ଅନୁଗୋଳରେ ଚାଞ୍ଚଲ୍ୟ: ଶିକ୍ଷୟିତ୍ରୀଙ୍କୁ ବଳାତ୍କାର କଲେ ସ୍କୁଲ ମାଲିକ, ପୂରା ଘଟଣା ଜାଣିଲେ…

ଅନୁଗୋଳ,୧୫।୧୦(ମାନସ ବିଶ୍ୱାଳ): ଅନୁଗୋଳ ସଦର ସ୍ଥିତ ଏକ ଘରୋଇ ସ୍କୁଲର ଶିକ୍ଷୟିତ୍ରୀଙ୍କୁ ଘରୋଇ ସ୍କୁଲ ପ୍ଲେ ସ୍କୁଲ ମାଲିକଙ୍କ ବଳାତ୍କାର ଅଭିଯୋଗ। ଥାନାରେ ଅଭିଯୋଗ ପରେ ମାଲିକ ସଙ୍କେତ କୁମାର ଶର୍ମାଙ୍କୁ ପୋଲିସ ଗିରଫ କରିଛି। ପ୍ରେମ ନିବେଦନ କରିବାରୁ ମନା କରିବା ପରେ ସ୍କୁଲରେ କେହି ନ ଥିବା ବେଳେ ଶିକ୍ଷୟିତ୍ରୀଙ୍କୁ ବଳାତ୍କାର କରିଥିଲେ ସ୍କୁଲ ମାଲିକ। ଏନେଇ ନିଜେ ଶିକ୍ଷୟିତ୍ରୀ ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ କ୍ରମେ ପୋଳଚିସ ତଦନ୍ତ କରି ମାଲିକ ସଙ୍କେତ କୁମାର ଶର୍ମାଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି।

 

Dharitri – The Largest & Most Trusted Odia Daily

Share
Tags: odisha