Posted inଜାତୀୟ

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀ ଜଗନ ମୋହନଙ୍କ ବିମାନ

ଅମରାବତୀ,୩୦।୧: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ନେଇ ଯାଉଥିବା ଏକ ସ୍ବତନ୍ତ୍ର ବିମାନ
ସୋମବାର ଗାନ୍ନାଭରମ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଛି। ଉଡାଣର କିଛି ସମୟରେ ବିମାନରେ ଯାନ୍ତ୍ରିକ ତ୍ରୁଟି ଥିବା ଜଣାପଡିବା ପରେ ଏହି ଅବତରଣ କରାଯାଇଛି। ତେବେ ବିମାନଟି ନିରାପଦରେ ଅବତରଣ କରିଥିବା ସୂଚନା ମିଳିଛି। ସୋମବାର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର ପ୍ରଦେଶ ବିଧାନସଭା ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ୫୮ ଆସନରେ ୬୦% ମତଦାନ

ଲକ୍ଷ୍ନୌ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସରିଛି । ପ୍ରଥମ ପର୍ଯ୍ୟାୟରେ ୧୧ ଜିଲାର ୫୮ଟି...

ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍ ପ୍ରକାଶ ଚୌତାଲା କରୋନା ସଂକ୍ରମିତ

ସିରସା,୩ ।୧୨: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଇଣ୍ଡିଆନ୍ ନ୍ୟାଶନାଲ ଲୋକଦଳର ମୁଖ୍ୟ ଓମ ପ୍ରକାଶ ଚୌତାଲା କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ବୁଧବାର...

ଅନ୍ତିମ ସଂସ୍କାର ପାଇଁ ଏକାସାଙ୍ଗରେ ବାହାରିଲା ୪୧ ମୃତଦେହ

ଭୋପାଳ,୯।୪: ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏଥି ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଅନେକ ସ୍ଥାନରେ...

କରୋନା ସଂକ୍ରମଣକୁ ନେଇ ଭବିଷ୍ୟବାଣୀ କଲେ ରାହୁଲ

ନୂଆଦିଲ୍ଲୀ,୧୪।୭: ଦେଶରେ ବେଳକୁ ବେଳ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏହାକୁ ନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବାରମ୍ବାର କେନ୍ଦ୍ର ସରକାରଙ୍କୁ...

ରାଜସ୍ଥାନ ନାଁ କର୍ତ୍ତବ୍ୟ ସ୍ଥାନ ହେଉ: ଥରୁର

ନୂଆଦିଲ୍ଲୀ,୧୧ା୯: କେନ୍ଦ୍ର ସରକାର ନୂଆଦିଲ୍ଲୀ ରାଜପଥକୁ କର୍ତ୍ତବ୍ୟ ପଥ ଭାବେ ନାମିତ କରିଛନ୍ତି। ରାଜପଥ ଭାରତର ଦାସତ୍ୱର ପ୍ରତୀକ ଥିଲା, ଯାହା ଏବେ ଇତିହାସ ହେଲା...

ସାମ୍ବିଧାନିକ ବ୍ୟବସ୍ଥାକୁ ସୁଦୃଢ଼ କରିଥାଏ ନ୍ୟାୟପାଳିକା: ମୋଦି

ନୂଆଦିଲ୍ଲୀ, ୬।୨: ସାମ୍ବିଧାନିକ ବ୍ୟବସ୍ଥାକୁ ସୁରକ୍ଷା ଯୋଗାଇ ଦେବା ଏବଂ ସୁଦୃଢ଼ କରିବା କ୍ଷେତ୍ରରେ ନ୍ୟାୟପାଳିକା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହା ଦ୍ୱାରା ନାଗରିକ...

ଖୁସି ଖବର: ଦେଶରେ ବଢୁଛି କରୋନା ସଂକ୍ରମିତଙ୍କ ସୁସ୍ଥତା ହାର

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଉଥିବା ବେଳେ ଏହା ସରକାର ତଥା ଦେଶବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ହେଲେ...

ଦୈନିକ ମୃତ୍ୟୁ ସଂଖ୍ୟା ଶୂନ…

ନୂଆଦିଲ୍ଲୀ, ୧।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର...

Advertisement
Archives

Model This Week