Posted inଜାତୀୟ

ହସ୍ପିଟାଲରେ ନିଆଁ ଲାଗି ଡାକ୍ତର, ୨ ପିଲାଙ୍କ ମୃତ୍ୟୁ

ତିରୁପତି,୨୫।୯:ଆନ୍ଧ୍ରପ୍ରଦେଶର ତିରୁପତି ନିକଟ ରେନିଗୁଣ୍ଟାଠାରେ ରବିବାର ଏକ ଘରୋଇ ହସ୍ପିଟାଲ୍‌ରେ ନିଆଁ ଲାଗି ଜଣେ ୪୫ ବର୍ଷୀୟ ଡାକ୍ତର ଓ ତାଙ୍କର ଦୁଇ ପିଲାଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଡାକ୍ତର ରବିଶଙ୍କର ରେଡ୍ଡୀ, ତାଙ୍କ ଝିଅ କାର୍ଥତ୍କ(୮) ଏବଂ ପୁଅ ଭାରତ(୧୨)। ଅଗ୍ନିଶମ କର୍ମଚାରୀମାନେ ଡାକ୍ତରଙ୍କ ସ୍ତ୍ରୀ ଡ. ଅନନ୍ତ ଲକ୍ଷ୍ମୀ ଏବଂ ମା’ ରମା ସୁବାମ୍ମାଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କୁ ଅନ୍ୟ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତର ରେଡ୍ଡୀ ତାଙ୍କ ବାସଭବନକୁ ଘରୋଇ ହସ୍ପିଟାଲ ଭାବେ ବ୍ୟବହାର କରୁଥିଲେ। ତଳ ମହଲାରେ ହସ୍ପିଟାଲ ଚାଲିଥିବାବେଳେ ପ୍ରଥମ ଓ ଦ୍ୱିତୀୟ ମହଲାରେ ଡାକ୍ତରଙ୍କ ପରିବାର ରହୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

୨୦୨୭ରେ ମେଷ ରାଶିକୁ ଯିବେ ଶନି: ବର୍ଷ ଆରମ୍ଭରୁ ଆର୍ଥିକ ସମସ୍ୟାରେ ବୁଡିରହିବେ ଏହି ରାଶି, ଏମାନଙ୍କ ଉପରେ ଧନବର୍ଷା

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଅନୁଶାସନ, କର୍ମ ଓ ନ୍ୟାୟର ଗ୍ରହ ବୋଲି ମନେ କରାଯାଏ। ଅନ୍ୟ ଗ୍ରହଙ୍କ ତୁଳନାରେ ଶନିଙ୍କ ଗତି ଧୀର ହୋଇଥିବାରୁ ତାଙ୍କ…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ଦ୍ରୁତ ଶତକ ହାସଲ କରିଥିବା ଅଭିଷେକ ଶର୍ମାଙ୍କ ଭାଇରାଲ ସେଲିବ୍ରଶନର ଅସଲ କାରଣ ଆସିଲା ସାମ୍ନାକୁ, ବ୍ୟାଟର ନିଜେ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତୀୟ T20 ଦଳର ଓପନିଂ ବ୍ୟାଟର ଅଭିଷେକ ଶର୍ମା ଗୁରୁବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ T20 ମ୍ୟାଚରେ ଦମଦାର…

୩ ସନ୍ତାନର ମା’ଙ୍କୁ ୨୫ ବର୍ଷୀୟା ଯୁବତୀଙ୍କ ସହ ହେଲା ପ୍ରେମ! ସ୍ବାମୀ-ବାପଘର ଛାଡ଼ି କହିଲେ- ଏବେ ତାଙ୍କ ସହ…

କାନପୁର,୧୮।୯: କାନପୁରର ମହାରାଜପୁର ଅଞ୍ଚଳରୁ ଏକ ଘଟଣା ଏବେ ଚର୍ଚ୍ଚାରେ। ତିନି ସନ୍ତାନର ଜଣେ ମା’ ସୱାମୀ ଓ ବାପଘରକୁ ଫେରିବା ପରିବର୍ତ୍ତେ ପ୍ରାୟ ଏକ ବର୍ଷ…

Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….

ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?