ଅଙ୍ଗନୱାଡି ଶିଶୁକୁ ବଳାତ୍କାର, ଅବସରପ୍ରାପ୍ତ ଶିକ୍ଷକ ଗିରଫ

ଫୁଲବାଣୀ ଅଫିସ, ୨୬ା୯:ଫୁଲବାଣୀ ସଦର ଥାନା ଅଞ୍ଚଳର ଏକ ଅଙ୍ଗନଓ୍ବାଡି କେନ୍ଦ୍ରରେ ପଢ଼ୁଥିବା ୪ ବର୍ଷର ଏକ ଶିଶୁକନ୍ୟାକୁ ସେହି ଗ୍ରାମର ଜଣେ ଅବସରପ୍ରାପ୍ତ ଶିକ୍ଷକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ ପରେ ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ସୁବର୍ଣ୍ଣ ମଲ୍ଲିକ। ଗତ ୨୨ ତାରିଖରେ ଶିଶୁକନ୍ୟାଟି ଘର ପାଖରେ ଖେଳୁଥିଲା।
ତାଙ୍କ ମା’ ଘର ପଛ ପାଖରେ କାମ କରୁଥିଲେ। ଏହାର ସୁଯୋଗ ନେଇ ସୁବର୍ଣ୍ଣ ଝିଅଟିକୁ ଘରକୁ ଡାକି ବଳାତ୍କାର କରିବା ସମୟରେ ମା’ ଦେଖି ପାଟି କରିଥିଲେ। ସୁବର୍ଣ୍ଣ ସେଠାରୁ ଫେରାର ହୋଇଯାଇଥିଲେ। ଏ ନେଇ ଝିଅର ମା’ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ କରିବେ ଇଷାନ କିଶାନ: ଏହି ଯୁବତୀଙ୍କୁ କରିବେ ଜୀବନସାଥୀ

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି-୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚରେ ଇଷାନ କିଶାନ ପାକିସ୍ତାନ ବିପକ୍ଷରେ ଏକ ଚମତ୍କାର ଇନିଂସ ଖେଳିଥିଲେ। ସେ ୪୦ ବଲରେ ୧୦ ଚୌକା…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri