Posted inଜାତୀୟ

କରୋନା ରୋଗୀଙ୍କ ଅନ୍ତିମ ସତ୍କାର ପାଇଁ ମିଳିବ ୧୫ ହଜାର ଟଙ୍କା

ଅମରାବତୀ,୧୭।୫: କରୋନା ରୋଗୀଙ୍କ ଅନ୍ତିମ ସତ୍କାର ପାଇଁ ପରିବାର ଲୋକଙ୍କୁ ମିଳିବ ୧୫ ହଜାର ଟଙ୍କା ସହାୟତା ରାଶି। ଆନ୍ଧ୍ରପ୍ରଦେଶ ରାଜ୍ୟ ସରକାରଙ୍କ ପାଣ୍ଠିରୁ ଏହି ରାଶି ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ୱାଇଏସ୍‌ ଜଗନମୋହନ ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

କରୋନାର ଦ୍ୱିତୀୟ ଲହରୀରେ ଆନ୍ଧ୍ରପ୍ରଦେଶ ଅଧିକ ପ୍ରଭାବିତ ହୋଇଛି। ଦୈନିକ ରାଜ୍ୟରେ ୨୦ ହଜାରରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି। ସେହିପରି ଶତାଧିକ କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଇତିମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଡାକ୍ତରଖାନାକୁ କୋଭିଡ ହସ୍ପିଟାଲ କରିବାକୁ ଘୋଷଣା କରିଛନ୍ତି। କରୋନା ମୁକାବିଲା ପାଇଁ ସରକାର ସବୁ ପ୍ରକାର ପ୍ରୟାସ ଚଳାଇଛନ୍ତି। ମୁଖ୍ୟମନ୍ତ୍ରୀ ତୁରନ୍ତ ସହାୟତା ରାଶି ଯୋଗାଇ ଦେବାକୁ ୧୩ଟି ଜିଲାର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?