Posted inଫୁରସତ

ବିବାହ ମଣ୍ଡପକୁ ଏଣ୍ଟ୍ରି କରୁଥିଲେ କନ୍ୟା, ପସନ୍ଦ ଆସିଲାନି ବାଜୁଥିବା ଗୀତ; ଆଉ ତା’ ପରେ…

ବିବାହ ପ୍ରତ୍ୟେକ ଯୁବତୀଙ୍କ ପାଇଁ ସ୍ବତନ୍ତ୍ର ହୋଇଥାଏ। ମେକଅପ୍‌ଠାରୁ ଆରମ୍ଭ କରି ପ୍ରତ୍ୟେକ ଜିନିଷ ପସନ୍ଦର ହେବା ଦରକାର ବୋଲି କନ୍ୟାମାନେ ଚାହିଁଥାନ୍ତି। ଜିନିଷ ଯଦି ମନପସନ୍ଦର ନ ହେଲା ତେବେ କନ୍ୟା ମନରେ କଷ୍ଟ ହୁଏ। କିନ୍ତୁ ଜଣେ କନ୍ୟାଙ୍କର ବିବାହ ସମୟରେ ବାଜୁଥିବା ଗୀତ ପସନ୍ଦ ଆସିଲାନି ବୋଲି ରାଗି ପଞ୍ଚମ ହୋଇଗଲେ। ତାଙ୍କର ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି।

ଭିଡିଓକୁ କନ୍ୟା ଶିବାନୀ ପପ୍ପଲ ନିଜେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏଥିରେ ସେ କ୍ୟାପଶନ ଲେଖିଛନ୍ତି, ମୁଁ ମଣ୍ଡପକୁ ଏଣ୍ଟ୍ରି କରିବା ସମୟରେ ବାଜୁଥିବା ଗୀତ ମୋର ପସନ୍ଦ ଆସି ନ ଥିଲା। କାରଣ ମୁଁ ଯେଉଁ ଗୀତ ବଜାଇବାକୁ କହିଥିଲି ତାହା ବାଜୁ ନ ଥିଲା। ଏଥିରେ ଅସନ୍ତୁଷ୍ଟ ହୋଇ କନ୍ୟାଙ୍କ ଗୋଡ଼ ଆଉ ମଣ୍ଡପକୁ ପଡ଼ିଲାନି। ଏହା ଦେଖି ସେଠାରେ ଉପସ୍ଥିତ ଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ।

ଭିଡିଓରେ ଦେଖିବାକୁ ମିଳିଛି କନ୍ୟା ଜଣକ କହୁଛନ୍ତି, ମୁଁ ଯେଉଁ ଗୀତ ବଜାଇବାକୁ କହିଥିଲା କାହିଁକି ସେ ଗୀତ ବାଜିଲାନି। ପରିବାର ଲୋକେ ତାଙ୍କୁ ବହୁତ ବୁଝାଇବାକୁ ଚେଷ୍ଟା କରୁଥିଲେ ମଧ୍ୟ ସେ କାହା କଥା ଶୁଣି ନ ଥିଲେ। ଏହି ଭିଡିଓକୁ ବର୍ତ୍ତମାନ ସୁଦ୍ଧା ୧ ଲକ୍ଷରୁ ଅଧିକ ଲୋକ ଦେଖିସାରିଛନ୍ତି। ଅନେକ ୟୁଜର ନିଜ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ମଧ୍ୟ ଶେୟାର କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri