୮ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଅଙ୍ଗନଓ୍ବାଡି କର୍ମୀ

ବାଲିଗୁଡା,୮।୧୨(ଡି.ଏନ.ଏ.): ବାଲିଗୁଡା ସିଡିପିଓ କାର୍ଯ୍ୟାଳୟ ସମ୍ମୁଖରେ ଅଙ୍ଗନଓ୍ବାଡି କର୍ମୀମାନେ ଗତମାସ ୨୧ତାରିଖରୁ କାର୍ଯ୍ୟବନ୍ଦ କରି ୮ ଦଫା ଦାବିରେ ଆନ୍ଦୋଳନ କରୁଛନ୍ତି। ଅଙ୍ଗନଓ୍ବାଡି କର୍ମୀ ଏବଂ ସାହାର୍ଯ୍ୟକାରିଣୀଙ୍କୁ ସରକାରୀ ମାନ୍ୟତା, କର୍ମୀମାନଙ୍କୁ ୧୮ ହଜାର ଦରମା, ସାହାର୍ଯ୍ୟ କାରିଣୀଙ୍କୁ ୯ ହଜାର ଦରମା ଏବଂ ମିନି ଅଙ୍ଗନଓ୍ବାଡି କର୍ମୀଙ୍କୁ ଅଙ୍ଗନବାଡି କର୍ମୀ କରିବା ଆଦି ଦାବି ରହିଛି। ୍‌ନଗର ସଭାପତି ନିଲିମା ସିଦେଓ,ସମ୍ପାଦକ ପ୍ରଭାତି ପ୍ରଧାନଙ୍କ ସମେତ ଅନ୍ୟ କର୍ମୀମାନେ ଏହି ଆନ୍ଦୋଳନରେ ସାମିଲ ଅଛନ୍ତି। ତେବେ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ତାର ଲାଗି ମାଈ ହାତୀର ମୃତ୍ୟୁ ଘଟଣା: ବନ୍ଧା ହେଲେ ୨ ଚାଷୀ

ଦେବଗଡ଼/ରିଆମାଳ,୧୮।୧୨(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଫରେଷ୍ଟ ରେଞ୍ଜ କୁଣ୍ଢେଇଗୋଳା ସେକ୍ସନ ଚଢେଇମରା ପଞ୍ଚାୟତ ଅନ୍ତର୍ଗତ ଖିଲୋବେର୍ଣ୍ଣି ଗ୍ରାମରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ମାଈ...

ପଥର ବାନ୍ଧି ମୃତଦେହ ଡ୍ୟାମ୍‌ରେ ଫିଙ୍ଗିବା ଘଟଣା: ୩ ଅଭିଯୁକ୍ତ କୋର୍ଟ ଚାଲାଣ

ବାରିପଦା ଅଫିସ,୧୭।୪: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଦେବାନବାହାଳୀ ଗ୍ରାମର ରାମାୟା ସିଂ ନାମକ ବୃଦ୍ଧଙ୍କୁ ହତ୍ୟା କରି ମୃତଦେହକୁ ପଥର ବାନ୍ଧି ସୋନ ଡ୍ୟାମ୍‌ରେ...

୮କୋଟି ଟଙ୍କାରେ ନିର୍ମିତ ବେଡ଼ାରୀ-କୂଳତୁଠି ରାସ୍ତା ୩ ମାସ ଗଲାନି

ପାଟକୁରା,୧୫ା୯(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ଅଧୀନ ବେରି ପଞ୍ଚାୟତ ବେଡାରୀ-କୁଳତୁଠି ଗ୍ରାମ ରାସ୍ତା ୮ କୋଟି ୪୦ ଲକ୍ଷ ଟଙ୍କା...

ମନ୍ଦିରରେ ପୂଜାର୍ଚ୍ଚନା କଲେ ଦ୍ରୌପଦୀ

ବାରିପଦା ଅଫିସ,୨୨।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ଝାଡ଼ଖଣ୍ଡ ରାଜ୍ୟର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଏନ୍‌ଡିଏ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ନାମ ଘୋଷଣା ପରେ...

ଦିଗପହଣ୍ଡିରେ ଜନତା ହୋଟେଲ ସହ ବିଭିନ୍ନ ଦୋକାନ ସିଲ୍‌ : ୭ ଦିନ ରହିବ ବଳବତ୍ତର

ଦିଗପହଣ୍ଡି,୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡସ୍ଥିତ ଜନତା ହୋଟେଲକୁ ରବିବାର ପ୍ରଶାସନ ପକ୍ଷରୁ ସିଲ କରାଯାଇଛି। ସେହିପରି ଅନ୍ୟ ୩ଟି ଗ୍ରୋସରି ଦୋକାନକୁ ମଧ୍ୟ ସିଲ...

ଦାଦାବଟି ମାଗିବା ଅଭିଯୋଗରେ ୬ ଗିରଫ: କାର, ବନ୍ଧୁକ, ଗୁଳି ଜବତ

କଟକ ଅଫିସ, ୧୪।୧୧- ଜଗତ୍‌ପୁର ଥାନା ଅଞ୍ଚଳର ଜନୈକ ବ୍ୟକ୍ତିଙ୍କୁ ମାରଣାସ୍ତ୍ର ଦେଖାଇ ଧମକ ଦେବା ଓ ଦାଦାବଟି ମାଗିବା ଅଭିଯୋଗରେ ପୋଲିସ ଏକ ଗ୍ୟାଙ୍ଗର...

ସାମିଲ ହେଲେ ୨୭୫ ପ୍ରତିଯୋଗୀ

ଢେଙ୍କାନାଳ ଅଫିସ, ୧୦।୧୨: ଢେଙ୍କାନାଳ ଷ୍ଟାଡିୟମ୍‌ ପରିସରରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୪ର୍ଥ ରାଜ୍ୟ ଆଦିବାସୀ ତୀରନ୍ଦାଜୀ ପ୍ରତିଯୋଗିତା। ରାଜ୍ୟ ତୀରନ୍ଦାଜୀ ସଂଘ ଓ ଢେଙ୍କାନାଳ...

ଜିଲା ମୁଖ୍ୟ ଚିକିତ୍ସାଳୟ ଶିଶୁ ବିଭାଗରେ ଅଗ୍ନିକାଣ୍ଡ

ବାଲେଶ୍ୱର ଅଫିସ,୧୦।୪-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ଶିଶୁ ବିଭାଗର ଦ୍ୱିତୀୟ ମହଲାରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଅଗ୍ନିକାଣ୍ଡ ହୋଇଥିଲା। ସର୍ଟସର୍କିଟ୍‌ରୁ ଏହି...

Advertisement
Archives

Model This Week