ରାଗିଲେ ସୁଶାନ୍ତଙ୍କ ପରିବାର

ମୁମ୍ବାଇ: ବଲିଉଡ୍‌ ଅଭିନେତା ସ୍ବର୍ଗତ ସୁଶାନ୍ତ ସିଂ ରାଜପୁତଙ୍କ ଅଭିନୀତ ଶେଷ ଫିଲ୍ମର ରିଲିଜ୍‌ ଡେଟ୍‌ ଏବେ ସାମ୍ନାକୁ ଆସିଛି। ଏହି ଫିଲ୍ମର ପ୍ରିମିୟର ଜୁଲାଇ ୨୪ରେ ଓଟିଟି ପ୍ଲାଟଫର୍ମ ଡିଜନି ପ୍ଲସ୍‌ ହଟଷ୍ଟାରରେ ହେବ। ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଏହାକୁ ସମସ୍ତ ସବସ୍କ୍ରାଇବରଙ୍କ ସହ ନନ୍‌ ସବସ୍କ୍ରାଇବରଙ୍କ ପାଇଁ ମାଗଣାରେ ଉପଲବ୍ଧ କରାଇବାକୁ ଯୋଜନା ରହିଛି। ହେଲେ ସୁଶାନ୍ତଙ୍କ ଶେଷ ଫିଲ୍ମର ଡିଜିଟାଲ ରିଲିଜକୁ ନେଇ ତାଙ୍କ ପରିବାର ଆପତ୍ତି କରିଛନ୍ତି। ସେମାନେ କହିଛନ୍ତି ସୁଶାନ୍ତଙ୍କ ସହ ହେଉଥିବା ଅନ୍ୟାୟ ଏବେ ବନ୍ଦ କରାଯାଉ। ସୂଚନାଯୋଗ୍ୟ, ସୁଶାନ୍ତଙ୍କ ସମ୍ପର୍କିୟ ଭାଇ ତଥା ଭାଜପା ବିଧାୟକ ନିରଜ ସିଂ ବବ୍‌ଲୁ ଫିଲ୍ମର ଡିଜିଟାଲ ରିଲିଜକୁ ନେଇ ଏହା ସୁଶାନ୍ତଙ୍କ ପ୍ରତି ଅନ୍ୟାୟ ବୋଲି କହିଥିଲେ। ଏହା ସୁଶାନ୍ତଙ୍କ ଆତ୍ମା ପ୍ରତି ଭୁଲ୍‌ କାମ କରାଯାଉଛି। ସୁଶାନ୍ତଙ୍କ ଅଭିନୀତ ଶେଷ ଫିଲ୍ମ ‘ଦିଲ୍‌ ବେଚାରା’ ସିନେମା ହଲରେ ରିଲିଜ୍‌ କରାଯାଉ ବୋଲି ତାଙ୍କ ପରିବାର ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ…

ଦିନକୁ କେତେ କୋଟି ରୋଜଗାର କରନ୍ତି ବୈଭବ? ୧୫ ବର୍ଷର ଷ୍ଟାରଙ୍କ ଆୟ ଜାଣିଲେ ଉଡ଼ିଯିବ ହୋସ!

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟର ଯୁବ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ଏବେ ବିଶ୍ୱ କ୍ରିକେଟର ସବୁଠୁ ଚର୍ଚ୍ଚିତ ଖେଳାଳିଙ୍କ ମଧ୍ୟରେ ଜଣେ। ମାତ୍ର ୧୫ ବର୍ଷ ବୟସରେ ଫ୍ରାଞ୍ଚାଇଜ…

T20Iରେ ସବୁଠୁ ଦ୍ରୁତ ଅର୍ଦ୍ଧଶତକ କାହା ନାଁରେ? ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ, ବୈଭବ-ଅଭିଷେକଙ୍କ ପାଇଁ ବି ରେକର୍ଡ ଭାଙ୍ଗିବା କଷ୍ଟକର

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟ୍ର ନୂଆ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ତାଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଦେଖି କ୍ରିକେଟ୍‌ପ୍ରେମୀଙ୍କ ମନରେ ଗୋଟିଏ ପ୍ରଶ୍ନT20…

ଭାରତୀୟ ଟିମ ନେଲାନି ଟ୍ରଫି, ଏବେ ନକଭିଙ୍କ ପଦ ଉପରେ ସଙ୍କଟ? BCCI ନେବ…

ନୂଆଦିଲ୍ଲୀ,୧୫।୯: ଏସିଆ କପ ଟ୍ରଫି ପ୍ରେଜେଣ୍ଟେସନ୍‌କୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (PCB) ମୁଖ୍ୟ ତଥା ଏସିଆନ କ୍ରିକେଟ କାଉନସିଲ (ACC) ଅଧ୍ୟକ୍ଷ ମୋହସିନ ନକଭିଙ୍କୁ ନେଇ…

ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…

ପିତୃପକ୍ଷରେ ବଦଳିବ ଭାଗ୍ୟ! ଲକ୍ଷ୍ମୀନାରାୟଣ ଯୋଗରେ ୪ ରାଶିଙ୍କୁ ମିଳିବ ଫାଇଦା ହିଁ ଫାଇଦା, ବ୍ୟବସାୟରେ ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଯୁତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଶୁଭ ଗ୍ରହ ଏକାଠି ଆସିଲେ ଏହାର ପ୍ରଭାବ ବିଭିନ୍ନ ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ।…

ସୁନା କିଣୁଥିବା ଗ୍ରାହକଙ୍କ ପାଇଁ ବଡ଼ ଭବିଷ୍ୟବାଣୀ!

ନୂଆଦିଲ୍ଲୀ,୧୫।୯: ଗତ କିଛି ଦିନ ମଧ୍ୟରେ ସୁନା ଓ ରୂପା ଦରରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଦୀର୍ଘ ସମୟ ଧରି ଦର ବୃଦ୍ଧି ପରେ…

ଭାରତ ସରକାରଙ୍କ ପଦକ୍ଷେପ ଆଗରେ ମୁଣ୍ଡ ନୁଆଁଇଲା ମେଟା (Meta), ପିଲାମାନଙ୍କ ସମ୍ବନ୍ଧୀୟ ବିସ୍ତୃତ ସୂଚନା ପ୍ରଦାନ କରିବାକୁ ସହମତ

ନୂଆଦିଲ୍ଲୀ,୧୫।୯: ଭାରତ ସରକାର ପିଲାମାନଙ୍କୁ ଅନଲାଇନ ଯୌନ ଶୋଷଣ ଏବଂ କ୍ଷତିକାରକ ବିଷୟବସ୍ତୁରୁ ସୁରକ୍ଷା ଦେବା ପାଇଁ ସୋସିଆଲ ମିଡିଆ କମ୍ପାନୀଗୁଡ଼ିକ ଉପରେ ନିୟମାବଳୀ କଠୋର କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?