Posted inଖେଳ

କାର୍‌ ଦୁର୍ଘଟଣାରେ ବର୍ତ୍ତି ଯାଇଥିଲେ ସାଇମଣ୍ଡସଙ୍କ ଦୁଇ କୁକୁର, ମୃତଦେହ ଛାଡି ଯିବାକୁ ନ ଥିଲେ ପ୍ରସ୍ତୁତ

କୁଇନ୍ସଲ୍ୟାଣ୍ଡ,୧୬।୫: ଅଷ୍ଟ୍ରେଲିଆ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସଙ୍କ ଆକସ୍ମିକ ଦେହାନ୍ତ କ୍ରିକେଟ ଜଗତକୁ ସ୍ପବ୍ଧ କରିଦେଇଛି। ୪୬ ବର୍ଷୀୟ ସାଇମଣ୍ଡସ ଅଷ୍ଟ୍ରେଲିଆର କୁଇନ୍ସଲ୍ୟାଣ୍ଡର ଟାଉନ୍ସଭିଲେ ଅଞ୍ଚଳରେ କାର ଦୁର୍ଘଟଣାରେ ମୃତୁବରଣ କରିଛି। ଏହି ଦୁର୍ଘଟଣାରେ ସାଇମଣ୍ଡସଙ୍କ ସହ ଥିବା ଦୁଇ ତାଙ୍କର ଦୁଇ କୁକୁର ଜୀବିତ ଅଛନ୍ତି। ରୋଚକ କଥା ହେଉଛି ଏହି ଦୁଇ କୁକୁର ସାଇମଣ୍ଡସଙ୍କୁ ଛାଡି ଯିବାକୁ ଆଦୌ ପ୍ରସ୍ତୁତ ନ ଥିଲେ। ମାଲିକଙ୍କ ମୃତଦେହ ପାଖରେ ସେମିତି ଜଗି ରହିଥିଲେ। ଏହି ଦୁର୍ଘଟଣାକୁ ଅତି ନିକଟରୁ ଦେଖିଥିବା ଜଣେ ସାକ୍ଷୀ କହିଛନ୍ତି, ଦୁଇ କୁକୁର ମଧ୍ୟରୁ ଜଣେ ଅଧିକ ସମ୍ବେଦନଶୀଳ ଥିଲା। ସାଇମଣ୍ଡସଙ୍କୁ ଛାଡିବାକୁ ଚାହୁଁ ନ ଥିଲେ। ଦୁର୍ଘଟଣାସ୍ଥଳକୁ ଯିଏ ଯାଉଥିଲା ସେ ଭୋକୁ ଥିଲା। ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।
ସାଇମଣ୍ଡସ ତାଙ୍କ କ୍ୟାରିୟରରେ ୨୬ଟି ଟେଷ୍ଟ ଖେଳି ୨ ଶତକ, ୧୦ ଅର୍ଦ୍ଧଶତକ ସହ ୧୪୬୨ ରନ ସଂଗ୍ରହ କରିଥିଲେ। ୧୯୮ଟି ଦିନିକିଆ ଖେଳି ୬ ଶତକ ଏବଂ ୩୦ ଅର୍ଦ୍ଧଶତକ ସହାୟତାରେ ଟେଷ୍ଟରେ ମୋଟ ୫୦୮୮ ରନ ଏବଂ ୧୪ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଥିଲେ। ସେ ୨୦୦୩ ଏବଂ ୨୦୦୭ ବିଶ୍ୱକପ ବିଜେତା ଦଳର ଜଣେ ପ୍ରମୁଖ ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri