କୋଟିଆରୁ ଆନ୍ଧ୍ର ସମିତିସଭ୍ୟ ନିର୍ବାଚିତ

ପଟ୍ଟାଙ୍ଗି,୭ା୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆ ପଞ୍ଚାୟତରେ ଆନ୍ଧ୍ର ନିର୍ବାଚନକୁ ନେଇ ୨ ରାଜ୍ୟ ମଧ୍ୟରେ ଛକାପଞ୍ଝା ଲାଗି ରହିଥିଲା। ଏହା ସତ୍ତ୍ୱେ ସୀମାନ୍ତବାସୀ ଆନ୍ଧ୍ର ନିର୍ବାଚନରେ ମତଦାନ ସାବ୍ୟସ୍ତ କରିଛନ୍ତି। ଏହି ନିର୍ବାଚନରେ ଆନ୍ଧ୍ର ପକ୍ଷରୁ କୋଟିଆର ଗଞ୍ଜେଇପଦର ପାଇଁ ଓଡ଼ିଶାର ଯୁବକଙ୍କୁ ସମିତିସଭ୍ୟ ପଦ ନିମନ୍ତେ ପ୍ରାର୍ଥୀ କରାଯାଇଥିଲା। ଓଡ଼ିଶାର ଗଞ୍ଜେଇପଦର ଗଁା ତଥା ଆନ୍ଧ୍ରର ଏକ ପଞ୍ଚାୟତରୁ ଉକ୍ତ ରାଜ୍ୟର ଶାସକ ଦଳ ସମର୍ଥିତ ପ୍ରାର୍ଥୀ ଭାବେ ଲଢ଼ୁଥିବା ଉପରସେମ୍ବି ଗ୍ରାମର ଚିରଞ୍ଜୀବୀ ତାଡ଼ିଙ୍ଗି ନିଜ ପ୍ରତିଦ୍ୱନ୍ଦ୍ୱୀ ନେରିଡ଼ିବାଲସା ଗ୍ରାମର କାନପୁରୀ ମାଝୀଙ୍କୁ ହରାଇ ନିର୍ବାଚିତ ହୋଇଛନ୍ତି।

ଆନ୍ଧ୍ରର ଓ୍ବାଇସିପି ଦଳର ସମର୍ଥିତ ସମିତିସଭ୍ୟ ପ୍ରାର୍ଥୀ କାନପୁରୀ ୨୨୧ ଖଣ୍ଡ ଭୋଟ ପାଇଛନ୍ତି। ପ୍ରାର୍ଥୀ ଚିରଞ୍ଜୀବୀ ୨୨୬ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି। ଫଗୁଣସିନେରୀ ଆନ୍ଧ୍ରର କୋଡମା ପଞ୍ଚାୟତ ଅଧୀନରେ ରହିଛି। ସେଠାରେ ଟିଡିିପି ଦଳର ସମର୍ଥିତ କୁନେଟି ରେନ୍ଦୋ ନିର୍ବାଚିତ ହୋଇଛନ୍ତି। ଆନ୍ଧ୍ରର ତୋନାମ ପଞ୍ଚାୟତ ଅଧୀନ ଫାଟୁସିନେରୀରେ ଟିଡିପି ସମର୍ଥିତ ତାଡିଙ୍ଗି ସାମାଲାମ୍ମା ନିର୍ବାଚିତ ହୋଇଥିବା ଜଣାପଡ଼ିଛି। ଆଗକୁ ଆସୁଥିବା ପଞ୍ଚାୟତ ନିର୍ବାଚନରେ ଓଡ଼ିଶାର ଫଗୁଣସିନେରୀ, ଫାଟୁସିନେରୀ ଏବଂ ଗଞ୍ଜେଇପଦର ଗଁାରୁ ସରପଞ୍ଚ ଓ ଓ୍ବାର୍ଡ ମେମ୍ବର ପ୍ରାର୍ଥୀ କରିବାକୁ ଆନ୍ଧ୍ର ପ୍ରସ୍ତୁତି ଆରମ୍ଭ କରିଥିବା ଜଣାପଡ଼ିଛି। ଏଭଳି ସ୍ଥିତିରେ କୋଟିଆ ପଞ୍ଚାୟତରେ ଓଡ଼ିଶାର ରାଜନୈତିକ ଦଳର କଣ ଭୂମିକା ରହିବ ସେନେଇ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତିରିକ୍ତ ୨ ବର୍ଷ କାର୍ଯ୍ୟ ଶେଷ ପରେ ନିୟମିତ ପାଇଁ ଯୋଗ୍ୟ ହେବେ ଅଗ୍ନିବୀର

ନୂଆଦିଲ୍ଲୀ,୭ା୧୧: ଅତିରିକ୍ତ ୨ ବର୍ଷ କାର୍ଯ୍ୟକାଳ ଶେଷ କରିବା ପରେ ସମସ୍ତ ଅଗ୍ନିବୀର ଚାହିଁଲେ ନିୟମିତ ସୈନ୍ୟ ଭାବେ ପଞ୍ଜୀକୃତ ହେବା ପାଇଁ ଯୋଗ୍ୟ ବିବେଚିତ ହେବେ…

ପାରିବାରିକ କଳହ ନା ଚାକିରୀ ଚାପ? ଛୁଟିରୁ ଫେରିବା ପରେ କ୍ୱାର୍ଟରରୁ ମିଳିଲା ଅମ୍ବାଦଳା ଥାନା SIଙ୍କ ଝୁଲନ୍ତା ମୃତଦେହ, ଉଠିଲା ପ୍ରଶ୍ନ

ଆମ୍ବଦଳା,୭।୧୧(ରବିନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଆମ୍ବଦଳା ଥାନାରେ କାର୍ଯ୍ୟରତ ଏସ୍‌ଆଇ ଅଶୋକ ପ୍ରଧାନଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ଥାନା ପରିସରସ୍ଥିତ ସରକାରୀ କ୍ୱାର୍ଟରର ବନ୍ଦ…

ଚିନ୍ତା ବଢ଼ାଉଛି ପ୍ରଦୂଷଣ, ଦୀପାବଳି ପୂର୍ବରୁ ଦିଲ୍ଲୀ ବିଶ୍ୱର ସବୁଠୁ ପ୍ରଦୂଷିତ ସହର

ନୂଆଦିଲ୍ଲୀ,୭ା୧୧: ଆଲୋକର ପର୍ବ ଦୀପାବଳି ପୂର୍ବରୁ ଶନିବାର ଦିଲ୍ଲୀ ବିଶ୍ୱର ସବୁଠୁ ପ୍ରଦୂଷିତ ବୃହତ୍‌ ସହର ଥିଲା ବୋଲି ସୁଇସ୍‌ ଗ୍ରୁପ୍‌ ଆଇକ୍ୟୁଏୟାରର ଲାଇଭ୍‌ ର଼୍ୟାଙ୍କିଙ୍ଗ୍‌ରୁ ଜଣାପଡ଼ିଛି।…

ଗଞ୍ଜାମ ବନ୍ୟା କ୍ଷୟକ୍ଷତି ୫ ହଜାର କୋଟି ଟପିବ: ଜାତୀୟ ବିପର୍ଯ୍ୟୟ ଘୋଷଣା ଦାବି କଲେ…

ଛତ୍ରପୁର, ୭।୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ଲଗାଣ ବର୍ଷା ଓ ବନ୍ୟା ଯୋଗୁ ଗଞ୍ଜାମ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି ଏବଂ ଏହାର ପରିମାଣ ୫…

ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିରଳ ରେକର୍ଡ, ଜାଣନ୍ତୁ…

ଓ୍ବେଲିଂଟନ,୭।୧୧: ଯୁବ ଫାଷ୍ଟ ବୋଲରଙ୍କ ଜବରଦସ୍ତ ପ୍ରଦର୍ଶନ ପରେ ଲୋକେଶ ରାହୁଲଙ୍କ ନିର୍ଭରଯୋଗ୍ୟ ବ୍ୟାଟିଂ ବଳରେ ଶନିବାର ଖେଳାଯାଇଥିବା ନ୍ୟୁଜିଲାଣ୍ଡ ବିପକ୍ଷ ବର୍ଷା ପ୍ରଭାବିତ ଦ୍ୱିତୀୟ ଦିନିକିଆ…

ଅଯୋଧ୍ୟାରେ ଦୀପୋତ୍ସବ: ସରୟୁ ନଦୀ କୂଳରେ ଯୋଗୀ କଲେ ଆରତୀ, ଦୀପରେ ଆଲୋକିତ ହେଲା ରାମନଗରୀ

ଅଯୋଧ୍ୟା,୭।୧୧: ପବିତ୍ର ଦୀପାବଳି ଅବସରରେ ରାମନଗରୀ ଅଯୋଧ୍ୟାରେ ଦଶମ ଦୀପୋତ୍ସବ ଶନିବାର ସନ୍ଧ୍ୟାରେ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୀପୋତ୍ସବର ଉଦ୍‌ଘାଟ କରି ସରୟୁ ନଦୀ…

Diwali 2026: ଦୀପାବଳି ରାତିରେ ଚୁପଚାପ୍ କରନ୍ତୁ ଏହି ଗୋଟିଏ ଉପାୟ, ମା’ ଲକ୍ଷ୍ମୀଙ୍କ କୃପାରୁ ଚମକି ଉଠିବ ଆପଣଙ୍କ ଭାଗ୍ୟ!

ଦୀପାବଳି ହେଉଛି ଧନ ଏବଂ ସମୃଦ୍ଧିର ମହାପର୍ବ। ଏହି ବର୍ଷ ୮ ନଭେମ୍ବର ୨୦୨୬, ରବିବାର ଦିନ ଦୀପାବଳି ପାଳନ କରାଯାଉଛି। କାର୍ତ୍ତିକ ମାସର ଅମାବାସ୍ୟା ତିଥିରେ…

ଜୁଆଆଡ୍ଡା ରେ ପୋଲିସ ଚଢା଼ଉ: ୯ ଜୁଆଡ଼ି ଗିରଫ

ଦିଗପହଣ୍ଡି,୭|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଓଡ଼ାସିଙ୍ଗିି ଗ୍ରାମରେ ଚାଲିଥିବା ଜୁଆଆଡ୍ଡା ରେ ପୋଲିସ ଟିମ୍ ଅତର୍କିତ ଚଢ଼ାଉ କରି ୯ ଜୁଆଡିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?