସେସନରେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳିଛି। ଗୋଟିଏ ପଟେ ଦଳର ବାକି ସଦସ୍ୟମାନେ ହସଖୁସି…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri