Posted inଜାତୀୟ

ଅନୀଲ ଦେଶମୁଖଙ୍କ ଇସ୍ତଫା

ମୁମ୍ବାଇ,୫।୪: ଶହେ କୋଟି ଟଙ୍କାର ବଟି ଆଦାୟ ମାମଲାରେ ହାଇକୋର୍ଟ ସିବିଆଇ ଯାଞ୍ଚ୍‌ ନିର୍ଦ୍ଦେଶ ଦେବା ପରେ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖ ଇସ୍ତଫା ପ୍ରଦାନ କରିଛନ୍ତି। ରାଜ୍ୟପାଳଙ୍କ ସେ ନିଜର ଇସ୍ତଫା ପତ୍ର ପ୍ରଦାନ ନ କରି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କୁ ଦେଇଛନ୍ତି। ଅନୀଲ ଉଦ୍ଧବଙ୍କ ସରକାରର ସହଯୋଗୀ ଏନ୍‌ସିପି ପକ୍ଷରୁ ଗୃହମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ହାଇକୋର୍ଟଙ୍କ ରାୟ ପରେ ଏନ୍‌ସିପି ପକ୍ଷରୁ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଅନୀଲଙ୍କ ସମେତ ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର, ସୁପ୍ରିୟା ସୁଲେ, ଅଜିତ ପାଓ୍ବାର ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ ଅନୀଲ ଇସ୍ତଫା ଦେବା ସମ୍ପର୍କରେ ଘୋଷଣା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri