Posted inଜାତୀୟ

ଯୁବ କଂଗ୍ରେସର ଅଧ୍ୟକ୍ଷଙ୍କ ଉପରେ ନିର୍ଯାତନାର ଅଭିଯୋଗ ଆଣି ଦଳରୁ ବହିଷ୍କାର ହେଲେ ଅଙ୍ଗକିତା

ନୂଆଦିଲ୍ଲୀ, ୨୨।୪: ଭାରତୀୟ ଜାତୀୟ ଯୁବ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀନିବାସ ବିବିଙ୍କ ଉପରେ ନିର୍ଯାତନାର ଅଭିଯୋଗ ଆଣିଛନ୍ତି ତାଙ୍କ ସହଯୋଗୀ ତଥା ଆସାମ ଯୁବ କଂଗ୍ରେସର ଅଧ୍ୟକ୍ଷ ଡ. ଅଙ୍ଗକିତା ଦତ୍ତ। ଅଭିଯୋଗ ଆଣିବା ପରେ ଦତ୍ତଙ୍କୁ ୬ବର୍ଷ ପାଇଁ ଦଳରୁ ବହିଷ୍କାର କରାଯାଇଛି। ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ତାଙ୍କୁ ବହିଷ୍କାର କରାଯାଇଥିବା କଂଗ୍ରେସ ପକ୍ଷରୁ କୁହାଯାଇଛି। ମାତ୍ର ସେ କେଉଁ ପ୍ରକାର ଦଳ ବିରୋଧୀ କାର୍ଯ୍ୟ କରିଥିଲେ ସେ ନେଇ ଦଳ କୌଣସି ପ୍ରତିକ୍ରିୟା ଦେଇନାହିଁ।

ଡ.ଦତ୍ତ ଶ୍ରୀନିବାସଙ୍କ ବିବିଙ୍କ ବିରୋଧରେ ଗୁରୁତର ଅଭିଯୋଗ କରି କହିଛନ୍ତି ଯେ, ତାଙ୍କୁ ଏକ ଅଧିବେଶନରେ ଶ୍ରୀନିବାସ କହିଥିଲେ, ଏ ଝିଅ, ମଦ୍ୟପାନ କରି ମେସେଜ କରୁଛ? ତୁମେ ଭୋଡକା ପିଉଛ ନା ଟକିଲା ପିଉଛ?
ତେବେ ଏହାକୁ ନେଇ ଅଙ୍ଗକିତା ଗଣମାଧ୍ୟମରେ ଶ୍ରୀନିବାସ ତାଙ୍କୁ ହଇରାଣ କରୁଥିବା ନେଇ ଅଭିଯୋଗ କରିଥିଲେ। ତାଙ୍କ ଅଭିଯୋଗରେ କଂଗ୍ରେସ କୌଣସି ପଦକ୍ଷେପ ନେଇ ନାହିଁ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦାମ, ଜାଣନ୍ତୁ କେଉଁ ସହରରେ କେତେ କମିଲା…

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri