ବୁଡ଼ିଲା ପୋଲ: ଆନ୍ଧ୍ର- ଓଡିଶା ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି,୧୨।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ୪ ଦିନ ଧରି ବର୍ଷା ଲାଗି ରହିଛି। ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲାର ସିଲେରୁ, ସାବେରୀ, ପୋଟେରୁ ଓ କାଙ୍କୁରୁକୋଣ୍ଡା ନଦୀରେ ଜଳସ୍ତର ବିପଦ ସଙ୍କେତ ଉପରେ ରହିଛି । ମୋଟୁ ସୀମାନ୍ତଠାରୁ ଦୁଇ କିଲୋମିଟର ଦୂର ଆନ୍ଧ୍ରପ୍ରଦେଶର କାଲେରୁ ଗାଁ ନିକଟରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ୫ ଫୁଟ ଉଚ୍ଚତାରେ ବନ୍ୟା ଜଳ ପ୍ରବାହିତ ହେଉଛି । ଫଳରେ ଜିଲାର ମୋଟୁ ଓ ଆନ୍ଧ୍ର ପ୍ରଦେଶର ଚିନ୍ତୁର ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ମୋଟୁ ସୀମାନ୍ତରେ ରବିବାର ଅନେକ ଯାନବାହାନ ଅଟକି ରହଥିଲା । ଗୋଦାବରୀ ନଦୀରେ ବିପଦ ସଙ୍କେତ ଛୁଇଁଥିବା ବେଳେ ଜିଲାର ମୋଟୁ ନିକଟରେ ଥିବା ତଳିଆ ଗ୍ରାମଗୁଡିକରେ ବନ୍ୟା ଆଶଙ୍କା ରହିଛି । ପରିସ୍ଥିତି ଉପରେ ନଜର ରଖିବା ଲାଗି ବିଡିଓ ଓ ତହସିଲଦାରଙ୍କୁ ଜିଲାପାଳ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri