Posted inଜାତୀୟ

ଚନ୍ଦ୍ରବାବୁ ନାଇଡୁଙ୍କ କାର୍ଯ୍ୟକ୍ରମରେ ପୁଣି ଦଳାଚକଟା

ହାଇଦ୍ରାବାଦ୍‌,୧।୧: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ.ଚନ୍ଦ୍ରବାବୁ ନାଇଡୁଙ୍କ କାର୍ଯ୍ୟକ୍ରମରେ ପୁଣି ଥରେ ରବିବାର ଦଳାଚକଡା ହୋଇଛି। ଏଥିରେ ତିନି ଜଣଙ୍କ ମୃତ୍ୟୁ ହୋଇଛି। ଚାରି ଦିନ ମଧ୍ୟରେ ଦ୍ୱିତୀୟ ଥର ନାଇଡୁଙ୍କ କାର୍ଯ୍ୟକ୍ରମରେ ଦଳାଚକଟା ଘଟିଛି। ଗତ ବୁଧବାର ରାଜ୍ୟର ନେଲୋର ଜିଲାରେ ନାଇଡୁଙ୍କ ରୋଡ ଶୋ’ ସମୟରେ ଦଳଚକଟା ଯୋଗୁ ଜଣେ ମହିଳାଙ୍କ ସମେତ ଆଠ ଜଣଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କରୀନାଙ୍କ ପୁସ୍ତକକୁ ନେଇ ତେଜିଲା ବିବାଦ

ଜବଲପୁର,୨୦।୭: ବଲିଉଡ୍‌ ବେବୋ କରୀନା କପୁର ଖାଁ ନିକଟରେ ନିଜର ଗର୍ଭବତୀ ସମୟର ଅନୁଭୂତି ବିଷୟରେ ଏକ ପୁସ୍ତକ ଲେଖିଥିଲେ। ଯାହାକୁ ନେଇ ଏବେ ବିବାଦ...

ପ୍ରେମିକଙ୍କ ସହ ଫୋନ୍‌ରେ କଥା ହେଉଥିଲେ ଝିଅ, ବାପା ମନା କରିବାରୁ ଘଟାଇଲେ ଏମିତି କାଣ୍ଡ

ଭୋପାଳ,୧୭।୧: ମଧ୍ୟପ୍ରଦେଶର ବୈତୁଲରୁ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ପ୍ରେମିକ ସହ କଥା ନ ହେବା ପାଇଁ ଝିଅକୁ ବାପା ମନା କରିବାରୁ ନାବାଳିକା...

କେଁ ପୂରାଇଲେ ଦିଗ୍‌ବିଜୟ

ନୂଆଦିଲ୍ଲୀ, ୨୨ା୯: କଂଗ୍ରେସର ପୁରୁଖା ନେତାମାନେ ଗାନ୍ଧୀ ପରିବାର ପ୍ରେମରେ ଅନ୍ଧ ନ ହେଲେ ଦୀପାବଳି ସୁଦ୍ଧା ଦଳକୁ ନୂଆ ଅଧ୍ୟକ୍ଷ ମିଳିବେ। କଂଗ୍ରେସର ଆଭ୍ୟନ୍ତରୀଣ...

ବିହାର ପରେ ୟୁପିରେ ହ୍ବାଇଟ୍‌ ଫଙ୍ଗସ୍‌

ନୂଆଦିଲ୍ଲୀ, ୨୧।୫: ବିହାରର ପାଟନାରେ ୪ ଜଣ ହ୍ବାଇଟ ଫଙ୍ଗସ୍‌ ରୋଗୀ ଚିହ୍ନଟ ହେବାର ଦିନକ ପରେ ଶୁକ୍ରବାର ଉତ୍ତରପ୍ରଦେଶର ମାଉ ଜିଲାରେ ଜଣେ ୭୦...

ଚା’ କିଲୋ ୯୯,୯୯୯ ଟଙ୍କା

ଗୁଆହାଟୀ,୧୪।୧୨:: ଆସାମର ଦିବ୍ରୁଗଡ ଜିଲାର ଏକ ସ୍ବତନ୍ତ୍ର ଚା’ ମଙ୍ଗଳବାର ୯୯.୯୯୯ ଟଙ୍କାରେ ନିଲାମ ହୋଇଛି। ଦେଶର କୌଣସି ଚା’ ନିଲାମରେ ଏହା ସର୍ବାଧିକ ମୂଲ୍ୟ...

ସିଟ୍‌କୁ ନେଇ କେଶ ଧରାଧରି ହେଲେ ଦୁଇ ମହିଳା

ମୁମ୍ବାଇ,୭ା୧୦: ମୁମ୍ବାଇର ଲୋକାଲ ଟ୍ରେନର ମହିଳା ବିଭାଗରେ ସହ-ଯାତ୍ରୀଙ୍କ ମଧ୍ୟରେ ଗୁରୁବାର ପ୍ରବଳ ଝଗଡ଼ା ଦେଖିବାକୁ ମିଳିଥିଲା। ଯେଉଁଥିରେ ଡ୍ୟୁଟିରେ ଥିବା ଜଣେ ପୋଲିସ କର୍ମଚାରୀଙ୍କୁ...

କକ୍ଷପଥରେ ଇଓଏସ୍‌-୦୪

ଶ୍ରୀହରିକୋଟା, ୧୪ା୨: ଚଳିତ ବର୍ଷର ପ୍ରଥମ ମିଶନ ଭାବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ସୋମବାର ସଫଳତାର ସହ ପିଏସ୍‌ଏଲ୍‌ଭି-ସି୫୨ ଯୋଗେ ଇଓଏସ୍‌-୦୪ ଉପଗ୍ରହକୁ...

ଦିଲ୍ଲୀରେ ପହଞ୍ଚିଲେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬(ବ୍ୟୁରୋ): ଏନ୍‌ଡିଏ ପକ୍ଷରୁ ରାଷ୍ଟ୍ରପତି ପାର୍ଥୀ ହୋଇଥିବା ଦ୍ରୌପଦୀ ମୁର୍ମୁ ଗୁରୁବାର ଦିଲ୍ଲୀରେ ପହଞ୍ଚିଛନ୍ତି। ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ଆସନ୍ତାକାଲି...

Advertisement
Archives

Model This Week