Posted inଜାତୀୟ

ଏନ୍‌ଡିଏରେ କେବେ ସାମିଲ ହେବ ଟିଡିପି? ଚନ୍ଦ୍ରବାବୁ ନାଇଡୁ ଦେଲେ ଜବାବ, କହିଲେ ସମୟ ଆସିଲେ…

ନୂଆଦିଲ୍ଲୀ,୧୬।୮: ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନ୍‌ଡିଏ) ଏହାର ବଂଶ ବୃଦ୍ଧିରେ ନିୟୋଜିତ ଅଛି। ଏହି ସମୟ ମଧ୍ୟରେ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱରେ ତେଲୁଗୁ ଦେଶମ ପାର୍ଟି (ଟିଡିପି) ପୁଣିଥରେ ମେଣ୍ଟରେ ଯୋଗ ଦେଇପାରନ୍ତି ବୋଲି ଆଲୋଚନା ହୋଇଛି। ବର୍ତ୍ତମାନ ଚନ୍ଦ୍ରବାବୁ ନାଇଡୁ ମଙ୍ଗଳବାର ଏହି ବିଷୟରେ ଜବାବ ଦେଇ କହିଛନ୍ତି ଯେ, ଏହା ଠିକ୍‌ ସମୟ ନୁହେଁ ଏବଂ ସମୟ ଆସିଲେ ସେ ଏହା ବିଷୟରେ କହିବେ।

ଚନ୍ଦ୍ରବାବୁ ନାଇଡୁ ଏନଡିଏର ଅନ୍ୟତମ ପ୍ରତିଷ୍ଠାତା ଥିଲେ, କିନ୍ତୁ ୨୦୧୯ଲୋକ ସଭା ନିର୍ବାଚନ ପୂର୍ବରୁ ତାଙ୍କ ଦଳ ଟିଡିପି ଆନ୍ଧ୍ରପ୍ରଦେଶକୁ ସ୍ବତନ୍ତ୍ର ବର୍ଗ ମାନ୍ୟତା ପ୍ରତ୍ୟାଖ୍ୟାନକୁ ବିରୋଧ କରି ନିଜକୁ ମେଣ୍ଟରୁ ବାହାର କରିଦେଇଥିଲା। ଏବେ ପୁଣି ଥରେ ତାଙ୍କ ଫେରିବା ବିଷୟରେ ଆଲୋଚନା ହେଉଛି। ଚଳିତ ବର୍ଷ ଜୁନ ଆରମ୍ଭରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସହ ସେ ସାକ୍ଷାତ କରିଥିଲେ। ଯାହା ପରେ ଏନ୍‌ଡିଏ ସହ ମିଶିବା ନେଇ କଳ୍ପନାଜଳ୍ପନା ତୀବ୍ର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ…

ବର୍ଷ ପରେ ବୁଧ-ମଙ୍ଗଳ ଗଠନ କରିବେ ଦଶାଙ୍କ ଯୋଗ: ମେଷ-କନ୍ୟା ସମେତ ଏହି ୫ ରାଶିଙ୍କ ସହ ଘଟିବ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୪ ଅଗଷ୍ଟ ୨୦୨୬ ଦିନ ଦ୍ୱିପ୍ରହର ୧୨ଟା ୩୭ ମିନିଟରେ ବୁଧ ଓ ମଙ୍ଗଳ ଗ୍ରହ ବର୍ଷ ପରେ ଦଶାଙ୍କ ଯୋଗ ଗଠନ…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri