ବୁଡ଼ିଲା ପୋଲ: ଆନ୍ଧ୍ର- ଓଡିଶା ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି,୧୨।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ୪ ଦିନ ଧରି ବର୍ଷା ଲାଗି ରହିଛି। ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲାର ସିଲେରୁ, ସାବେରୀ, ପୋଟେରୁ ଓ କାଙ୍କୁରୁକୋଣ୍ଡା ନଦୀରେ ଜଳସ୍ତର ବିପଦ ସଙ୍କେତ ଉପରେ ରହିଛି । ମୋଟୁ ସୀମାନ୍ତଠାରୁ ଦୁଇ କିଲୋମିଟର ଦୂର ଆନ୍ଧ୍ରପ୍ରଦେଶର କାଲେରୁ ଗାଁ ନିକଟରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ୫ ଫୁଟ ଉଚ୍ଚତାରେ ବନ୍ୟା ଜଳ ପ୍ରବାହିତ ହେଉଛି । ଫଳରେ ଜିଲାର ମୋଟୁ ଓ ଆନ୍ଧ୍ର ପ୍ରଦେଶର ଚିନ୍ତୁର ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ମୋଟୁ ସୀମାନ୍ତରେ ରବିବାର ଅନେକ ଯାନବାହାନ ଅଟକି ରହଥିଲା । ଗୋଦାବରୀ ନଦୀରେ ବିପଦ ସଙ୍କେତ ଛୁଇଁଥିବା ବେଳେ ଜିଲାର ମୋଟୁ ନିକଟରେ ଥିବା ତଳିଆ ଗ୍ରାମଗୁଡିକରେ ବନ୍ୟା ଆଶଙ୍କା ରହିଛି । ପରିସ୍ଥିତି ଉପରେ ନଜର ରଖିବା ଲାଗି ବିଡିଓ ଓ ତହସିଲଦାରଙ୍କୁ ଜିଲାପାଳ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳିରେ କୁଡୁମି ସମାଜର ଗୋଠ ପୂଜା, ଧିଙ୍ଗୁଆନ ପର୍ବ

କାଳିଆପାଣି,୮।୧୧: ଦୀପାବଳି ଅବସରରେ କୁଡୁମି ସମାଜର ଗୋଠପୂଜା ଏବଂ ଧିଙ୍ଗୁଆନ ପର୍ବ ରବିବାର ଅନୁଷ୍ଠିତ ହୋଇଯାଇଛି । କୁଡୁମି ସମାଜ ନିଜ ପାରମ୍ପରିକ ରୀତି ନୀତିକୁ ବିଶ୍ୱାସ…

ମହିଳା କର୍ମଚାରୀଙ୍କୁ ଏହି ଗିଫ୍ଟ ଦେଲେ କେଏଲ୍‌ ରାହୁଲ, ଚାରିଆଡୁ ପ୍ରଶଂସା

ନୂଆଦିଲ୍ଲୀ,୮।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବ୍ୟାଟିଂରେ ଚମତ୍କାର କରିବା ସହ ମଇଦାନ ବାହାରେ ନିଜର ମହାନତା ଦେଖାଇଛନ୍ତି ଭାରତୀୟ ୱିକେଟ୍‌କିପର ବ୍ୟାଟର କେଏଲ୍‌ ରାହୁଲ ।…

ମର୍ମନ୍ତୁଦ ଦୁର୍ଘଟଣା: ଦୀପାବଳିରେ ଲିଭିଗଲା ୩ ଜୀବନ

ନୟାଗଡ଼/ଦଶପଲ୍ଲା,୮।୧୧(ଲୋକନାଥ ମିଶ୍ର/ପ୍ରକାଶ ପାଣି): ଆଲୋକର ପର୍ବ ‘ଦୀପାବଳି’ ପାଇଁ ଗାଁରୁ ସହର ସବୁଠି ଉତ୍ସବମୁଖର। ଏହି ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନୟାଗଡ଼…

ପେଟବ୍ୟଥା-ବାନ୍ତି….. ଦୀପାବଳିରେ ଗୁପଚୁପ ଖାଇ ୧୦୦ରୁ ଅଧିକ ଅସୁସ୍ଥ

ଲକ୍ଷ୍ନୌ,୮।୧୧: ଦୀପାବଳି ପର୍ବର ଖୁସି ଭିତରେ ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲାରେ ଖାଦ୍ୟ ବିଷକ୍ରିୟାର ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ…

ରେଳ ଧାରଣାରେ ଦମ୍ପତିଙ୍କ ଝଗଡ଼ା ନେଲା ୩ ଜୀବନ, ବଞ୍ଚାଇବାକୁ ଯାଇ ଟ୍ରେନ୍‌ ଧକ୍କାରେ…

ଜୟପୁର,୮ା୧୧: ରାଜସ୍ଥାନର ବିକାନେର ଜିଲାରେ ରବିବାର ଏକ ଦୁଃଖଦ ରେଳ ଦୁର୍ଘଟଣା ଘଟିଛି । ରେଳ ଧାରଣାରେ ଝଗଡ଼ା କରୁଥିବା ଏକ ଦମ୍ପତିଙ୍କୁ ବଞ୍ଚାଇବାକୁ ଯାଇ ଟ୍ରେନ୍‌…

କର୍ମଚାରୀଙ୍କୁ ଲକ୍ଷେ ଟଙ୍କା ଦୀପାବଳି ବୋନସ ଦେଲେ ବ୍ୟବସାୟୀ, ଥାଳିରେ ସଜାଇ….

ନୂଆଦିଲ୍ଲୀ,୮ା୧୧: ଦୀପାବଳିରେ ସାଧାରଣତଃ କର୍ମଚାରୀଙ୍କୁ ଅତିରିକ୍ତ ଦରମା, ମିଠା କିମ୍ବା ଉପହାର ଆକାରରେ ବୋନସ୍‌ ମିଳିଥାଏ । କିନ୍ତୁ ଗୁଜରାଟର ସୁରଟରେ ଜଣେ କପଡ଼ା ବ୍ୟବସାୟୀ ନିଜର…

ଜିଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍‌ ପ୍ରତିଯୋଗିତା, ପୁରସ୍କୃତ ହେଲେ କୃତୀ ପ୍ରତିଯୋଗୀ

ବଲାଙ୍ଗୀର: ୮।୧୧(ସୁନିଲ କୁମାର ମହାନ୍ତି): ଛାତ୍ରୀଛାତ୍ରଙ୍କ ଜ୍ଞାନ, ମେଧା, ଉପସ୍ଥିତ ବୁଦ୍ଧି ଓ ପ୍ରତିଯୋଗିତାମୂଳକ ମନୋଭାବର ବିକାଶ ଲକ୍ଷ୍ୟରେ ଜିଲାସ୍ତରୀୟ ପିଏମ୍‌ଶୀ କୁଇଜ ପ୍ରତିଯୋଗିତା ୨୦୨୬ ବଲାଙ୍ଗୀରସ୍ଥିତ…

ଗୁଣିଗାରେଡ଼ି ସନ୍ଦେହରେ ୮୦ ବର୍ଷୀୟ ବୃଦ୍ଧଙ୍କୁ ନିର୍ମମ ହତ୍ୟା ମାମଲା, ଦୁଇ ଭାଇ ଗିରଫ

ଭଞ୍ଜନଗର,୮ା୧୧(ବାବୁଲା ପ୍ରଧାନ): ଅନ୍ଧବିଶ୍ୱାସର କରୁଣ ପରିଣତି । ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ଅଭିଯୋଗରେ ତାରସିଂ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?