ଭୁଶୁଡ଼ିଲା ଆନ୍ଧ୍ର ମହିଳା ସମାଜମ୍‌ କୋଠା

ବ୍ରହ୍ମପୁର ଅଫିସ୍‌,୧୩ା୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବ୍ରହ୍ମପୁର ସହରର ଗିରି ମାର୍କେଟରେ ଥିବା ବହୁ ପୁରାତନ ଆନ୍ଧ୍ର ମହିଳା ସମାଜମ୍‌ କୋଠା ଭୁଶୁଡି ପଡ଼ିଛି।
ଏହି ଘଟଣାରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। କିନ୍ତୁ କୋଠାରେ ରହିଥିବା ପାଠାଗାରଟି ସଂପୂର୍ଣ୍ଣ ଭୁଶୁଡି ପଡିଥିବାରୁ ବହୁ ପୁରୁଣା ପୁସ୍ତକ ମାଟି ତଳେ ପୋତି ହୋଇଯାଇଥିବା ସମାଜମ୍‌ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)କୁ ସମାଜମ୍‌ ପକ୍ଷରୁ ଜଣାଇବା ପରେ କମିଶନର ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ଘଟଣା ସ୍ଥଳ ପରିଦର୍ଶନ କରିଥିଲେ। ବର୍ଷା କମିବା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି କମିଶନର କହିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଇରାନର ତେଲ ଉପରେ ଟ୍ରମ୍ପଙ୍କ ନଜର!

ତେହରାନ,୭।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଚାଲିଥିବା ସଂଘର୍ଷର ପରିଣାମ ସ୍ବରୂପ, ଆମେରିକା ଇରାନର ତୈଳ ସମ୍ପଦ ଉପରେ ନିୟନ୍ତ୍ରଣ ନେଇପାରେ। ସେ ଏହାକୁ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

କୋଲକାତାକୁ ନେଇ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଧମକ ପରେ ତାତିଲେ ଅଭିଷେକ ବାନାର୍ଜୀ, କହିଲେ…

କୋଲକାତା,୭।୪: ତ୍ରୁଣମୂଳ କଂଗ୍ରେସ (ଟିଏମସି) ଏମପି ଅଭିଷେକ ବାନାର୍ଜୀ ସୋମବାର (୬ ଏପ୍ରିଲ, ୨୦୨୬) ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଦ୍ୱାରା ଦିଆଯାଇଥିବା କୋଲକାତା ଆକ୍ରମଣ…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri