ଅଙ୍ଗନଓ୍ବାଡି କେନ୍ଦ୍ରରେ ସକାଳ ୭ରୁ ୧୦ଟା ପର୍ଯ୍ୟନ୍ତ ପାଠପଢ଼ା

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତ ଏପ୍ରିଲ ୧୭ରୁ ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ପାଠପଢ଼ା ସକାଳ ୭ଟାରୁ ଦିନ ୧୦ ପର୍ଯ୍ୟନ୍ତ ଚାଲିବ। ସ୍ଥଳ ବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲାପାଳମାନେ ସେମାନଙ୍କ ଜିଲାର ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ ଓ ଆବଶ୍ୟକ ପଡ଼ିଲେ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ଛୁଟି ଘୋଷଣା କରିପାରିବେ। ପୁନଶ୍ଚ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଯତ୍ନବାନ ହେବା ପାଇଁ ଆବଶ୍ୟକ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri