ମଣିଷଙ୍କ ପୂର୍ବରୁ ପ୍ରଥମେ ଏହି ଜୀବକୁ ଦିଆଯାଇଥିଲା କରୋନା ଟିକା

ଓ୍ବାଶିଂଟନ,୭।୧: କରୋନା ଟିକା ପାଇଁ ସମଗ୍ର ବିଶ୍ୱବାସୀ ଚାତକ ପରି ଚାହିଁ ରହିଛନ୍ତି। କିଛି ସ୍ଥାନରେ ଲୋକେ ଏହି ଟିକା ନେଲେଣି ମଧ୍ୟ। ମାତ୍ର ଜାଣନ୍ତି କି ମଣିଷକୁ କରୋନା ଟିକା ଦିଆଯିବା ପୂର୍ବରୁ ଏକ ଜୀବ ଦେହରେ ଦିଆଯାଇଥିଲା। ଏହି ଜୀବ ସାଧାରଣତଃ ଆମେରିକାର କଲରାଡୋ ସହରରେ ଦେଖିବାକୁ ମିଳଥାନ୍ତି। ଜାଣନ୍ତୁ ଏହି ଜୀବ ବିଷୟରେ…
ଏହି ଜୀବର ନାମ ହେଉଛି ଫେରେଟ୍ସ। ଏହା ମୁସ୍ତାଲା ନିଗରାଇପ୍ସ ପ୍ରଜାତିର। ଗ୍ରୀଷ୍ମ ଦିନରେ ପରୀକ୍ଷାମୂଳକ ଭାବେ ଏହି ଜୀବକୁ ଟିକା ପ୍ରଥମେ ଦିଆଯାଇଥିଲା। ଫୋର୍ଟ କଲନ୍ସ ନିକଟରେ ଥିବା ନ୍ୟାଶନାଲ ବ୍ଲାକ ଫୁଟେଡ ସଂରକ୍ଷଣ କେନ୍ଦ୍ରରେ ଏହି ଟିକା ଦିଆଯାଇଥିଲା।
ସଂରକ୍ଷଣ କେନ୍ଦ୍ର ପକ୍ଷରୁ ପ୍ରକାଶ ଯେ, ଫେରେଟ୍ସଙ୍କ କରୋନା କେସ୍‌ ସାମ୍ନାକୁ ଆସିନାହିଁ। ମାତ୍ର ଏପରି ଜୀବଙ୍କଠାରେ ଭୂତାଣୁ ସହଜରେ ସଂକ୍ରମିତ ହୋଇପାରନ୍ତି। ତେଣୁ ମଣିଷଙ୍କ ପୂର୍ବରୁ ସେମାନଙ୍କୁ ପ୍ରଥମେ କରୋନା ଟିକା ଦିଆଯାଇଥିଲା। କାରଣ ୪ ଦଶନ୍ଧି ଧରି ଏହି ପ୍ରଜାତି ବିଲୁପ୍ତ ହେବାକୁ ଯାଉଥିଲେ। ତେଣୁ ସେମାନେ କେମିତି ବଞ୍ଚି ରହିବେ ତାଙ୍କୁ ଆଗେ ଟିକା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା…

ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର…

ନିର୍ଭୟା ଘଟଣାର ପୁନରାବୁତ୍ତି! ୟୁପିର ୧୬ ବର୍ଷୀୟା ଝିଅକୁ ୪୭ କିଲୋମିଟର ଦୂରତା ଚଳନ୍ତା ବସରେ ବଳାତ୍କାର

ନୂଆଦିଲ୍ଲୀ,୩୧।୮: ‘ନିର୍ଭୟା ମାମଲା’କୁ ମନେ ପକାଇବା ଭଳି ଏକ ୧୬ ବର୍ଷୀୟା ଛାତ୍ରୀଙ୍କ ସହିତ ବଳାତ୍କାର ମାମଲା ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସାମ୍ନାକୁ ଆସିଛି। ଚଳନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri