ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି। ଦିଗପହଣ୍ଡିର ବଡ଼ବ୍ରାହ୍ମଣସାହି ବାସିନ୍ଦା ଟିକିନା ଦୀର୍ଘବର୍ଷ ହେଲା ଅଙ୍ଗନୱାଡିିକର୍ମୀ ଭାବେ କାର୍ଯ୍ୟକରି ସମସ୍ତଙ୍କ ପ୍ରୀୟଭାଜନ ହୋଇପାରିଥିଲେ। ଗତ କିଛି ବର୍ଷ ହେଲା ସେ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ତାଙ୍କ ମତ୍ୟୁଖବର ପାଇ ୱାର୍ଡ କାଉନସିଲର ତଥା ଏନଏସି ଉପାଧ୍ୟକ୍ଷା କେ.ପୂଜା,ସାମାଜିକ କର୍ମୀ କେ.କୁନାଙ୍କ ସମେତ ସହରର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ତାଙ୍କ ଶେଷ ଦର୍ଶନ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଅଙ୍ଗନୱାଡିି କର୍ମୀ ତଥା ସାଧନା ମହିଳା ସଂଘ ସଭାନେତ୍ରୀ ପି.ବିଜୟ ଲକ୍ଷ୍ମୀଙ୍କ ସମେତ ବହୁ ସଂଖ୍ୟକ ଅଙ୍ଗନୱାଡିି କର୍ମୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ସୁଦ୍ଧା ଓଡ଼ିଶାର ପ୍ରତ୍ୟେକ ଗାଁକୁ ପିଇବା ପାଣି ପହଞ୍ଚାଇବା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର, ୨୫।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି ଯେ ତାଙ୍କ ସରକାର ୨୦୨୬ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଗାଁକୁ ପିଇବା ପାଣି ଯୋଗାଇ...

ଗାଁ ଝାଙ୍କର, ପୂଜାରୀଙ୍କୁ ଆଦିବାସୀ ସଂଘର ସମ୍ବର୍ଦ୍ଧନା

କର୍ଲାମୁଣ୍ଡା,୨୫ା୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଆଦିବାସୀ ସଂଘ ପକ୍ଷରୁ ଜନସମ୍ପର୍କ ଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଘ ସଭାପତି...

ପାକିସ୍ତାନ ସହ ଖେଳିବ ନାହିଁ କି ଭାରତ: ପହଲଗାମ ଆକ୍ରମଣ ପରେ ICCକୁ ଚିଠି ଲେଖିଲା BCCI

ନୂଆଦିଲ୍ଲୀ,୨୫।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତୀୟ କ୍ରିକେଟ ଦଳ ଆଉ ପାକିସ୍ତାନ ସହିତ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳିବ ନାହିଁ। ଉଭୟ ଦଳ...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ମାରପିଟ: ପଞ୍ଚାୟତିରାଜ ଦିବସ ପାଳନ ବେଳେ ଗଣ୍ଡଗୋଳ

ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି।...

ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫...

ପହଲଗାମ ଆତଙ୍କବାଦୀ ଆକ୍ରମଣ ରିପୋର୍ଟକୁ ନେଇ ନ୍ୟୁୟର୍କ ଟାଇମ୍ସକୁ ପାଠ ପଢାଇଲେ ଆମେରିକା ସରକାର

ନୂଆଦିଲ୍ଲୀ/ୱାଶିଂଟନ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମର ବୈସରନ ଉପତ୍ୟକାରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ...

ଆତଙ୍କବାଦୀ ଆକ୍ରମଣର ପ୍ରତିବାଦ: ସବୁଠି ବିରୋଧର ନିଆଁ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ହମଲା ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ପକାଇଛି। ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ମୃତକଙ୍କ ଉଦ୍ଦେଶ୍ୟରେ...

ଢାବା ମାଲିକଙ୍କ ଉପରେ ଗୁଳିମାଡ଼

ରାଉଲକେଲା,୨୫।୪(ସଂଗୀତା ଜେନା):ବିସ୍ରା ଥାନା ଅନ୍ତର୍ଗତ ସାରୁବାହଲରେ ଥିବା ଡୁଗ୍ରୁ ଢାବାରୁ ୭ ରୁ ୮ ଜଣ ବ୍ୟକ୍ତି ବନ୍ଧୁକ ମୁନରେ ଏବଂ ଛୁରି ଦେଖାଇ ଡକାୟତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri