Posted inଖେଳ

କାର୍‌ ଦୁର୍ଘଟଣାରେ ବର୍ତ୍ତି ଯାଇଥିଲେ ସାଇମଣ୍ଡସଙ୍କ ଦୁଇ କୁକୁର, ମୃତଦେହ ଛାଡି ଯିବାକୁ ନ ଥିଲେ ପ୍ରସ୍ତୁତ

କୁଇନ୍ସଲ୍ୟାଣ୍ଡ,୧୬।୫: ଅଷ୍ଟ୍ରେଲିଆ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସଙ୍କ ଆକସ୍ମିକ ଦେହାନ୍ତ କ୍ରିକେଟ ଜଗତକୁ ସ୍ପବ୍ଧ କରିଦେଇଛି। ୪୬ ବର୍ଷୀୟ ସାଇମଣ୍ଡସ ଅଷ୍ଟ୍ରେଲିଆର କୁଇନ୍ସଲ୍ୟାଣ୍ଡର ଟାଉନ୍ସଭିଲେ ଅଞ୍ଚଳରେ କାର ଦୁର୍ଘଟଣାରେ ମୃତୁବରଣ କରିଛି। ଏହି ଦୁର୍ଘଟଣାରେ ସାଇମଣ୍ଡସଙ୍କ ସହ ଥିବା ଦୁଇ ତାଙ୍କର ଦୁଇ କୁକୁର ଜୀବିତ ଅଛନ୍ତି। ରୋଚକ କଥା ହେଉଛି ଏହି ଦୁଇ କୁକୁର ସାଇମଣ୍ଡସଙ୍କୁ ଛାଡି ଯିବାକୁ ଆଦୌ ପ୍ରସ୍ତୁତ ନ ଥିଲେ। ମାଲିକଙ୍କ ମୃତଦେହ ପାଖରେ ସେମିତି ଜଗି ରହିଥିଲେ। ଏହି ଦୁର୍ଘଟଣାକୁ ଅତି ନିକଟରୁ ଦେଖିଥିବା ଜଣେ ସାକ୍ଷୀ କହିଛନ୍ତି, ଦୁଇ କୁକୁର ମଧ୍ୟରୁ ଜଣେ ଅଧିକ ସମ୍ବେଦନଶୀଳ ଥିଲା। ସାଇମଣ୍ଡସଙ୍କୁ ଛାଡିବାକୁ ଚାହୁଁ ନ ଥିଲେ। ଦୁର୍ଘଟଣାସ୍ଥଳକୁ ଯିଏ ଯାଉଥିଲା ସେ ଭୋକୁ ଥିଲା। ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।
ସାଇମଣ୍ଡସ ତାଙ୍କ କ୍ୟାରିୟରରେ ୨୬ଟି ଟେଷ୍ଟ ଖେଳି ୨ ଶତକ, ୧୦ ଅର୍ଦ୍ଧଶତକ ସହ ୧୪୬୨ ରନ ସଂଗ୍ରହ କରିଥିଲେ। ୧୯୮ଟି ଦିନିକିଆ ଖେଳି ୬ ଶତକ ଏବଂ ୩୦ ଅର୍ଦ୍ଧଶତକ ସହାୟତାରେ ଟେଷ୍ଟରେ ମୋଟ ୫୦୮୮ ରନ ଏବଂ ୧୪ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଥିଲେ। ସେ ୨୦୦୩ ଏବଂ ୨୦୦୭ ବିଶ୍ୱକପ ବିଜେତା ଦଳର ଜଣେ ପ୍ରମୁଖ ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?