ସବୁବେଳେ ଶ୍ରୀଦେବୀଙ୍କ ପାଦ ଧରୁଥିଲେ ଏହି ସୁପରଷ୍ଟାର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ର ପ୍ରସିଦ୍ଧ ଅଭିନେତା ଅନିଲ କପୁର ନିଜର ଫିଟ୍‌ନେସ୍‌କୁ ନେଇ ସବୁବେଳେ ସୋସିଆଲ ମିଡିଆରେ ସକ୍ରିୟ ରହିଥାନ୍ତି। ହେଲେ ଏବେ ଅନିଲ ଶ୍ରୀଦେବୀଙ୍କୁ ନେଇ ଏକ ବଡ଼ ରାଜ୍‌ ଖୋଲିଛନ୍ତି।
ଏକ ସାକ୍ଷାତକାରରେ ଅନିଲ କହିିଛନ୍ତି ଯେ, ଶ୍ରୀଦେବୀଙ୍କର ମୃତ୍ୟୁ ହୋଇସାରିଥିଲେ ମଧ୍ୟ ଏବେ ବି ସେ ମୋ ହୃଦୟରେ ଜୀବିତ ଅଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି, ଯେତେବେଳେ ବି ମୁଁ ତାଙ୍କୁ ଦେଖୁଥିଲି ସୁବବେଳେ ତାଙ୍କ ପାଦ ଧରି ମୁଣ୍ଡିଆ ମାରୁଥିଲି। ଖାଲି ସେତିକି ନୁହେଁ ସବୁବେଳେ ପାଦ ଧରୁଥିବାରୁ ଏହାର କାରଣ ମଧ୍ୟ ଶ୍ରୀଦେବୀ ତାଙ୍କୁ ପଚାରିଥିଲେ। ଉତ୍ତରରେ ଅନୀଲ କହିଥିଲେ ଯେ, ଆପଣଙ୍କ ଜ୍ଞାନ ମୋତେ ମିଳିଯାଉ, ସେଥିପାଇଁ ମୁଁ ସବୁବେଳେ ପାଦ ଧରୁଛି।
ଶ୍ରୀଦେବୀଙ୍କ ମୃତ୍ୟୁ ମୋ ପାଇଁ ସବୁଠାରୁ ବେଶି ଯନ୍ତ୍ରଣାଦାୟକ। ଏହାକୁ ଭୁଲିଯିବା ମୋ ପାଇଁ ସହଜ ନୁହେଁ ବୋଲି ଅନିଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଛୁଆର ମିଳିଲା କଙ୍କାଳ: ତାରସିଂ ରେଞ୍ଜରେ ୩ ମାସରେ ୩ ହାତୀ ମୃତ୍ୟୁ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜ ଗାୟଗଣ୍ଡା ନିକଟସ୍ଥ ପାଇଛାଲିଆ ଘଞ୍ଚ ଜଙ୍ଗଲ ଭିତରୁ ସୋମବାର ଏକ ହାତୀ ଛୁଆର କଙ୍କାଳ…

ଧାନ ଉଠାଇବା ଦାବିରେ ସିଏସ୍‌ଓ ଅଫିସରେ ପଶିଲେ ଚାଷୀ, ସିଏସ୍‌ଓ କହିଲେ-ଖୁବ୍‌ଶୀଘ୍ର…

ବଲାଙ୍ଗୀର, ୮।୬ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ମଣ୍ଡି ଓ ନଅଗାଁ (ଖ) ମଣ୍ଡିରେ ଧାନକିଣା ଅଚଳାବସ୍ଥା ଏବଂ ମିଲର୍ସଙ୍କ ମନମୁଖୀ କାର୍ଯ୍ୟ ପ୍ରତିବାଦରେ…

ବଚସା ହେଲା କାଳ….ମଦ ନିଶାରେ ବାପାଙ୍କୁ ଶାବଳରେ ଭୁଷି ହତ୍ୟା କଲେ ପୁଅ

ପାଟଣା,୮ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦିଗ ପଶି ଗ୍ରାମରେ ଛାତିଥରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ରବିବାର ବିଳମ୍ୱିତ ରାତିରେ ପୁଅ ଉଦ୍ଧବ…

‘ତୁରନ୍ତ ବନ୍ଦ ହେଉ ଗୁଳିବିନିମୟ’, ଇରାନ-ଇସ୍ରାଏଲକୁ ଟ୍ରମ୍ପଙ୍କ କଡ଼ା ଚେତାବନୀ!

ନୂଆଦିଲ୍ଲୀ, ୮।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟପ୍ରାଚ୍ୟରେ ଶାନ୍ତି ପାଇଁ ଇସ୍ରାଏଲ ଏବଂ ଇରାନକୁ ଆକ୍ରମଣ ବନ୍ଦ କରିବାକୁ ଆହୱାନ କରିଛନ୍ତି। ଟ୍ରମ୍ପ ଟ୍ରୁଥ ସେସିଆଲରେ…

ଶ୍ରୀମନ୍ଦିରରେ ଚାଲିଥିଲା ମଙ୍ଗଳ ଆଳତି, ଭକ୍ତଙ୍କ ସୁନା ଚେନ୍‌ ଲୁଟିନେଲେ ଚୋର: ଆଉ ତା’ପରେ ଘଟିଲା…

ପୁରୀ,୮।୬(ଅଜିତ ମହାନ୍ତି): ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଜଣେ ବ୍ୟକ୍ତି ଜଣେ ଭକ୍ତଙ୍କଠାରୁ ସୁନା ଚେନ ଚୋରି କରି ନେଇଥିଲେ। ମଙ୍ଗଳ ଆଳତି ବେଳେ ଏହି ଘଟଣା ଘଟିଥିବା…

ଇତିହାସ ରଚିଲା ଟିମ୍‌ ଇଣ୍ଡିଆ: ଟେଷ୍ଟ କ୍ରିକେଟ ଇତିହାସରେ…

ଚଣ୍ଡିଗଡ଼,୮।୬: ଏକମାତ୍ର ଟେଷ୍ଟରେ ଟିମ ଇଣ୍ଡିଆ ଆଫଗାନିସ୍ତାନକୁ ଏକ ଇନିଂସ ଏବଂ ୩୦୦ ରନରେ ପରାସ୍ତ କରିଛି। ଏହା ଟେଷ୍ଟ କ୍ରିକେଟ ଇତିହାସରେ ଟିମ ଇଣ୍ଡିଆର ସବୁଠାରୁ…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

୧୦୯ ବର୍ଷ ପରେ ଏହି କାମ କରିବାକୁ ଯାଉଛି ଆମେରିକା: ବିଶ୍ୱରେ ପଡ଼ିଲା ଚହଳ

ଓ୍ବାଶିଂଟନ୍‌,୮।୬:ବିଶ୍ୱର ସର୍ବଶ୍ରେଷ୍ଠ ଶକ୍ତି ଭାବରେ ବିବେଚିତ ଯୁକ୍ତରାଷ୍ଟ୍ର ପୁଣି ଥରେ ଅନ୍ୟ ଏକ ରାଷ୍ଟ୍ରରୁ ଅଞ୍ଚଳ କିଣିବା ବିଷୟରେ ଚିନ୍ତା କରୁଛି। ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri