Posted inରାଜ୍ୟ

ସକାଳୁଆ ଅଙ୍ଗନୱାଡି, ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନିଷ୍ପତି

ଭୁବନେଶ୍ୱର,୧।୪: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ପରିବର୍ତ୍ତନ କରାଯାଇଛି । ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ନିମନ୍ତେ ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ସକାଳ ୭ଟା ରୁ ୧୧.୩୦ ଯାଏ ଧାର୍ଯ୍ୟ କରାଯାଇଛି । ଏନେଇ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ
ପରିମାଣର ଓଆର୍‌ଏସ୍‌ ପ୍ୟାକେଟ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି ।

ସୂଚନାଯୋଗ୍ୟ କି ରାଜ୍ୟରେ କ୍ରମାଗତ ଭାବେ ବଢୁଥିବା ତାପମାତ୍ରାକୁ ଆଖି ଆଗରେ ରଖି ଆଗୁଆ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି । ବିଭିନ୍ନ
ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ପ୍ରତିକାର ଓ ମୁକାବିଲା କରାଯିବା ପାଇଁ ସ୍ୱତନ୍ତ୍ର
ରିଲିଫ କମିଶନରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

ଆଜି ସୁପ୍ରିମକୋର୍ଟରେ ଡିଜିପି ଚୟନ ଶୁଣାଣି

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ସୁପ୍ରିମକୋର୍ଟରେ ମଙ୍ଗଳବାର ଶୁଣାଣି ହେବ। ଏନେଇ ସୁପ୍ରିମକୋର୍ଟଙ୍କ ଲିଷ୍ଟିଂରେ ଓଡ଼ିଶା ଡିଜିପି ଚୟନ ପ୍ରସଙ୍ଗକୁ ସାମିଲ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?