ଅନୁଗୋଳରେ ଚାଞ୍ଚଲ୍ୟ: ଶିକ୍ଷୟିତ୍ରୀଙ୍କୁ ବଳାତ୍କାର କଲେ ସ୍କୁଲ ମାଲିକ, ପୂରା ଘଟଣା ଜାଣିଲେ…

ଅନୁଗୋଳ,୧୫।୧୦(ମାନସ ବିଶ୍ୱାଳ): ଅନୁଗୋଳ ସଦର ସ୍ଥିତ ଏକ ଘରୋଇ ସ୍କୁଲର ଶିକ୍ଷୟିତ୍ରୀଙ୍କୁ ଘରୋଇ ସ୍କୁଲ ପ୍ଲେ ସ୍କୁଲ ମାଲିକଙ୍କ ବଳାତ୍କାର ଅଭିଯୋଗ। ଥାନାରେ ଅଭିଯୋଗ ପରେ ମାଲିକ ସଙ୍କେତ କୁମାର ଶର୍ମାଙ୍କୁ ପୋଲିସ ଗିରଫ କରିଛି। ପ୍ରେମ ନିବେଦନ କରିବାରୁ ମନା କରିବା ପରେ ସ୍କୁଲରେ କେହି ନ ଥିବା ବେଳେ ଶିକ୍ଷୟିତ୍ରୀଙ୍କୁ ବଳାତ୍କାର କରିଥିଲେ ସ୍କୁଲ ମାଲିକ। ଏନେଇ ନିଜେ ଶିକ୍ଷୟିତ୍ରୀ ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ କ୍ରମେ ପୋଳଚିସ ତଦନ୍ତ କରି ମାଲିକ ସଙ୍କେତ କୁମାର ଶର୍ମାଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri