ଅନିର୍ଦ୍ଦିଷ୍ଟ କାଳ ଅଙ୍ଗନଓ୍ବାଡି କର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଜି. ଉଦୟଗିରି,୨୨।୧୧(ଡି.ଏନ୍‌.ଏ.): ଜି. ଉଦୟଗିରି ଆଇସିଡିଏସ୍‌ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବିଭିନ୍ନ ଦାବି ନେଇ ଅଙ୍ଗନଓ୍ବାଡି କର୍ମୀ ଏବଂ ସହାୟିକା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି ।

ରାଜ୍ୟ ସରକାର ବିଭିନ୍ନ ସମୟରେ ପ୍ରତିଶ୍ରୁତି ଦେଇ ମଧ୍ୟ ଦାବି ପୂରଣ କରୁ ନ ଥିବା ଯୋଗୁ ଧାରଣାରେ ବସିଥିବା କର୍ମୀମାନେ ପ୍ରକାଶ କରିଛନ୍ତି। ପ୍ରମୁଖ ଦାବି ମଧ୍ୟରେ ଅଙ୍ଗନଓ୍ବାଡିକର୍ମୀଙ୍କୁ ସମ୍ପୂର୍ଣ୍ଣ ସରକାରୀ ମାନ୍ୟତା, ମାସିକ ୨୧ହଜାର ଟଙ୍କା ଦରମା ପ୍ରଦାନ, ମିନିକର୍ମୀମାନଙ୍କୁ ଅଙ୍ଗନଓ୍ବାଡି କର୍ମୀ ଘୋଷଣା, ରନ୍ଧା ଖାଦ୍ୟର ମୂଲ୍ୟ ବୃଦ୍ଧି ସହ ତୁରନ୍ତ ବିଭିନ୍ନ ଦାବି ପୂରଣ କରିବାକୁ କର୍ମୀମାନେ ଦାବି କରିଛନ୍ତି। ଦାବି ପୂରଣ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସଭାନେତ୍ରୀ ଜ୍ୟୋତ୍ସ୍ନା ନାୟକ, ଉପ ସଭାନେତ୍ରୀ ରାଜଲକ୍ଷ୍ମୀ ମହାପାତ୍ର ଓ ସମ୍ପାଦିକା ରୁକୁମା ଦିଗଲ କହିଛନ୍ତି। ଆନ୍ଦୋଳନରେ ଜି. ଉଦୟଗିରି ବ୍ଲକର ୧୧୫ ଅଙ୍ଗନଓ୍ବାଡି କର୍ମୀ ସହାୟିକାଙ୍କ ସହ ୨୨୪ଜଣ କର୍ମୀ ସାମିଲ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri