Posted inଜାତୀୟ

ସ୍କୁଲ୍ ସହ ମିଶିବ ଅଙ୍ଗନବାଡି! ପ୍ରକ୍ରିୟା ଆରମ୍ଭ କଲେ ସରକାର

ନୂଆଦିଲ୍ଲୀ,୩।୯: ପିଲାଙ୍କ ଶୈଶବ ଯତ୍ନ ଓ ଶିକ୍ଷାକୁ ଆନୁଷ୍ଠାନିକ ଭାବେ ବିଦ୍ୟାଳୟ ସ୍ତରରୁ ଆରମ୍ଭ କରିବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଲକ୍ଷ୍ୟରେ ବିଦ୍ୟାଳୟଗୁଡ଼ିକ ସହିତ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଯୋଡ଼ିବା ପାଇଁ ଏକ ସ୍ୱତନ୍ତ୍ର ପ୍ରକ୍ରିୟା ଆରମ୍ଭ ହୋଇଛି। ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ମିଶ୍ରଣ ନୀତିର ନିର୍ଦ୍ଦେଶାବଳୀର ଶୁଭାରମ୍ଭ କରାଯାଇଛି।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ପଦକ୍ଷେପ ଜରିଆରେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ବିଦ୍ୟାଳୟ ସହ ସଂଯୋଗ କରି ପିଲାମାନଙ୍କୁ ପୂର୍ବ ଶୈଶବ ଶିକ୍ଷା ଓ ଯତ୍ନର ଏକ ସୁଗଠିତ ପରିବେଶ ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…

ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି…

ଆରମ୍ଭ ହେଲା Mettle Meet 2026 ମହାକୁମ୍ଭ

ଭୁବନେଶ୍ୱର, ୮।୮: ୨୦୨୬ ‘ମେଟଲ ମିଟ୍‌’ ପ୍ରିଲିମ୍ସ ଆଜିଠାରୁ ଆରମ୍ଭ ହୋଇଯାଇଛି। ଓଡ଼ିଶା ପୋଷ୍ଟ ମେଟଲ ମଟ୍‌ର ଜୁନିୟର ବର୍ଗ ଏକତ୍ରିତ ହେଉଥିବାବେଳେ ପ୍ରଥମ ଲଢ଼େଇ ନିକଟବର୍ତ୍ତୀ…

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

ସୀମା ବିବାଦ ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାର୍ଗ ଆପଣେଇବେ ଭାରତ-ଚାଇନା

ନୂଆଦିଲ୍ଲୀ, ୮।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମାକୁ ନେଇ ରହିଥିବା ବିବାଦର ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାଧ୍ୟମଗୁଡ଼ିକୁ ବ୍ୟବହାର ଜାରି ରଖିବାକୁ ଉଭୟ…

ଜନ୍ମଗତ ନାଗରିକତ୍ୱ ସୀମିତ କରିବାକୁ ନିର୍ଦ୍ଦେଶନାମାରେ ସ୍ବାକ୍ଷର କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୮ା୮: ଆମେରିକା ସୁପ୍ରିମକୋର୍ଟଙ୍କ ରାୟର କିଛି ସପ୍ତାହ ପରେ ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ୍‌ ବାର୍ଥ ଟ୍ୟୁରିଜମ୍‌ ବା ଜନ୍ମ ପର୍ଯ୍ୟଟନ ଉପରେ ରୋକ ଲଗାଇବା ଏବଂ ଜନ୍ମଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri