ତେଲୁଗୁ ଫିଲ୍ମରେ ଡେବ୍ୟୁ କରିବେ ଅନୀଲ କପୁର

ମୁମ୍ବାଇ,୧୦।୯-ତେଲୁଗୁ ଫିଲ୍ମମରେ ଡେବ୍ୟୁ କରିବେ ବଲିଉଡ ଅଭିନେତା ଅନୀଲ କପୁର। ମହେଶ ବାବୁଙ୍କ ଆଗାମୀ ତେଲୁଗୁ ଫିଲ୍ମ ସରକାରୁ ଭାରି ପାତାରେ ସେ ନେଗେଟିଭ ଭୂମିକାରେ ନଜର ଆସିବେ ବୋଲି ଜଣାପଡିଛି।
ଆଉ ଏହି ଅପ କମିଂ ପ୍ରୋଜେକ୍ଟରେ ହିରୋ ଭୂମିକାରେ ନଜର ଆସିବେ ସୁପରଷ୍ଟାର ମହେଶ ବାବୁ। ଦଶହରା ପରେ ଫିଲ୍ମର ସୁଟିଂ ଆରମ୍ଭ ହେବା ସମ୍ଭାବନା ରହିଛି । ଆମେରିକାରେ ଫିଲ୍ମର ପ୍ରଥମ ପର୍ଯ୍ୟାୟ ସୁଟିଂ ହେବ। ଏ ନେଇ ଭିସା ଆବେଦନ ହୋଇସାରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି ପରେ ମଧ୍ୟପଦେଶ, ଉତ୍ତରାଖଣ୍ଡରେ ଟ୍ୟାକ୍ସ ଫ୍ରି ହେଲା ‘ସମ୍ରାଟ ପୃଥ୍ବୀରାଜ’

ମୁମ୍ବାଇ,୩।୬: ବହୁ ପ୍ରତୀକ୍ଷିତ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ ଆଜି ସମଗ୍ର ଦେଶରେ ରିଲିଜ୍‌ ହୋଇଛି। ଫିଲ୍ମରେ ସୁପରଷ୍ଟାର ଅକ୍ଷୟ କୁମାର ପୃଥ୍ବୀରାଜଙ୍କ ଚରିତ୍ରରେ ନଜର ଆସିବେ।...

ବଲିଉଡ୍‌ରେ କ୍ୟାରିୟର ଆରମ୍ଭ ପୂର୍ବରୁ ଏତିକି ଟଙ୍କା ରୋଜଗାର କରୁଥିଲେ ଅକ୍ଷୟ କୁମାର

ଅଭିନେତା ଅକ୍ଷୟ କୁମାରଙ୍କ ବଲିଉଡ୍‌ର ସବୁଠୁ ଅଧିକ ଆୟ କରୁଥିବା ଅଭିନେତାଙ୍କ ମଧ୍ୟରେ ଅନ୍ୟତମ। ସେ ବର୍ଷକୁ କୋଟି କୋଟି ଟଙ୍କା ରୋଜଗାର କରନ୍ତି, କିନ୍ତୁ...

ପୁଣି ଏକାଠି ନଜର ଆସିଲେ ସାରା-ଶୁବମନ, ଡେଟିଂକୁ ନେଇ ଚର୍ଚ୍ଚା

ମୁମ୍ବାଇ: ଖୁବ୍‌ କମ୍‌ ସମୟରେ ଲୋକପ୍ରିୟତା ହାସଲ କରିଥିବା ସାରା ଅଲି ଖାନ୍‌ଙ୍କୁ କିଏ ବା ନ ଜଣେ। ଲୁକ୍‌ ଏବଂ ଅଭିନୟ ମାଧ୍ୟମରେ ସେ...

ପ୍ରମାଣ ଜାଲିଆତିକୁ ଭୟ

ନୂଆଦିଲ୍ଲୀ,୨।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲା ଭିନ୍ନ ମୋଡ଼ ନେଉଥିବାବେଳେ ସୁଶାନ୍ତଙ୍କ ଭଉଣୀ ଶ୍ୱେତା ସିଂ କୀର୍ତ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ଏକାଠି ନଜର ଆସିବେ ରବିନା-ସଞ୍ଜୟ ଯୋଡି

ମୁମ୍ବାଇ: ୯୦ ଦଶକରେ ସଞ୍ଜୟ ଦତ୍ତ ଓ ରବିନା ଟଣ୍ଡନଙ୍କ ଯୋଡିକୁ ଦର୍ଶକେ ଖୁବ୍ ପସନ୍ଦ କରୁଥିଲେ । ଏହି ଯୋଡି ଦର୍ଶକଙ୍କ ଭଲପାଇବା ପାଇଥିବା...

ଗୋଲଡେନ ଫିଲ୍ମ ଆୱାର୍ଡ ଜିତିଲା ‘ଦ କଶ୍ମୀର ଫାଇଲ୍ସ’

ମୁମ୍ବାଇ: ବଲିଉଡ ଫଲ୍ମ ନିର୍ମାତା ବିବେକ ରଞ୍ଜନ ଅଗ୍ନିହୋତ୍ରଙ୍କ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ର ନାଁରେ ଆଉ ଏକ ସଫଳତା ଯୋଡି ହୋଇ ଯାଇଛି ।...

ସ୍ତ୍ରୀଙ୍କ ପାଇଁ ହୃଦୟସ୍ପର୍ଶୀ କଥା କହିଲେ କୋହଲି

ୟୁଏଇ,୧୫।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ଜଣେ ହଟ୍‌ କପଲ୍‌ ଭାବରେ ଜଣାଶୁଣା।...

ନିର୍ବନ୍ଧ ପରେ ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଧୋକା ଦେଇଥିଲେ ଅକ୍ଷୟ କୁମାର

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ୨୦ ବର୍ଷ ପୂର୍ବେ ଅଭିନେତ୍ରୀ ଟ୍ବିଙ୍କଲ ଖାନ୍ନାଙ୍କୁ ବିବାହ କରିଥିଲେ। ତେବେ ଟ୍ବିିଙ୍କଲ ପୂର୍ବରୁ ଅକ୍ଷୟଙ୍କ ନାମ ଅନେକ ଅଭିନେତ୍ରୀଙ୍କ...

Advertisement
Archives

Model This Week