Posted inଜାତୀୟ

ଦିଲ୍ଲୀର ଉପରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ଅନୀଲ ବୈଜଲ

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀର ଉପରାଜ୍ୟପାଳ ଅନୀଲ ବୈଜଲ ବୁଧବାର ଇସ୍ତଫା ଦେଇଛନ୍ତି। ସେ ବ୍ୟକ୍ତିଗତ କାରଣ ଦର୍ଶାଇ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ଇସ୍ତଫା ପଠାଇଛନ୍ତି। ଡିସେମ୍ବର ୩୧, ୨୦୧୬ରେ ପୂର୍ବତନ ଆଇଏଏସ ଅଧିକାରୀ ବୈଜଲଙ୍କୁ ଉପରାଜ୍ୟପାଳ ଭାବରେ ନିଯୁକ୍ତ କରାଯାଇଥିଲା। ସେ ନଜୀବ ଜଙ୍ଗଙ୍କ ସ୍ଥାନ ନେଇଥିଲେ। ଦୀର୍ଘ ଦିନ ହେଲା ଦିଲ୍ଲୀର କ୍ଷମତାସୀନ ଆପ ସରକାରଙ୍କ ସହ ତାଙ୍କର ବିବାଦ ଚାଲିଥିଲା।
ବୈଜଲ ହେଉଛନ୍ତି ୧୯୬୯ ମସିହା ବ୍ୟାଚ୍‌ର ଆଇଏଏସ ଅଫିସର। ଉପ ରାଜ୍ୟପାଳ ହେବା ପୂର୍ବରୁ ସେ ଦିଲ୍ଲୀ ଡେଭଲପମେଣ୍ଟ ଅଥୋରିଟୀ(ଡିଡିଏ)ର ଉପାଧ୍ୟକ୍ଷ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୦ ନାଗରିକଙ୍କୁ ଫେରାଇ ଆଣିଲା ଭାରତ

ନୂଆଦିଲ୍ଲୀ,୧୨।୮: ତାଲିବାନ ଏବଂ ସୈନ୍ୟବାହିନୀ ମଧ୍ୟରେ ସଂଘର୍ଷ ଯୋଗୁ ଆଫଗାନିସ୍ତାନ ସ୍ଥିତି ଦିନକୁ ଦିନ ଅଧିକରୁ ଅଧିକ ଖରାପ ଆଡ଼କୁ ଗତି କରୁଛି। ଭାରତ ସେଠାର...

ରାଜନୀତିରେ ସରକାରଙ୍କ ଫୋକସ୍‌, ବିଗୁଡୁଛି ଅର୍ଥ ବ୍ୟବସ୍ଥା: ରଘୁରାମ ରାଜନ

ନୂଆଦିଲ୍ଲୀ,୨୯।୨: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ କହିଛନ୍ତି ବର୍ତ୍ତମାନ ସରକାର ରାଜନୀତି ଉପରେ ଫୋକସ କରୁଛନ୍ତି। ଏହାସହ ସାମାଜିକ ଏଜେଣ୍ଡାକୁ ପୂରଣ କରିବାକୁ...

ବିଭାଗ ବଣ୍ଟନ କଲେ ମାନ: ଜାଣନ୍ତୁ କାହା ପାଖରେ କ’ଣ

ଚଣ୍ଡିଗଡ଼,୨୧।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ପଦଭାର ଗ୍ରହଣ କରିବା ପରେ ଆକ୍ସନ ମୁଡରେ ଆସିଯାଇଛନ୍ତି। କ୍ୟାବିନେଟ ଗଠନ ହେବାର କିଛି ସମୟ ପରେ ହିଁ...

ଭୋଟ ଗଣନା ବେଳେ ଲାଠିଚାର୍ଜ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଫଳାଫଳର ଚିତ୍ର ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ବର୍ତ୍ତମାନ ଭାରତୀୟ ଜନତା ପାର୍ଟି (ଭାଜପା) ସଂଖ୍ୟାଗରିଷ୍ଠତା ସହ ସରକାର...

ଲକ୍‌ଡାଉନ ୪.୦: ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ କର୍ଫ୍ୟୁ

କୋଲକାତା,୧୮।୫: କରୋନା ଭାଇରସ୍‌ ବ୍ୟାପିବାରୁ ରୋକିବା ପାଇଁ ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ ୪.୦ର ସୋମବାର ହେଉଛି ପ୍ରଥମ ଦିନ। ଇତିମଧ୍ୟରେ ପଶ୍ଚିମବଙ୍ଗ ସରକାର ଲକ୍‌ଡାଉନ...

୯ ହଜାର କୋଟିର ବ୍ୟାଙ୍କ ଠକେଇ

କୋଲକାତା,୧୬।୫: ବାଂଲାଦେଶର ଏକ ବ୍ୟାଙ୍କରୁ ୯ ହଜାର କୋଟି ଠକେଇ ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରବିବାର ୬ ଜଣଙ୍କୁ ଗିରଫ କରିଛି। ମାଷ୍ଟରମାଇଣ୍ଡ୍‌ ପ୍ରଶାନ୍ତ...

ମାଓବାଦୀ ବିରୋଧୀ ଅଭିଯାନରେ ମହିଳା କମାଣ୍ଡୋଙ୍କୁ ସାମିଲ କଲା ସିଆର୍‌ପିଏଫ୍‌

ନୂଆଦିଲ୍ଲୀ,୬ ।୨: ସେଣ୍ଟ୍ରାଲ ରିର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌) ମହିଳା କମାଣ୍ଡୋଙ୍କୁ ନକ୍ସଲ ବିରୋଧୀ ଅଭିଯାନରେ ସାମିଲ କରିବାକୁ ନିଷ୍ପତ୍ତି ନେଇଛି । ଏଥିପାଇଁ ୬ ମହିଳା...

ସାଇକେଲ-ହାତୀ କଲେନି ସହଯୋଗ: ଅମେଠିରେ ପଦ୍ମଠାରୁ ପରାଜିତ ହେଲା ହାତ

ନୂଆଦିଲ୍ଲୀ,୨।୬: ଚଳିତ ଲୋକ ସଭା ନିର୍ବାଚନରେ କଂଗ୍ରେସ ନିଜ ପୁରୁଣା ଗଡ଼ ବୋଲାଉଥିବା ଅମେଠିରେ ପରାଜିତ ହୋଇଛି। ଏଠାରେ ଭାଜପା ପ୍ରାର୍ଥୀ ସ୍ମୃତି ଇରାନୀ କଂଗ୍ରେସ...

Advertisement
Archives

Model This Week