ଏହି ଦିନ ରିଲିଜ୍‌ ହେବ ରଣବୀରଙ୍କ ଫିଲ୍ମ ‘ଆନିମଲ’

ମୁମ୍ବାଇ: ବଲିଉଡ ଅଭିନେତା ରଣବୀର କପୁରଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଆନିମଲ’ର ରିଲିଜ୍‌କୁ ନେଇ ଦୀର୍ଘ ଦିନ ଧରି ଚର୍ଚ୍ଚା ହେଉଛି। ନିର୍ମାତା ଅନେକ ଥର ଫିଲ୍ମର ରିଲିଜ୍‌ ତାରିଖ ଆଗକୁ ବଢାଇଉନ୍ତି। ‘ଆନିମଲ’ ଅପେକ୍ଷା କରୁଥିବା ଦର୍ଶକଙ୍କ ପାଇଁ ଏକ ବଡ଼ ଖବର ଆସିଛି। ଶେଷରେ ଫିଲ୍ମର ନିର୍ମାତା ଏହାର ରିଲିଜ୍‌ ତାରିଖ ଘୋଷଣା କରିଛନ୍ତି। ଏହି ଚଳଚ୍ଚିତ୍ରଟି ଚଳିତ ବର୍ଷ ଶେଷରେ ଅର୍ଥାତ୍‌ ୧ ଡିସେମ୍ବରରେ ସାରା ବିଶ୍ୱରେ ମୁକ୍ତିଲାଭ କରିବ। ସେପ୍ଟେମ୍ବର ୨୮ ରେ ଫିଲ୍ମର ଟିଜର ରିଲିଜ୍‌ ହେବ। ସନ୍ଦୀ ରେଡ୍ଡୀ ବାଙ୍ଗାଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି ଫିଲ୍ମ ୫ଟି ଭାଷାରେ ମୁକ୍ତିଲାଭ କରିବ। ହିନ୍ଦୀ ବ୍ୟତୀତ ଏହି ଚଳଚ୍ଚିତ୍ର ତେଲୁଗୁ, କନ୍ନଡ, ମାଲାୟାଲମ ଏବଂ ତାମିଲରେ ମଧ୍ୟ ମୁକ୍ତିଲାଭ କରିବ। ଏହି ଚଳଚ୍ଚିତ୍ରରେ ରଣବୀରଙ୍କୁ ଏକ ଭିନ୍ନ ଚରିତ୍ରରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?