ଜି.ଉଦୟଗିରି ନଗର-ବ୍ଲକ ବିଜେଡି ସଭାପତି ହେଲେ ଅନୀଲ କୁମାର, ଲିଙ୍ଗରାଜ

ଜି.ଉଦୟଗିରି,୧୬।୧(ଚିନ୍ମୟ କୁମାର ସେଠୀ): ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ କନ୍ଧମାଳ ଜିଲାରେ ବିଭିନ୍ନ ବ୍ଲକ ଓ ଏନ୍‌ଏସିରେ ଥିବା ସଂଗଠନକୁ ମଜଭୁତ କରିବା ନିମନ୍ତେ ସଭାପତି ମାନଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ ଜି.ଉଦୟଗିରି ନଗର ସଭାପତି ଭାବେ ଅନିଲ କୁମାର ଦଳବେହେରା ଓ ବ୍ଲକ ସଭାପତି ଭାବେ ଲିଙ୍ଗରାଜ ପ୍ରଧାନଙ୍କୁ ବିଜୁ ଜନତା ଦଳ ତରଫରୁ ତୃଣମୂଳ ସ୍ତରରୁ ଦଳ କୁ ସୁଦୃଢ଼ କରିବା ପାଇଁ ଦାୟିତ୍ୱ ମିଳିଛି। ଅନିଲ ପୂର୍ବରୁ କାର୍ଯ୍ୟକାରୀ ସଭାପତି ରହିଥିବା ବେଳେ ଏଥର ଦଳ ତାଙ୍କ ନେତୃତ୍ୱ ଉପରେ ଭରଷା କରି ଗୁରୁ ଦାୟିତ୍ୱ ପ୍ରଦାନ କରିଛି। ସେହିପରି ଲିଙ୍ଗରାଜ ଗତ ଥର ବ୍ଲକ ସଭାପତି ଥିଲେ ଏବଂ ଏଥର ମଧ୍ୟ ସଭାପତି ଭାବେ ଦାୟିତ୍ୱ ତୁଲାଇବେ। ସ୍ଥାନୀୟ ବିଜେଡି ଦଳର ସଭାପତି ଭାବେ ଘୋଷଣା ହେବା ପରେ ସବୁଆଡ଼ୁ ଉଭୟ ସଭାପତିଙ୍କୁ ଶୁଭେଚ୍ଛା ଓ ଶୁଭକାମନା ମିଳିଛି। ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବା ବେଳେ ଏହି ପଦବୀର ବହୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ଉଭୟଙ୍କ ନେତୃତ୍ୱରେ ବିଜୁ ଜନତା ଦଳ ପୁଣି ଜନତାଙ୍କ ସମର୍ଥନ ପାଇବ ବୋଲି ଜିଲା ସଭାପତି ପଦ୍ମନାଭ ବେହେରା ସୁଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ…

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ…

ଧରିତ୍ରୀରେ ଖବର ପ୍ରକାଶ ପରେ ତତ୍ପରତା, ବେଙ୍ଗାଲୁରୁରୁ ଆସିଲା ମଞ୍ଜୁଳାଙ୍କ ମରଶରୀର 

ଗୁଣୁପୁର, ୩।୩(ସଂକେତ ପାତ୍ର): ଗତ ଫେବୃଆରୀ ୨୫ ତାରିଖରେ ବେଙ୍ଗାଲୁରୁରେ ଗୁଣୁପୁର ନିକଟସ୍ଥ ରେଜିଂତାଲ ଗ୍ରାମର ଇସ୍ତିପାନ ଗମାଙ୍ଗଙ୍କ ଝିଅ ମଞ୍ଜୁଳା ଗମାଙ୍ଗଙ୍କ ମୃତ୍ୟୁ ଘଟିଥିଲା। ଏନେଇ…

ନିଖୋଜ ହୋଇଯାଇଥିଲେ ୨୦ ବର୍ଷୀୟା ଯୁବତୀ, ଉଦ୍ଧାର କରି ମା’ଙ୍କୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ଅଞ୍ଚଳର ଜଣେ ୨୦ ବର୍ଷୀୟା ଯୁବତୀ ସୋମବାର ଭୋରରୁ ଘରୁ ଆକସ୍ମିକ ଭାବେ ନିଖୋଜ…

ଗାଡ଼ି ଚାଳକଙ୍କ ମହାନତା: ରାସ୍ତାରୁ ପାଇଥିବା ଟଙ୍କା ଭର୍ତ୍ତି ପର୍ସକୁ ଶିକ୍ଷକଙ୍କୁ ଫେରାଇଲେ,ସାଧାରଣରେ ପ୍ରଶଂସା

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଆଠଗଡ଼ିଆ ସାହିର ସ୍ବର୍ଗତ ବିପ୍ର ସେଠୀଙ୍କ ପୁଅ ପିଙ୍କୁ ସେଠୀ ଗାଡ଼ି ଚାଳକ ଭାବେ କାର୍ଯ୍ୟକରନ୍ତି। ତାଙ୍କ ମହାନତା…

ଯୌତୁକ ପାଇଁ ୫ ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ: ବାପା ସକାଳେ ହୋଇଥିଲେ କଥା, ଅପରାହ୍ନରେ ପହଞ୍ଚିଲା ମୃତ୍ୟୁ ଖବର…

ଧର୍ମଶାଳା,୩।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଲଗଲିଶଙ୍ଖ ଗାଁରେ ବଧୁହତ୍ୟା ଅଭିଯୋଗ। ସେ ୫ମାସର ଗର୍ଭବତୀ ଥିଲେ। ତେବେ ତାଙ୍କୁ ଶାଶୁଘର ଲୋକେ…

ନୀଳଗିରି ସର୍ଣ୍ଣଚୁଡ଼ ପାହାଡ଼ରେ ନିଆଁ: ହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ, ନାକେଦମ ହେଲାଣି…

ନୀଳଗିରି,୩।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିସ୍ଥିତ ସର୍ଣ୍ଣଚୁଡ଼ ପାହାଡ଼ରେ  ନିଆଁଲାଗି ଅନେକ ବୃକ୍ଷଲତା, କୀଟପତଙ୍ଗ ଓ ବନୌଷଧି ଭସ୍ମିଭୂତ ହୋଇଯାଇଛି। ପବନର ବେଗ ବଢିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri