ମା’ ବିରଜାଙ୍କ ଦର୍ଶନ ପାଇଁ ଆସି ବୈତରଣୀରେ ବୁଡ଼ିଗଲେ ଆନ୍ଧ୍ର ଦମ୍ପତି

କଳିଙ୍ଗନଗର,୧୨ା୧୧(ଶୁଭାଶିଷ ରାଉତ): ଯାଜପୁର ବରାହନାଥ ନିକଟ ବୈତରଣୀ ନଦୀରେ ଦୁଇ ପର୍ଯ୍ୟଟକ ଗାଧୋଉଥିବା ବେଳେ ବୁଡ଼ିଯାଇଛନ୍ତି ସ୍ବାମୀ-ସ୍ତ୍ରୀ। ଖବର ପାଇ ଅଗ୍ନିଶମ ବାହିନୀ ଉଭୟଙ୍କୁ ଉଦ୍ଧାର କରି ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କର ମୃତ୍ୟୁ ହୋଇଛି। ମୃତ ଦମ୍ପତି ହେଉଛନ୍ତି ଆନ୍ଧ୍ରପ୍ରଦେଶ ପାଲାମନେର ଅଞ୍ଚଳର ଏମ୍‌. ଶ୍ରୀନିବାସ ସୁଲୁ ଓ ଏମ୍‌. ଦେବୀ। ମା’ ବିରଜାଙ୍କ ଦର୍ଶନ ସାରି ଦଶାଶ୍ୱମେଧ ଘାଟ ନିକଟରେ ବୈତରଣୀ ନଦୀରେ ବୁଡ଼ ପକାଉଥିବା ବେଳେ ଘଟିଥିଲା ଏହି ଦୁଃଖଦ ଘଟଣା।
ମା’ ବିରଜାଙ୍କ ଦର୍ଶନ ପାଇଁ ଯାଜପୁର ଆସିଥିଲେ ଆନ୍ଧ୍ରପ୍ରଦେଶର ଏହି ଦମ୍ପତି। ଦର୍ଶନ ପରେ ଦଶାଶ୍ୱମେଧ ଘାଟ ନିକଟରେ ବୈତରଣୀ ନଦୀରେ ସ୍ନାନ କରୁଥିବା ସମୟରେ ହଠାତ୍‌ ଉଭୟ ନଦୀରେ ବୁଡ଼ିଯାଇଥିଲେ। ଉଭୟଙ୍କୁ ବୁଡ଼ିଯାଉଥିବା ଦେଖି ସେଠାରେ ଉପସ୍ଥିତ ଲୋକେ ଉଦ୍ଧାର ପାଇଁ ଉଦ୍ୟମ କରିଥିଲେ। ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ ପହଞ୍ଚି ନଦୀରୁ ଉଭୟଙ୍କୁ ଉଦ୍ଧାର କରିଥିଲା। ପରେ ଗୁରୁତର ଅବସ୍ଥାରେ ଉଭୟଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା। ହେଲେ ଚିକିତ୍ସା ସମୟରେ ଉଭୟଙ୍କ ଜୀବନ ଚାଲିଯାଇଥିଲା। ଏହି ଦୁଃଖଦ ଘଟଣାକୁ ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ବାତାବରଣ ଦେଖାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥରେ ରିଚାର୍ଜରେ ଆଉ ଗୋଟିଏ ପୂରା ଫ୍ରି! ୫୬ ଦିନ ଯାଏ ଆଉ କରିବାକୁ ପଡିବନି ରିଚାର୍ଜ

ଏୟାରଟେଲ (Airtel) ବ୍ୟବହାରକାରୀମାନଙ୍କ ପାଇଁ ଏକ ଭଲ ଖବର ସାମ୍ନାକୁ ଆସିଛି। କମ୍ପାନୀ କଥିତ ଭାବରେ ଏହାର କିଛି ପ୍ରିପେଡ ପ୍ଲାନରେ ’1+1 ରିଚାର୍ଜ ଫ୍ରି’ ଅଫର୍‌…

ଭଞ୍ଜନଗରରେ ବନ୍ୟା ରିଲିଫ୍-ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କଲେ ଆରଡିସି ବିଜୟ ଅମୃତା କୁଲାଙ୍ଗେ; ସହାୟତା କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ…

ଭଞ୍ଜନଗର୧୨।୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଗତ ୨୮ ଓ ୨୯ ତାରିଖରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ପରେ ଚାଲିଥିବା ରିଲିଫ୍ ଓ ପୁନରୁଦ୍ଧାର…

ପୁଣି ଖୋଲିବ ବରଗଡ଼ ସମବାୟ ଚିନିକଳ! ପୁନରୁଦ୍ଧାର ପାଇଁ ଅମିତ ଶାହାଙ୍କ ପ୍ରତିଶ୍ରୁତି; ବାୟୋ-ଇଥାନଲ୍ ପ୍ରକଳ୍ପ ଉଦ୍‌ଘାଟନ ପାଇଁ…

ବରଗଡ଼,୧୨।୧୧(ପ୍ରେମାନନ୍ଦ ଖମାରୀ): ବନ୍ଦ ପଡ଼ିଥିବା ବରଗଡ଼ ସମବାୟ ଚିନିକଳର ପୁନରୁଦ୍ଧାର ପାଇଁ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହା ପ୍ରତିଶ୍ରୁତି ଦେଇଛନ୍ତି। ବରଗଡ଼ MP…

ଟ୍ରେନ୍‌ରେ ଯୁବତୀଙ୍କୁ ଅସଦାଚରଣ; ବିରୋଧ କରିବାରୁ ଟ୍ରାକ୍‌କୁ ଠେଲିଦେଲେ ଅଭିଯୁକ୍ତ, ତାପରେ…

ମୁମ୍ବାଇ,୧୨।୧୧: ମୁମ୍ବାଇ ଲୋକାଲ୍ ଟ୍ରେନ୍‌ରେ ମହିଳାଙ୍କ ସୁରକ୍ଷାକୁ ନେଇ ପୁଣି ଉଠିଲା ପ୍ରଶ୍ନ । ଟ୍ରେନ୍‌ରେ ଜଣେ ଯୁବତୀଙ୍କ ସହ ଅସଦାଚରଣ କରିବା ପରେ ତାଙ୍କୁ ରେଳ…

ସିଡନୀ ରାସ୍ତାରେ ଅଷ୍ଟ୍ରେଲିଆ କ୍ୟାପଟେନ୍ ପାଟ୍ କମିନ୍ସ-ପତ୍ନୀଙ୍କ ମଧ୍ୟରେ ପ୍ରବଳ ଯୁକ୍ତିତର୍କ; ଭିଡିଓ ଭାଇରାଲ୍ ପରେ…

ସିଡନୀ,୧୨।୧୧: ଅଷ୍ଟ୍ରେଲିଆର ଟେଷ୍ଟ କ୍ରିକେଟ୍ କ୍ୟାପଟେନ୍ ପାଟ୍ କମିନ୍ସଙ୍କୁ ତାଙ୍କ ପତ୍ନୀ ବେକିଙ୍କ ସହ ସିଡନୀର ଏକ ରାସ୍ତାରେ ଯୁକ୍ତିତର୍କ କରୁଥିବାର ଦେଖିବାକୁ ମିଳିଛି। ଉଭୟ ପତି-ପତ୍ନୀ…

ଶନିଙ୍କ କୃପାରେ ମାଲାମାଲ ହେବେ ୬ ରାଶି, ୪ ମାସ ଯାଏ ଧନବର୍ଷା! ଆସିବ ଚାକିରିର ବଡ଼ ଅଫର୍‌

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ । ଏହା ବିଶ୍ୱାସ କରାଯାଏ ଯେ ଶନି ବ୍ୟକ୍ତିର କର୍ମ…

W, W, W, W, W… ଲଗାତାର ୫ ଉଇକେଟ୍‌ ନେବା ପରେ ଖୋଲିଲା ଭାଗ୍ୟ, ଭାରତ ବିପକ୍ଷ ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ମିଳିଲା ସ୍ଥାନ

ନୂଆଦିଲ୍ଲୀ, ୧୨।୧୧: ଗୁରୁବାର (୧୨ ନଭେମ୍ବର) ଭାରତ ବିପକ୍ଷ ଦିନିକିଆ ସିରିଜର ଶେଷ ଦୁଇଟି ମ୍ୟାଚ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରିଛି। ଉଭୟ ମ୍ୟାଚ ପାଇଁ…

ୟୁପି ନିର୍ବାଚନ ୨୦୨୭: ଓଓ୍ବାଇସିଙ୍କ ସହ ହାତ ମିଳାଇଲେ ଚନ୍ଦ୍ରଶେଖର, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଲକ୍ଷ୍ନୌ,୧୨।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୭ ପୂର୍ବରୁ ରାଜ୍ୟ ରାଜନୀତିରେ ନୂଆ ସମୀକରଣ ଦେଖାଦେଇଛି । ଆଜାଦ ସମାଜ ପାର୍ଟି (କାଂଶୀରାମ) ଓ ଅଲ୍‌ ଇଣ୍ଡିଆ ମଜଲିସ୍‌-ଏ-ଇତ୍ତେହାଦୁଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?