ପଶୁ, ପକ୍ଷୀଙ୍କୁ କରୋନା ବ୍ୟାପିବା ଆଶଙ୍କା

ଭୁବନେଶ୍ୱର,୬।୫: ସଂକ୍ରମିତ ବ୍ୟକ୍ତିଙ୍କଠାରୁ ପଶୁ, ପକ୍ଷୀଙ୍କୁ କରୋନା ବ୍ୟାପିବା ଆଶଙ୍କା କରି କେନ୍ଦ୍ର ଜଙ୍ଗଲ ମନ୍ତ୍ରାଳୟ ପକ୍ଷରୁ ସବୁ ରାଜ୍ୟର ମୁଖ୍ୟ ବନ୍ୟ ସଂରକ୍ଷକ(ପିସିସିଏଫ୍‌)ଙ୍କୁ ଚିଠି କରାଯାଇଛି। ଚିଠିରେ ବନ୍ୟଯନ୍ତୁଙ୍କ ସୁରକ୍ଷା ପାଇଁ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି। ପର୍ଯ୍ୟଟକମାନଙ୍କ ପାଇଁ ତୁରନ୍ତ ଅଭୟାରଣ୍ୟଗୁଡିକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମଣିଷ ଏବଂ ପଶୁଙ୍କ ମଧ୍ୟରେ ସଂକ୍ରମଣ ଚେନ ରୋକିବାକୁ ଏହି ନିର୍ଦ୍ଦେଶ ଜାରି କରାଯାଇଛି। କର୍ମଚାରୀଙ୍କଠାରୁ ପଶୁ, ପକ୍ଷୀଙ୍କୁ ସଂକ୍ରମଣ ହେବା ଆଶଙ୍କା ରହିଛି। ଏନେଇ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ କୋଭିଡ ନେଗେଟିଭ ରିପୋର୍ଟକୁ ଜରୁରୀ କରାଯାଇଛି। କର୍ମଚାରୀ ଏବଂ ପ୍ରାଣୀ ଚିକିତ୍ସକଙ୍କୁ ନେଇ ଏକ ଟାସ୍କଫୋର୍ସ ଟିମ୍‌ ଗଠନ କରିବାକୁ ଚିଠିରେ ଉଲ୍ଲେଖ ରହିଛି।
ସୂଚନା ଯୋଗ୍ୟ, ଆନ୍ଧ୍ରପ୍ରଦେଶରେ ଏକ ଅଭୟାରଣ୍ୟରେ କରୋନା ସଂକ୍ରମିତ ହୋଇ କିଛି ସିଂହଙ୍କ ମୃତ୍ୟୁ ଘଟିଥିବା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶିତ ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ଜଙ୍ଗଲ ମନ୍ତ୍ରାଳୟ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ହୁଏତ ଶିକ୍ଷାମନ୍ତ୍ରୀଙ୍କୁ ଲେଖି ଆସେନି…’; ଧର୍ମେନ୍ଦ୍ର ପ୍ରଧାନଙ୍କୁ କଟାକ୍ଷ କରି ମହୁଆ କହିଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ (NEET) ପେପର ଲିକ୍‌ ମାମଲାକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କ୍ରମାଗତ ଭାବରେ ଉଠୁଛି। ଏହି ପ୍ରସଙ୍ଗରେ କକ୍ରୋଚ ଜନତା ପାର୍ଟି…

୧୬ କେଜି ଗଞ୍ଜେଇ ଜବତ, ୨ ଗିରଫ

ନୂଆପଡ଼ା,୨୧।୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଅବକାରୀ ବିଭାଗ କର୍ମଚାରୀ ସୋମବାର ପୃଥକ୍‌ ସ୍ଥାନରେ ଚଢ଼ାଉ କରି ୧୬ କେଜି ଗଞ୍ଜେଇ ଜବତ ସହ ୨ଜଣଙ୍କୁ ଗିରଫ…

ବସ୍‌ଷ୍ଟାଣ୍ଡ୍‌ରୁ ଯୁବତୀଙ୍କୁ ଉଠାଇ ନେଇ ଗଣବଳାତ୍କାର କଲେ ୩ ଯୁବକ: ଆଉ ତା’ପରେ ଘଟିଲା…

ମହୀଶୁର,୨୧।୭: କର୍ନାଟକର ମହୀଶୁର ଜିଲାରେ ପଶ୍ଚିମବଙ୍ଗର ଜଣେ ଯୁବତୀଙ୍କ ସହ ଗଣବଳାତ୍କାର ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରାଯାଇଛି। ମାମଲାର ସତ୍ୟତା ଏବଂ ପୀଡିତାଙ୍କ ଅଭିଯୋଗର ତଦନ୍ତ…

ଆନ୍ଦୋଳନ ଭିତରେ ଖାର୍ଗେଙ୍କ ବଡ଼ ଘୋଷଣା: ଏଥର ମୁଁ ପାଳିବିନି…

ନୂଆଦିଲ୍ଲୀ,୨୧।୭: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର କହିଛନ୍ତି , ସେ ନିଜର ଜନ୍ମଦିନ ପାଳନ କରିବେ ନାହିଁ। ଖାର୍ଗେଙ୍କ କହିବା କଥା ହେଉଛି ଏହା ଉତ୍ସବ…

ରୁଷିଆ ଉପରେ ବର୍ଷିଲା ଭାରତ: ସିଧା ସିଧା ଶୁଣାଇ ଦେଇ କହିଲା…

ନୂଆଦିଲ୍ଲୀ,୨୧।୭: ୟୁକ୍ରେନୀୟ ଉପକୂଳ ନିକଟରେ ଏକ ମାଲବାହୀ ଜାହାଜ ଉପରେ ଆକ୍ରମଣରେ ଚାରି ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ଘଟିଛି ଏବଂ ଅନ୍ୟ ଜଣେ ଗୁରୁତର ଆହତ…

ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ପ୍ରସ୍ତୁତି : ନିର୍ବାଚନ ଆୟୋଗଙ୍କ ବଡ଼ ବୈଠକ

ଭୁବନେଶ୍ୱର, ୨୧।୭: ଆଗାମୀ ପଞ୍ଚାୟତ ଏବଂ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ଓଡ଼ିଶା ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି।…

ଫ୍ଲାଟ୍‌ କିଣିଲେ ଜନ୍‌ ଆବ୍ରାହମ୍‌: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ବଲିଉଡରେ ଦୁଇ ଦଶନ୍ଧି ଧରି କାମ କରୁଥିବା ପ୍ରଖ୍ୟାତ ଅଭିନେତା ଜନ୍‌ ଆବ୍ରାହମ ଏକ ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାନ୍ତି। ସେ କେବଳ ତାଙ୍କ ଫିଲ୍ମ ପାଇଁ ନୁହେଁ…

‘ଝାଡୁ ସମେତ ଏହି ସବୁ ଜିନିଷର ତୁରନ୍ତ ଆବଶ୍ୟକତା, କାରଣ…’; ଅଧରାତ୍ରିରେ ଏପରି ଦାବି କଲେ CJP ମୁଖପାତ୍ର, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ଆହୱାନ କ୍ରମେ ସୋମବାର ବଡ଼ ସଂଖ୍ୟାରେ ପ୍ରଦର୍ଶନକାରୀମାନେ ପଦଯାତ୍ରା କରିଥିଲେ। ଏହି ସମୟରେ ବିଭିନ୍ନ ସ୍ଥାନରେ ସେମାନଙ୍କର ସୁରକ୍ଷାକର୍ମୀଙ୍କ ସହ ଧସ୍ତିଧାସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri