Posted inରାଜ୍ୟ

ରତ୍ନଭଣ୍ଡାର ଖୋଲିବା ପାଇଁ ଆସିଲା ଆଜ୍ଞାମାଳ, ୧ଟାରୁ ଦେଢ଼ଟା ମଧ୍ୟରେ ଶୁଭ ମୁହୂର୍ତ୍ତ

ଭୁବନେଶ଼୍ବର, ୧୪।୦୭: ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀଲୋକନାଥଙ୍କ ମନ୍ଦିରରୁ ଆଜ୍ଞାମାଳ ଆସିଛି । ସେବାୟତମାନେ ଏହି ଆଜ୍ଞାମାଳ ନେଇ ଶ୍ରୀମନ୍ଦିରର ଅଭିମୁଖେ ଆସୁଥିବା ସୂଚନା ମିଳିଛି । ରତ୍ନ ଭଣ୍ଡାର ଖୋଲିବା ପୂର୍ବରୁ କମିଟିର ମୁଖ୍ୟ ଜଷ୍ଟିସ୍‌ ବିଶ଼୍ବନାଥ ରଥ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ପ୍ରାୟ ୧ଟାରୁ ଦେଢ଼ଟା ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ପାଇଁ ଶୁଭ ମୁହୂର୍ତ୍ତ ରହିଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri