ହିଲଭିୟ୍ୟୁ ଘାଟିରେ ଭୂସ୍ଖଳନ: ଲଗାଣ ବର୍ଷାରେ ବିପଦ ସାଜିଛି ଘାଟି

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ବର୍ଷା ଲାଗିରହିଛି। ଫଳରେ ଅଞ୍ଚଳରେ ଅନେକ ସ୍ଥାନରେ ନାଳ, ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ଦୁର୍ଗମ ରାସ୍ତାଗୁଡିକରେ ଜଳ ଜମାହେବା ସହ ଅନେକ ସ୍ଥାନରେ କାଦୁଅ ହୋଇଛି । ରାୟପୁରଠାରୁ ବ୍ରହ୍ମପୁରକୁ ସଂଯୋଗ କରୁଥିବା ୫୯ନଂ ରାଜପଥର ଦାରିଙ୍ଗବାଡି ହିଲଭିୟ୍ୟୁ ନିକଟ ଘାଟିରେ ଭୂସ୍ଖଳନ ହୋଇଛି । ପାହାଡ଼ରୁ ବଡ଼ ବଡ଼ ପଥର, ମାଟି ଖସିବା ସହ ବଡ଼ ଗଛ ଖସିଛି ତେବେ କାହାର କିଛି କ୍ଷତି ହୋଇ ନ ଥିଲେ ମଧ୍ୟ ଏଭଳି ବର୍ଷା ଲାଗିରହିଲେ ଉକ୍ତ ଘାଟିରେ ଆହୁରି ଭୂସ୍ଖଳନ ହେବା ଆଶଙ୍କା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?