ବିଡିଓଙ୍କୁ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଦାବିପତ୍ର

କର୍ଲାମୁଣ୍ଡା,୨୨।୧୧(ଡି.ଏନ୍‌.ଏ.):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଅଲ ଓଡ଼ିଶା ଅଙ୍ଗନଓ୍ବାଡ଼ି ଲେଡିଜ ୱାର୍କସ ଆସୋସିଏଶନ କର୍ଲାମୁଣ୍ଡା ଶାଖା ପକ୍ଷରୁ ଅଙ୍ଗନୱାଡି କର୍ମୀମାନେ ସୋମବାର ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସଂଘର ସଭାନେତ୍ରୀ ସଲମୀ ନାଗ, ସମ୍ପାଦିକା ସୁଲକ୍ଷଣି ସାହୁଙ୍କ ନେତୃତ୍ୱରେ ଅଙ୍ଗନୱାଡି କର୍ମୀମାନେ ଶୋଭାଯାତ୍ରାରେ ଆସି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ପ୍ରିୟଦର୍ଶିନୀ ମିର୍ଧାଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଦାବି ଗୁଡିକ ମଧ୍ୟରେ ଅଙ୍ଗନୱାଡି କର୍ମୀଙ୍କୁ ସରକାରୀ କର୍ମଚାରୀ ଭାବେ ଘୋଷଣା, ଚାକିରି ସର୍ତ୍ତବଳୀ ଲାଗୁ, ଅଙ୍ଗନୱାଡି କର୍ମୀ/ମିନି ଅଙ୍ଗନୱାଡି କର୍ମୀ ଓ ସହାୟିକାମାନଙ୍କୁ ଇପିଏଫ୍‌ ଆଦି ଦାବି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri