ଅଙ୍ଗନଓ୍ବାଡି ପିଲାଙ୍କୁ ମିଳିବ ଚୁନାମାଛ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଅଙ୍ଗନଓ୍ବାଡି ପିଲାଙ୍କୁ ସୁଷମ ଖାଦ୍ୟ ଦିଆଯାଉଥିଲା। ତେବେ ପୃଷ୍ଟି ପାଇଁ ସେମାନଙ୍କୁ ଅଣ୍ଡା, ଛତୁଆ ଦିଆଯାଉଥିବା ବେଳେ ଏହି ତାଲିକାରେ ବର୍ତ୍ତମାନ ଚୁନାମାଛ ସାମିଲ୍‌ ହେବାକୁ ଯାଉଛି। ଏଣିକି ଅଙ୍ଗନଓ୍ବାଡି କେନ୍ଦ୍ରରେ ୩ରୁ ୬ ବର୍ଷ ବୟସର ଗର୍ଭବତୀ, ପ୍ରସୂତୀ ଓ କିଶୋରୀଙ୍କୁ ଏହା ଦିଆଯିବ। ଅଙ୍ଗନଓ୍ବାଡି ଖାଦ୍ୟ ତାଲିକାରେ ଏହାକୁ ସାମିଲ କରାଯିବ। ପାଇଲଟ ପ୍ରକଳ୍ପ ଭାବେ ପ୍ରଥମେ ମୟୂରଭଞ୍ଜ ଜିଲାରେ ଏହି ଯୋଜନା ଆରମ୍ଭ କରାଯିବ । ପରେ ଜିଲାର ୫୦ଟି ଅଙ୍ଗନଓ୍ବାଡି କେନ୍ଦ୍ରରେ ଏହି ଯୋଜନା କାର୍ଯ୍ୟକାରୀ ହେବ । ଏ ନେଇ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଭର୍ଚୁଆଲ ବୈଠକ ବସିଥିଲା । ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ, ମିଶନ ଶକ୍ତି, ମତ୍ସ୍ୟ ଉତ୍ପାଦାନ, ୱାଲର୍ଡ ଫିସ୍‌ ମଧ୍ୟରେ ବୁଝାମଣା ସ୍ବାାକ୍ଷରିତ ହୋଇଛି । ଖୁବ ଶୀଘ୍ର ସମଗ୍ର ରାଜ୍ୟରେ ଏହା କାର୍ଯ୍ୟକ୍ଷମ ହେବ ବୋଲି ସ୍ଥିର ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫାଷ୍ଟଫୁଡ୍‌ ଦୋକାନୀଙ୍କୁ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): କିଛିଦିନର ନୀରବତା ପରେ ରାଜଧାନୀରେ ପୁଣି ଖଣ୍ଡା ବୁଲିଛି। ବିଶେଷକରି ବସ୍ତି ଅଞ୍ଚଳରେ ଅପରାଧୀମାନେ ଅଧିକ ସକ୍ରିୟ ହୋଇଉଠିଛନ୍ତି। ମଙ୍ଗଳବାର ସାରେ ମଞ୍ଚେଶ୍ୱର ଥାନା...

ଶିକାରୀ ଫାଶରେ କଲରାପତରିଆ

ଅନୁଗୋଳ ଅଫିସ/ ବନ୍ତଳା,୨୧ା୬: ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ଜୋର୍‌ଦାର ଚାଲିଛି ବନ୍ୟପ୍ରାଣୀ ଶିକାର। ୨୦୧୮ ନଭେମ୍ବର ୧୪ରେ ଶିକାରୀଙ୍କ ଫାଶରେ ପଡ଼ି ମହାବଳ ବାଘ...

ପୁଣି ଘାରିଲା ଦାଦାବଟି ଡର

କଟକ ଅଫିସ,୨୫।୮: କଟକ ସହରର ବ୍ୟବସାୟୀଙ୍କୁ ଏବେ ପୁଣି ଘାରିଛି ଦାଦାବଟି ଡର। ଗତ କିଛି ଦିନ ଭିତରେ ଦାଦାବଟି ଆଦାୟ ନେଇ ଅଭିଯୋଗର ତାଲିକା...

ହାତୀ ଫେରିଲେ ପଶୁଛି ଛନକା

ବଇଣ୍ଡା, ୨୭ା୭ (ପରିକ୍ଷିତ ସାହୁ): ଅନୁଗୋଳ ଜିଲା ହଣ୍ଡପା ରେଞ୍ଜରେ ଥମୁନି ହାତୀ ଉପଦ୍ରବ। ରେଢାଖୋଲ ବନାଞ୍ଚଳରୁ ଏକ ହାତୀପଲ ହଣ୍ଡପା ରେଞ୍ଜକୁ ବାରମ୍ବାର ପଶିଆସି...

ସାମାଜିକ ବୈଷମ୍ୟ, ଅର୍ଥନୈତିକ ଅସ୍ଥିରତା ଆଣିବ କେନ୍ଦ୍ର ବଜେଟ

ଭୁବନେଶ୍ୱର,୧୮।୨(ବ୍ୟୁରେ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସଂସଦରେ ଉପସ୍ଥାପନ କରିଥିବା ୨୦୨୦-୨୧ ବଜେଟ ସମ୍ପୂର୍ଣ୍ଣ ଦିଶାହୀନ। ସାମାଜିକ ବୈଷମ୍ୟ ବୃଦ୍ଧି କରିବା ସହ ଦେଶର ଆର୍ଥିକ...

ଏବର୍ଷ ବିଦେଶରେ ଗଡ଼ିବନି ରଥ

ଭୁବନେଶ୍ୱର,୨।୬(ବ୍ୟୁରୋ): କରୋନା ଲାଗି ପୁରୀରେ ଏଥର ଭକ୍ତଙ୍କ ବିନା ରଥଯାତ୍ରା ହେବ। ଶ୍ରୀଜୀଉଙ୍କ ପହଣ୍ଡିରୁ ଆରମ୍ଭକରି ରଥଟଣା ପର୍ଯ୍ୟନ୍ତ ସବୁକିଛି ସେବାୟତ ଓ ପୋଲିସ ଦ୍ୱାରା...

ଅନିଶ୍ଚିତତାରେ ସୁବର୍ଣ୍ଣରେଖା ବନ୍ଦର

ଭୋଗରାଇ, ୧୭ା୧୦: ୨୦୦୬ ଡିସେମ୍ବର ୧୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଗରାଇ ଥାନାଛକଠାରେ ଏକ ସଭାରେ ସମ୍ବୋଧିତ କରି ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ମୁହାଣ ଭୋଗରାଇର...

ଜମୁଛି ନବରାତ୍ର ଉତ୍ସବ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଚାଲିଛି ଦଶହରା ଧୁମ୍‌। ନବରାତ୍ର ଉତ୍ସବ ଏବେ ସାଜିଛି ପୂଜାର ଅନ୍ୟତମ ଆକର୍ଷଣ। ଗତ ରବିବାରଠାରୁ ନବରାତ୍ର ଉତ୍ସବ ଆରମ୍ଭ...

Advertisement
Archives

Model This Week