Posted inଜାତୀୟ

ବର୍ଷେ ପରେ ଜେଲ୍‌ରୁ ମୁକୁଳିଲେ ଅନିଲ ଦେଶମୁଖ

ମୁମ୍ବାଇ,୨୮।୧୨: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କୁ ବୁଧବାର ଆର୍ଥର ରୋଡ ଜେଲରୁ ମୁକ୍ତ କରାଯାଇଛି। ବାହାରକୁ ଆସି ସେ ସମର୍ଥକଙ୍କୁ ହାତ ଯୋଡି ଅଭିବାଦନ ଜଣାଇଥିଲେ। ତାଙ୍କ ବିରୋଧରେ ଆସିଥିବା ଅଭିଯୋଗ ଭିତ୍ତିହୀନ। ପରମବୀର ସିଂ ଏବଂ ସଚିନ ୱାଜେଙ୍କ ଅଭିଯୋଗ ମିଥ୍ୟା ଥିଲା ବୋଲି ଦେଶମୁଖ କହିଛନ୍ତି। ଡିସେମ୍ବର ୧୨ରେ ବମ୍ବେ ହାଇକୋର୍ଟ ଏକ ଲକ୍ଷ ଟଙ୍କା ବଣ୍ଡରେ ଅନିଲ ଦେଶମୁଖଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ।
ନଭେମ୍ବର ୨୦୨୧ ପରଠାରୁ ଅନିଲ ଦେଶମୁଖ ଜେଲରେ ଥିଲେ। ଅର୍ଥ ହେରଫେର ମାମଲାରେ ତାଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଥିଲା। ଦୁର୍ନୀତି ମାମଲାରେ ତାଙ୍କୁ ଚଳିତ ବର୍ଷ ଏପ୍ରିଲରେ ସିବିଆଇ ଗିରଫ କରିଥିଲା। ତାଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ଦେଶମୁଖ ଅସ୍ବୀକାର କରିଛନ୍ତି। ସେ ଦୀର୍ଘ ଦିନ ଧରି ମୁମ୍ବାଇର ଆର୍ଥର ରୋଡ ଜେଲରେ ନ୍ୟାୟିକ ହେପାଜତରେ ଥିଲେ। ଅକ୍ଟୋବରରେ ଇଡି ମାମଲାରେ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲକର୍‌ରୁ କିଛି ପାଇଲାନି ସିବିଆଇ: ସିସୋଡିଆ

ନୂଆଦିଲ୍ଲୀ,୩୧ା୮: ଅବକାରୀ ନୀତିରେ ଅନିୟମିତତା ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମଙ୍ଗଳବାର ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆଙ୍କ ଘର ଏବଂ ବ୍ୟାଙ୍କ...

୩ ଦିନରେ ୫୦ ମୃତ

ନୂଆଦିଲ୍ଲୀ,୨୨ା୮ : ବାଦଲ ଫଟା ଓ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଦେଶର ବିଭିନ୍ନ ଭାଗରେ ବନ୍ୟା ବିତ୍ପାତ ଲାଗିରହିଛି। ନଦୀଗୁଡ଼ିକ ଫୁଲିଉଠିଥିବାରୁ ବହୁ ଅଞ୍ଚଳ...

ଆଇନ ମନ୍ତ୍ରଣାଳୟର ଅଧିକାରୀ କରୋନା ପଜିଟିଭ

ନୂଆଦିଲ୍ଲୀ,୫।୫: ଆଇନ ମନ୍ତ୍ରଣାଳୟର ଜଣେ ଅଧିକାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ଶାସ୍ତ୍ରୀ ଭବନର ଗୋଟିଏ ମହଲାକୁ ଆଶିଂକ ଭାବେ ସିଲ୍‌ କରାଯାଇଥିବା ସୂଚନା...

୬୦୦ରୁ ୬୦୦ ନମ୍ବର ଆଣି ଇତିହାସ ରଚିଲେ ଦିବ୍ୟାଂଶୀ, ଏହି ବିଷୟରେ କ୍ୟାରିୟର୍‌ ଗଢିବାକୁ ଚାହୁଁଛନ୍ତି

ଲକ୍ଷ୍ନୌ,୧୪।୭: ସିବିଏସଇ ବୋର୍ଡ ଦ୍ୱାଦଶ ପରୀକ୍ଷାରେ ୬୦୦ରୁ ୬୦୦ନମ୍ବର ଆଣି ଇତିହାସ ସୃଷ୍ଟି କରିଛନ୍ତି ଲକ୍ଷ୍ନୌର ଦିବ୍ୟାଂଶୀ। ୧୭ ବର୍ଷୀୟ ଏହି ଛାତ୍ରୀ ଇଂରାଜୀ, ସଂସ୍କୃତ,...

ମୋଦିଙ୍କ ଉପହାରର ନିଲାମି ଆରମ୍ଭ

ନୂଆଦିଲ୍ଲୀ,୧୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଭିନ୍ନ ଦେଶରୁ ମିଳିଥିବା ଉପହାର ଗୁଡିକର ନିଲାମି ଶନିବାର ଆରମ୍ଭ ହୋଇଛି। ନୂଆଦିଲ୍ଲୀର ଇଣ୍ଡିଆ ଗେଟ୍‌ସ୍ଥିତ ନ୍ୟାଶନାଲ ଗ୍ୟାଲେରୀ ଅଫ୍‌...

ଡାକ୍ତରଙ୍କ ଭଳି ଏବେ ହୋଟେଲରେ ରହିବେ ପୋଲିସ

ନୂଆଦିଲ୍ଲୀ,୧୬।୪: କରୋନା ବିରୋଧରେ ଲଢ଼େଇ ଜାରି ରଖିଥିବା ଯୋଦ୍ଧାଙ୍କ ପାଇଁ ଦିଲ୍ଲୀ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର...

ଜାମିନ ଆବେଦନର ଶୁଣାଣି କରିବେ ଜଣିକିଆ ଖଣ୍ଡପୀଠ

ନୂଆଦିଲ୍ଲୀ,୨୧ା୯(ଆଇଏଏନ୍‌ଏସ୍‌): ନ୍ୟାୟପାଳିକାରେ ମାମଲା ବୋଝ କମାଇବା ପାଇଁ ଜଣିକିଆ ଖଣ୍ଡପୀଠ ଗଠନ ଲାଗି ସୁପ୍ରିମକୋର୍ଟ ନିଷ୍ପତ୍ତି ନେଇଛନ୍ତି। ଏହି ଖଣ୍ଡପୀଠଗୁଡ଼ିକରେ ଜାମିନ, ମାମଲା ସ୍ଥାନାନ୍ତର ଏବଂ...

ଆସାମ ଏନ୍‌ଆର୍‌ସି: କେନ୍ଦ୍ର ସରକାରଙ୍କ ଆବେଦନ ଖାରଜ କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୩।୮: ଆସାମ ଏନ୍‌ଆର୍‌ସି ମାମଲାରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କ ଆବେଦନକୁ ଖାରଜ କରିଛନ୍ତି। ଏହାର ପୁନଃ ଯାଞ୍ଚ୍‌ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ...

Advertisement
Archives

Model This Week