Posted inଖେଳ

ଶେଷ ମୁହୂର୍ତ୍ତରେ ସ୍ଥଗିତ ହେଲା ଆଣ୍ଡରସନ-ତେନ୍ଦୁଲକର ଟ୍ରଫି ଉନ୍ମୋଚନ

ଲଣ୍ଡନ,୧୪ା୬: ଅହମଦାବାଦରେ ଘଟିଥିବା ବିମାନ ଦୁର୍ଘଟଣା ଯୋଗୁ ଆଣ୍ଡରସନ-ତେନ୍ଦୁଲକର ଟ୍ରଫି ଲାଗି ପ୍ରସ୍ତାବିତ ଉନ୍ମୋଚନ କାର୍ଯ୍ୟକ୍ରମକୁ ସ୍ଥଗିତ କରି ଦିଆଯାଇଛି।

ସୂଚନା ମୁତାବକ, ଇଂଲଣ୍ଡ ଓ ଭାରତ ମଧ୍ୟରେ ଇଂଲଣ୍ଡରେ ଖେଳାଯିବାକୁ ଥିବା ଦ୍ୱିପାକ୍ଷିକ ଟେଷ୍ଟ ସିରିଜ୍‌ ଲାଗି ଟ୍ରଫି ନାମକରଣ କାର୍ଯ୍ୟକ୍ରମ ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଅବସରରେ ଜୁନ ୧୪ ତଥା ଶନିବାର କରାଯିବାର ଥିଲା। ଏଥିଲାଗି ସଚିନ ତେନ୍ଦୁଲକର ଓ ଜେମ୍ସ ଆଣ୍ଡରଶନଙ୍କୁ ଆମନ୍ତ୍ରଣ କରାଯାଇଥିଲା। ହେଲେ ଲଡର୍‌ସରେ ହେବାକୁ ଥିବା ଏହି ଇଭେଣ୍ଟକୁ ଉଭୟ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଓ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମିଳିତ ଭାବେ ଅନ୍ତିମ ମୁହୂର୍ତ୍ତରେ ସ୍ଥଗିତ କରିବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ୧୦ ବର୍ଷ ପରେ ଇଂଲଣ୍ଡକୁ ହରାଇଲା ୱେଷ୍ଟଇଣ୍ଡିଜ୍, ରଦରଫୋର୍ଡଙ୍କ ବିସ୍ଫୋରକ ବ୍ୟାଟିଂ

ନୂଆଦିଲ୍ଲୀ,୧୧।୨: ୱେଷ୍ଟଇଣ୍ଡିଜ୍ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ହାଇ-ଭୋଲଟେଜ୍ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୩୦ ରନ୍‌ରେ ଚମତ୍କାର ବିଜୟ ହାସଲ କରିଛି। ୨୦୧୬ ଟି-୨୦ ବିଶ୍ୱକପ୍ ଫାଇନାଲ୍ ପରେ…

FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ

ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍‌ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି।…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨:  ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri