କୋଟିଆରେ ପୁଣି ଜମିପଟ୍ଟା ବାଣ୍ଟିଲା ଆନ୍ଧ୍ର

ପଟ୍ଟାଙ୍ଗୀ,୬।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କୋରାପୁଟ ଜିଲା ପ୍ରଶାସନଠାରୁ ଆରମ୍ଭ କରି ରାଜନୈତିକ ଦଳଗୁଡିକ ବ୍ୟସ୍ତ ଥିବା ବେଳେ ଏହାର ସୁଯୋଗ ନେଇ ଆନ୍ଧ୍ର ପଟ୍ଟାଙ୍ଗୀ ବ୍ଲକର କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କରି ଶନିବାର ଜମିପଟ୍ଟା ବଣ୍ଟନ କରିଛି। ପଞ୍ଚାୟତର ଧୂଳିପଦର ଗ୍ରାମରେ ଏକ ବୈଠକ କରି ତଳଗଞ୍ଜେଇ ପଦର ଗ୍ରାମର ଦାୟିତ୍ୱରେ ଥିବା ଭିଆରଓ ସରୋଜିନୀଙ୍କ ନେତୃତ୍ୱରେ ୪୫୨ ଜଣଙ୍କୁ ଜମିପଟ୍ଟାର ପାସବୁକ୍‌ ପ୍ରଦାନ କରିଛି। ପୂର୍ବତନ ସରପଞ୍ଚ ବିଶୁ ଗେମେଲଙ୍କ ସମେତ ଆନ୍ଧ୍ରକୁ ସହଯୋଗ କରୁଥିବା ଅନ୍ୟମାନେ ଏହି ସମୟରେ ଉପସ୍ଥିତ ଥିଲେ। ଆଗାମୀ ଦିନରେ କୋଟିଆ ପଞ୍ଚାୟତର ୫୩୧ ଜଣଙ୍କୁ ଜମିପଟ୍ଟା ପ୍ରଦାନ କରିବାକୁ ଆନ୍ଧ୍ର ଲକ୍ଷ୍ୟ ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର ଶୋଭଯାତ୍ରା ପୂର୍ବରୁ ଅଘଟଣ: ପେଟ୍ରୋଲ ନିଆଁରେ ୩ ବର୍ଷର ଶିଶୁ ଜୀବନ୍ତ ଦଗ୍ଧ

ପଟ୍ଟାମୁଣ୍ଡାଇ, ୭ା୧୨ (କଳ୍ପତରୁ ନାୟକ): ବାହାଘର ପାଇଁ ବନ୍ଧୁବାନ୍ଧବ ଆସି ଘରେ ପହଞ୍ଚତ୍ ସାରିଥିଲେ। ବରକୁ ନେଇ ବରଯାତ୍ରୀ କନ୍ୟାଘରକୁ ଯିବାକୁ ପ୍ରସ୍ତୁତ ହେଉଥିଲେ।  ଏଥିପାଇଁ...

ଅଟୋ ଚଳାଇଲେ ଦିବ୍ୟଶଙ୍କର

ଭବାନୀପାଟଣା,୭।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ହେଲିକେପ୍ଟର, ଉଡାଜାହାଜ ଚଳାଇବା କଥା ସମସ୍ତେ ଜାଣନ୍ତି। ହେଲେ...

‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ: ୧ ହଜାର କି.ଗ୍ରା. ପର୍ଯ୍ୟନ୍ତ ବହନ କରିବ ଯୁଦ୍ଧାସ୍ତ୍ର

ବାଲେଶ୍ୱର,୭ା୧୨(ମାନସ ବିଶ୍ୱାଳ): ଭଦ୍ରକ ଜିଲା ଧାମରାସ୍ଥିତ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଗୁରୁବାର ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ ହୋଇଛି।...

ବରଯାତ୍ରୀଙ୍କୁ ପେଟ୍ରୋଲ ବଣ୍ଟା ଯାଉଥିଲା ବେଳେ ଲାଗିଲା ନିଆଁ : ୫ ବର୍ଷର ଶିଶୁ ଜୀବନ୍ତ ଦଗ୍ଧ

ଭୁବନେଶ୍ୱର,୭।୧୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ନିଆଁ ଲାଗି ୫ ବର୍ଷର...

ଖେଳ ଦେଖି ଘରକୁ ଫେରୁଥିଲେ ସେନା କର୍ମଚାରୀ, ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଜୀବନ

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଖେଳ ଦେଖି ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜୀବନ ହାରିଛନ୍ତି ଜଣେ ଭାରତୀୟ ସେନା କର୍ମଚାରୀ ।...

ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା

ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍‌ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ।...

ଅମଳ ବେଳେ ଭିଜିଲା ଧାନ ଫସଲ

ଲାଠୋର/ଖପ୍ରାଖୋଲ, ୭ା୧୨(ଭୁବନେଶ୍ୱର ବାରିକ/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। କ୍ଷେତରେ ଅମଳ...

ପୁନରୁଦ୍ଧାର ଅପେକ୍ଷାରେ ଗୌରଚରଣଙ୍କ ସ୍ମୃତିପୀଠ

ବେଗୁନିଆ,୭।୧୨(ହର ପ୍ରସନ୍ନ ପଣ୍ଡା)କବି ଦ୍ୱିଜ ଗୌରଚରଣ ଅଧିକାରୀ ଜନସାଧାରଣଙ୍କ ମାନସ ପଟରେ ଉଭେଇ ଯିବାକୁ ବସିଛନ୍ତି। ଏପରିକି ତାଙ୍କର ସ୍ମୃତି ପୀଠ ମଧ୍ୟ ମାଟିରେ ଲୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri