ଋଣ ବୋଝ ସହି ନ ପାରି ଅଙ୍ଗନଓ୍ବାଡି କର୍ମୀଙ୍କ ଆତ୍ମହତ୍ୟା

ଛତ୍ରପୁର,୧୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲା ଛତ୍ରପୁର ଥାନା ଅଧୀନ ପୋଡ଼ାପଦର ଗ୍ରାମର ଜଣେ ଅଙ୍ଗନଓ୍ବାଡି କର୍ମୀ ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସୁଭାସିନୀ ପଣ୍ଡା। ଏ ଘଟଣାରେ ଛତ୍ରପୁର ପୋଲିସର ତଦନ୍ତ ଜାରି ରହିଛି । ସେ ଋଣ ନେଇଥିଲେ ଏବଂ ଋଣ ଅର୍ଥ ଆଦାୟକୁ କେନ୍ଦ୍ର କରି ଫାଇନାନ୍ସ କମ୍ପାନୀଙ୍କ ଚାପରେ ଥିବାରୁ ଏଭଳି କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦପୁର ପଞ୍ଚାୟତ ୭୨ ଘଣ୍ଟିଆ ଶଟ୍‌ଡାଉନ

ଧାମନଗର, ୨୫।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଗୋବିନ୍ଦପୁର ପଞ୍ଚାୟତରେ ଜଣେ କୋରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ଉକ୍ତ ଆକ୍ରାନ୍ତ ଜଣକ ଗାଁର ଅନ୍ୟମାନଙ୍କ...

ନିୟମକୁ ଫୁ

ସରକାରୀ ହେଉ ବା ବେସରକାରୀ ସ୍କୁଲ, ଏହାର ପରିସରରେ କିମ୍ବା ନିକଟବର୍ତ୍ତୀ ଅଞ୍ଚଳରେ ଖୋଲି ପାରିବନି ବାହାର ଖାଦ୍ୟ ଓ ଜଙ୍କଫୁଡ୍‌ର ପସରା। ଛାତ୍ରୀଛାତ୍ରଙ୍କୁ ଜଙ୍କଫୁଡ୍‌...

ପୂର୍ବ ଶତ୍ରୁତା କାରଣ, ୩ ଭାଇଙ୍କ ସମେତ ୪ ଗିରଫ

ଫୁଲବାଣୀ ଅଫିସ, ୨୦ା୨ – କନ୍ଧମାଳ ଜିଲା ସାରଙ୍ଗଗଡ ଥାନା ପାବୁରିଆ ଅଞ୍ଚଳରେ ଗତ ୮ ତାରିଖ ରାତିରେ ହୋଇଥିବା ସଚ୍ଚିଦାନନ୍ଦ ନାୟକ ହତ୍ୟା ଘଟଣାର...

ଜମି ନେଇ କମ୍ପାନୀ ନୀରବ

ଯାଜପୁର ଅଫିସ,୧୫ା୬: ରାଜ୍ୟ ସରକାର ଶିଳ୍ପ ସହ ନିଯୁକ୍ତିକୁ ଗୁରୁତ୍ୱ ଦେଇ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ସ୍ବତନ୍ତ୍ର ଶିଳ୍ପ ଜୋନ ଭାବେ ପରିଗଣିତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।...

ଡେଙ୍ଗୁ ପ୍ରତିରୋଧ ପାଇଁ ସାମୂହିକ ଉଦ୍ୟମ ଲୋଡା

ସୋନପୁର,୧୭।୫(ନି.ପ୍ର.)- ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସରୋଜ...

ବ୍ରହ୍ମପୁର ମହାନଗର : ପ୍ରତି ୱାର୍ଡରେ ଆଳୁ, ପିଆଜ ବିକିବେ ଏସ୍‌ଏଚଜି ମହିଳା

ବ୍ରହ୍ମପୁର ଅଫିସ,୨୫ା୩-ବ୍ରହ୍ମପୁର ମହାନଗରର ପ୍ରତି ୱାର୍ଡରେ ଠେଲା ଗାଡ଼ି ନେଇ ଏସ୍‌ଏଚଜି ମହିଳାମାନେ ଗୁରୁବାରୁ ଆଳୁ, ପିଆଜ ବିକିବେ ବିକ୍ରି କରିବେ। ଏହି ବ୍ୟବସ୍ଥା ବିଏମ୍‌ସି...

ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ : ୪ ଦଫାରେ କେନ୍ଦ୍ରିତ ହେଲା ଦାବି

ବଲାଙ୍ଗୀର ଅଫିସ,୨୫ା୨ ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ ସକାଶେ ସୋମବାର ଜିଲା ପ୍ରଶାସନ ସହ ପ୍ରକଳ୍ପ ପ୍ରଭାବିତ ବୁଡିଅଞ୍ଚଳବାସୀଙ୍କ ଏକ ଆଲୋଚନା ସ୍ଥାନୀୟ ଲୋୟର ସୁକ୍‌ତେଲ...

ରାଜ୍ୟ ସରକାରଙ୍କ ମଦ ପ୍ରସାର ନୀତିକୁ ବିରୋଧ

ବିରିଡ଼ି,୨୨।୭(ଡି.ଏନ.ଏ): ରାଜ୍ୟ ସରକାରଙ୍କ ମଦ ପ୍ରସାର ନୀତିକୁ ବିରୋଧ କରି ସଚେତନତା ଅଭିଯାନ ଆରମ୍ଭ କରିଛି ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନର ଯୁବ ଶାଖା...

Advertisement
Archives

Model This Week