Posted inଖେଳ

ମାଲିକଙ୍କୁ ଦେଖି ଲାଜେଇ ଯାଇଥିଲେ ଏହି ବିସ୍ଫୋରକ ଅଲରାଉଣ୍ଡର

ଦୁବାଇ,୨।୧୧: କୋଲକତା ନାଇଟ୍‌ ରାଇଡର୍ସ(କେକେଆର୍‌) ଦଳର ମାଲିକ ଶାହାରୁଖ ଖାନ ଆଜି ତାଙ୍କର ୫୫ତମ ଜନ୍ମଦିନ ପାଳନ କରୁଛନ୍ତି। ମାଲିକଙ୍କ ଜନ୍ମଦିନ ଅବସରରେ ଦଳ ଏକ ସ୍ବତନ୍ତ୍ର ଭିଡିଓ ବାର୍ତ୍ତା ଶେୟାର କରିଛି। ଏହି ଭିଡିଓକୁ କେକେଆର୍‌ର ଅଫିସିଆଲ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରାଯାଇଛି। ଏହି ଭିଡିଓରେ ଦଳର ଅଧିନାୟକ ଖେଳାଳିମାନେ ଶାହାରୁଖ ଖାନଙ୍କ ସହ ସେମାନଙ୍କର ପୁରୁଣା ସ୍ମୃତି ବାଣ୍ଟିଥିଲେ ଏବଂ ତାଙ୍କୁ ଜନ୍ମଦିନରେ ଅଭିନନ୍ଦନ ଜଣାଇଥିଲେ। ଇଅନ ମୋର୍ଗାନ କହିଛନ୍ତି ଯେ ହଲିଉଡ ତାରକା ଟମ କ୍ରୁଜ ଅପେକ୍ଷା ଶାହରୁଖ ଖାନ ଅଧିକ ଆକର୍ଷଣୀୟ। ଦଳର ବିସ୍ଫୋରକ ଆନ୍ଦ୍ରେ ରସେଲ କହିଛନ୍ତି କହିଛନ୍ତି ଯେ, ଥରେ ଶାହରୁଖ ଖାନଙ୍କୁ ଭେଟିଥିଲେ। ସେ ମୋତେ ଆଲିଙ୍ଗନ କରିଥିଲେ। ମୁଁ ଜଣେ କଠୋର ବ୍ୟକ୍ତି ଭାବେ ପରିଚିତ, କିନ୍ତୁ ଶାହରୁଖ ଦେଖି ମୁଁ ଲାଜେଇ ଯାଇଥିଲି। ସେ ବହୁତ ଶାନ୍ତ। ଦଳର ଦ୍ରୁତ ବୋଲର ପ୍ୟାଟ କମିନ୍ସ ଶାହରୁଖ ଖାନଙ୍କୁ ତାଙ୍କ ଜନ୍ମଦିନରେ ଅଭିନନ୍ଦନ ଜଣାଇ କହିଛନ୍ତି ଯେ, ତୁମେ ୫୫ ବର୍ଷ ନୁହେଁ, ୨୧ ବର୍ଷ ବୟସର ଯୁବକ ଭଳି ଜଣାପଡୁଛ। କେକେଆର୍‌ ଟିମ୍‌ ଏବେ ଆଇପିଏଲ୍‌ ପଏଣ୍ଟ ଟେବୁଲର ଚତୁର୍ଥ ସ୍ଥାନରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଟ୍ରାକ୍‌ରେ ଦୁଇ ଫୁଟ ପାଣି, ଦୁଇ ଘଣ୍ଟା ଧରି ଅଟକିଲା କୋରାପୁଟ–ବିଶାଖାପାଟଣମ୍ ଟ୍ରେନ୍

ଟିକିରି, ୨୭।୭ (ପ୍ରଫୁଲ୍ଲ କୁମାର ବେହେରା): ଲଗାଣ ବର୍ଷାର ପ୍ରଭାବ ଏବେ ରେଳ ଚଳାଚଳ ଉପରେ ପଡ଼ିଛି। ରାୟଗଡ଼ା ଜିଲାର ଟିକିରି ଷ୍ଟେଶନ୍ ନିକଟରେ ରେଳ ଟ୍ରାକ୍‌…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର…

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

ଇସ୍ତଫା ପରେ ବି ନରମି ନାହାନ୍ତି ଧର୍ମେନ୍ଦ୍ର; କଂଗ୍ରେସ ନେତା ଜୟରାମ ରମେଶଙ୍କୁ ଦେଲେ କଡ଼ା ଜବାବ, କହିଲେ-ମୁଁ ଜଣେ …

ନୂଆଦିଲ୍ଲୀ, ୨୭।୭: ଜନ୍ତର-ମନ୍ତରରେ ମାସେରୁ ଅଧିକ ସମୟ ଧରି ଚାଲିଥିବା CJPର ଆନ୍ଦୋଳନ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ପରେ ସୋମବାର…

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭।୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri