Posted inଖେଳ

କେକେଆର୍‌ ପାଇଁ ଖୁସି ଖବର

ଶାରଜା,୮।୧୦: ପ୍ଲେ-ଅପ୍‌ରେ ପ୍ରାୟତଃ ସ୍ଥାନ ପକ୍କା କରିସାରିଥିବା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ପାଇଁ ଏକ ଖୁସି ଖବର। ଆସନ୍ତା ସୋମବାର ହେବାକୁ ଥିବା ଏଲିମିନେଟର ମ୍ୟାଚ୍‌ ଲାଗି ଅଲରାଉଣ୍ଡର ଆନ୍ଧ୍ରେ ରସେଲ ଉପଲବ୍ଧ ହୋଇପାରନ୍ତି। ଏ ନେଇ ସୂଚନା ଦେଇଛନ୍ତି ଦଳର ମେଣ୍ଟର ଡେଭିଡ୍‌ ହସି।

ରସେଲ ଗତ ବୁଧବାର ଫିଟ୍‌ନେସ ଟେଷ୍ଟ ଦେଇଥିଲେ। ମୋତେ ଲାଗୁଛି ଆଗାମୀ କିଛି ଦିନ ମଧ୍ୟରେ ସେ ପ୍ଲେ-ଅପ୍‌ ଲାଗି ଫିଟ୍‌ ହୋଇଯିବେ। ତାଙ୍କ ଉପଲବ୍ଧତା କେବଳ ଆମ ପାଇଁ ନୁହେଁ ପ୍ରତିଯୋଗିତା ପାଇଁ ମଧ୍ୟ ଭଲ। କାରଣ ରସେଲ ଜଣେ ଏଭଳି ବିଶ୍ୱ ସ୍ତରୀୟ ଖେଳାଳି, ଯିଏକି ଏଣ୍ଟରଟେନମେଣ୍ଟ ପ୍ରଦାନ କରନ୍ତି ବୋଲି ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚ୍‌ ଜିତିବା ପରେ ଡେଭିଡ୍‌ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ କି.ମି. ରାସ୍ତାରେ ୧୦ ହମ୍ପ୍ସ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ଛତିଶଗଡ଼ ରାଜ୍ୟ ରାୟପୁରଠାରୁ ନୂଆପଡ଼ା ଜିଲା ଦେଇ ଗୋପାଳପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥରେ ଅତ୍ୟଧିକ ହମ୍ପ୍ସ (ସ୍ପିଡ୍‌ ବ୍ରେକର) ଯୋଗୁ ଯାତାୟାତରେ…

୮ ଦିନର ସଂଘର୍ଷ ପରେ ହାରିଗଲେ ଶୁଭଶ୍ରୀ

ଥୁଆମୂଳ ରାମପୁର, ୨୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଶ୍ରୀମସ୍କା ଛକଠାରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ…

ଦେର୍ଲାଠିର ହିତାଧିକାରୀଙ୍କୁ ମିଳିଲା ପକ୍କାଘର କାର୍ଯ୍ୟାଦେଶ

ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ବାସ୍ତବ ରୂପ ନେଇଛି। କିଛିଦିନ ପୂର୍ବେ କଳାହାଣ୍ଡି ଜିଲା ପରିଷଦର ମୁଖ୍ୟ ଉନ୍ନୟନ…

ଟ୍ରମ୍ପଙ୍କ ଡିନରରେ ଗୁଳି ଚଳାଇଥିବା ଆକ୍ରମଣକାରୀଙ୍କ ଆସିଲା ଶିକ୍ଷାଗତ ଯୋଗ୍ୟତା, ଜାଣନ୍ତୁ…

ଓ୍ୱାଶିଂଟନ,୨୬ା୪: ଆମେରିକାର ରାଜଧାନୀ ୱାଶିଂଟନ ଡିସିରେ ଆୟୋଜିତ ପ୍ରତିଷ୍ଠିତ ‘ହ୍ୱାଇଟ ହାଉସ କରେସପଣ୍ଡେଣ୍ଟସ ଡିନର’ କାର୍ଯ୍ୟକ୍ରମରେ ଗୁଳିକାଣ୍ଡ ଘଟିଥିଲା। କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ପ୍ରଥମ…

୨ ପରିବାରରେ ଖଣ୍ଡଯୁଦ୍ଧ: ୨ ବାଇକ୍‌ରେ ଠେଙ୍ଗାବାଡ଼ି ଧରି ଆସି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମରେ ପାରିବାରିକ ହିଂସା କାରଣରୁ ଦୁଇ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଛି। ଆକ୍ରମଣ ଓ ପ୍ରତିଆକ୍ରମଣରେ…

ପିଆଜ ଚାଷଜମି ପରିଦର୍ଶନ କଲେ ଅତିରିକ୍ତ ସଚିବ, ଚାଷୀଙ୍କୁ କହିଲେ…

ନୂଆପଡ଼ା,୨୬ା୪(ମକାରୁ ବେମାଲ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା ଅତିରିକ୍ତ ସଚିବ ମନୋଜ କୁମାର ରବିବାର ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ତୁକଳାପଡା…

ଅନୁଦାନ ମିଳିଲାନି, ବନ୍ଦ ହେଲା ସରକାରୀ କାର୍ଯ୍ୟକ୍ରମ

ହାଟଡିହୀ/ଛେନାପଦୀ,୨୬ା୪(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ଅନୁଦାନ ପ୍ରଦାନ ନ ହେବାରୁ ଏକ ସରକାରୀ କାର୍ଯ୍ୟକ୍ରମ ବନ୍ଦ ହୋଇଛି। ଯାହାକୁ ନେଇ କଳାକାରମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। କଳାକାରମାନଙ୍କୁ ଉପେକ୍ଷା…

ସୂର୍ଯ୍ୟବଂଶୀଙ୍କୁ ପ୍ରଶଂସା କଲେ ଅଷ୍ଟ୍ରେଲିଆର ଅଧିନାୟକ ପ୍ୟାଟ କୁମିନ୍ସ, କହିଲେ…

ଜୟପୁର,୨୬ା୪: ବର୍ତ୍ତମାନ ଭାରତୀୟ କ୍ରିକେଟର ସବୁଠୁ ଚର୍ଚ୍ଚିତ ନାମ ବୈଭବ ସୂର୍ଯ୍ୟବଂଶୀଙ୍କ ବୃଦ୍ଧି ପାଉଥିବା ପ୍ରଶଂସକଙ୍କ ତାଲିକାରେ ଅଷ୍ଟ୍ରେଲିଆର ଅଧିନାୟକ ପ୍ୟାଟ କୁମିନ୍ସ ସାମିଲ ହୋଇଛନ୍ତି। ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri