କୋଟିଆରେ ପୁଣି ଜମିପଟ୍ଟା ବାଣ୍ଟିଲା ଆନ୍ଧ୍ର

ପଟ୍ଟାଙ୍ଗୀ,୬।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କୋରାପୁଟ ଜିଲା ପ୍ରଶାସନଠାରୁ ଆରମ୍ଭ କରି ରାଜନୈତିକ ଦଳଗୁଡିକ ବ୍ୟସ୍ତ ଥିବା ବେଳେ ଏହାର ସୁଯୋଗ ନେଇ ଆନ୍ଧ୍ର ପଟ୍ଟାଙ୍ଗୀ ବ୍ଲକର କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କରି ଶନିବାର ଜମିପଟ୍ଟା ବଣ୍ଟନ କରିଛି। ପଞ୍ଚାୟତର ଧୂଳିପଦର ଗ୍ରାମରେ ଏକ ବୈଠକ କରି ତଳଗଞ୍ଜେଇ ପଦର ଗ୍ରାମର ଦାୟିତ୍ୱରେ ଥିବା ଭିଆରଓ ସରୋଜିନୀଙ୍କ ନେତୃତ୍ୱରେ ୪୫୨ ଜଣଙ୍କୁ ଜମିପଟ୍ଟାର ପାସବୁକ୍‌ ପ୍ରଦାନ କରିଛି। ପୂର୍ବତନ ସରପଞ୍ଚ ବିଶୁ ଗେମେଲଙ୍କ ସମେତ ଆନ୍ଧ୍ରକୁ ସହଯୋଗ କରୁଥିବା ଅନ୍ୟମାନେ ଏହି ସମୟରେ ଉପସ୍ଥିତ ଥିଲେ। ଆଗାମୀ ଦିନରେ କୋଟିଆ ପଞ୍ଚାୟତର ୫୩୧ ଜଣଙ୍କୁ ଜମିପଟ୍ଟା ପ୍ରଦାନ କରିବାକୁ ଆନ୍ଧ୍ର ଲକ୍ଷ୍ୟ ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫସଲ ବୀମା ପ୍ରଦାନ ଦାବି: ଉପ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଧର୍ମଗଡ,୧୭।୭(ଡି.ଏନ.ଏ.): ଫସଲ ବୀମା ପ୍ରଦାନ ଦାବିରେ ଚାଷୀମାନେ ବୁଧବାର ଧର୍ମଗଡ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଆଗାମୀ ୭ ଦିନ ମଧ୍ୟରେ ଏହି ସମସ୍ୟାର ସମାଧାନ...

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳୁ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଏହାକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏନେଇ ଶୁକ୍ରବାର କେନ୍ଦ୍ର ଶିକ୍ଷା...

ମେଘନାଦ ପାଚେରି ପାର୍ଶ୍ୱ ଉଚ୍ଛେଦର ୩ୟ ଦିନ: କଟାଗଲା ଶତାୟୁ ବରଗଛ

ପୁରୀ ଅଫିସ,୨୨ା୮: ଲଗାତର ତୃତୀୟ ଦିନରେ ପହଞ୍ଚତ୍ଛି ମେଘନାଦ ପାଚେରି ପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା। ବୁଧବାର ମଧ୍ୟ ଦିନତମାମ୍‌ ପ୍ରଶାସନ ପକ୍ଷରୁ ଅନେକ ନିର୍ମାଣ ଭଙ୍ଗାଯାଇଛି।...

ଭିଡିପି ଆସୋସିଏଟ ସର୍ଭେ: ଶୀର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ୨ୟରେ ଯୋଗୀ, ଜଗନ ତୃତୀୟ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଦର୍ଶନକୁ ନେଇ ରାଜ୍ୟବାସୀ ସନ୍ତୁଷ୍ଟ ଅଛନ୍ତି। ସାରା ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ପ୍ରଦର୍ଶନକୁ ଭିତ୍ତିକରି ପ୍ରସ୍ତୁତ ଏକ ରିପୋର୍ଟରେ...

ଅନ୍ୟର ତ୍ରୁଟି ୨ଜଣଙ୍କୁ କାଳ ହେଲା

ବରଗଡ଼ ଅଫିସ୍‌/ବରପାଲି,୧୨।୫: ବରଗଡ଼ ଜିଲା ବରପାଲି ଥାନା ମହଦା କେନାଲ ଛକ ନିକଟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାରେ ଆସୁଥିବା ବେଳେ ଗଛଡ଼ାଳ...

ରାତି ଦିନ ଚାଲିଛି ମାଟି ବୁହା

ରୂପସା, ୧୨ା୪ (ଡି.ଏନ.ଏ.) ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ଗଡ଼ପଦା ପଞ୍ଚାୟତରେ ଗୋଚର ଜମିରୁ ବେଆଇନ ମାଟିଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ...

ଗଞ୍ଜେଇ ଜବତ, ୩ ମହିଳା ଗିରଫ

ଫୁଲବାଣୀ ଅଫିସ, ୮ା୧୨: ଏକ ଘରୋଇ ବସ୍‌ରେ ଗଞ୍ଜେଇ ଚୋରା ଚାଲାଣ ବେଳେ ଖଜୁରିପଡା ପୋଲିସ ଚଢ଼ାଉ କରି ୩୨ କେଜି ଗଞ୍ଜେଇ ଜବତ କରିଛି।...

‘ମା’ ଦେଇଛି ଜନ୍ମ, ସ୍କୁଲ ଦେଇଛି ଜୀବନ’

ଭୁବନେଶ୍ୱର,୧।୪(ବ୍ୟୁରୋ): ବାଣୀବିହାର ଅଡିଟୋରିୟମଠାରେ ଶୁକ୍ରବାର ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମ ଉତ୍ସବରେ ଓଡ଼ିଶା ଦକ୍ଷତା ବିକାଶ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭୁବନେଶ୍ୱର...

Advertisement
Archives

Model This Week