ଭିଜିଲାନ୍ସ ଜାଲରେ ଅଙ୍ଗନଓ୍ବାଡି ସୁପରଭାଇଜର

କୋରାପୁଟ,୨୭।୩( ଅମିତାଭ ବେହେରା): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ବୁର୍ଜା ଅଙ୍ଗନଓ୍ବାଡି କେନ୍ଦ୍ରରେ ନୂତନ କରି ଯୋଗ ଦେଇଥିବା ଜଣେ କର୍ମଚାରୀଙ୍କଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଇ କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅଙ୍ଗନଓ୍ବାଡି ସୁପରଭାଇଜର ରେଣୁକା ପଟ୍ଟନାୟକ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଗୁରୁବାର ଯୋଜନା ମୁତାବକ ଲାଞ୍ଚ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ଅଙ୍ଗନଓ୍ବାଡି ସୁପରଭାଇଜରଙ୍କୁ ଧରିଥିଲା। ଏଥିସହ ତାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି।

ଏନେଇ ଜୟପୁର ଭିଜିଲାନ୍ସ ପକ୍ଷରୁ ଏକ ମାମଲା(ନଂ.୧୪/୨୦୨୫) ରୁଜୁ କରି ଅଙ୍ଗନଓ୍ବାଡି ସୁପରଭାଇଜର ରେଣୁକାଙ୍କୁ ଗିରଫ କରାଯାଇ ଜୟପୁର ଭିଜିଲାନ୍ସ କୋର୍ଟ ଚାଲାଣ କରାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

ଅପରପକ୍ଷେ ଆୟ ବର୍ହିଭୂତ ସମ୍ପତ୍ତି ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ରେଣୁକାଙ୍କ ଲକ୍ଷ୍ମୀପୁରସ୍ଥିତ ବାସଭବନ, କାର୍ଯ୍ୟାଳୟ, ବନ୍ଧୁଗାଁ ବ୍ଲକର ତୁରୁକପେଟା ସ୍ଥିତ ନିଜ ଘର ସମେତ ୩ଟି ସ୍ଥାନରେ ଚଢାଉ ଜାରି ରହିଛି। ଏହି ଘଟଣା ଏବେ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri