Posted inଜାତୀୟ

ମଣିପୁର ହିଂସାର ଯାଞ୍ଚ ପାଇଁ ଗଠନ ହେବ ନ୍ୟାୟିକ ଆୟୋଗ : ଶାହା

ନୂଆଦିଲ୍ଲୀ,୧।୬: ମଣିପୁର ହିଂସା ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି ମୁଁ ତିନି ଦିନ ଧରି ହିଂସାଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛି। ରାଜ୍ୟରେ କ୍ୟାବିନେଟ ମନ୍ତ୍ରୀଙ୍କ ସମେତ ପ୍ରତ୍ୟେକ ସମ୍ପ୍ରଦାୟ ସହିତ ମୋର ଏକ ବୈଠକ ହୋଇସାରିଛିି। ଭାରତ ସରକାର ହାଇକୋର୍ଟର ପ୍ରଧାନ ବିଚାରପତି ସ୍ତରର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ୱାରା ହିଂସା ଘଟଣାର ତଦନ୍ତ ଶେଷ କରିବେ। ଏଥିପାଇଁ ଏକ ନ୍ୟାୟିକ ଆୟୋଗ ଗଠନ କରାଯିବ। ଏହା ସହିତ ଭାରତ ସରକାର ମଧ୍ୟ ଏକ ଶାନ୍ତି କମିଟି ଗଠନ କରିବେ। ମଣିପୁରରେ ଅନେକ ଏଜେନ୍ସି କାମ କରୁଛନ୍ତି।

ଅମିତ ଶାହା କହିଛନ୍ତି, ପୀଡ଼ିତାଙ୍କ ପରିବାରକୁ କ୍ଷତିପୂରଣ ଯୋଗାଇ ଦିଆଯିବ। ଯେଉଁମାନେ ମୃତ୍ୟୁବରଣ କରିଛନ୍ତି ସେମାନଙ୍କ ପରିବାରକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କଠାରୁ ୫-୫ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବ। ଏଥିସହିତ ସିବିଆଇର ଏକ ସ୍ବତନ୍ତ୍ର ଟିମ ୬ଟି ମାମଲାର ତଦନ୍ତ କରିବେ। ଏହି ସମୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାନ୍ତି ବଜାୟ ରଖିବାକୁ ସମସ୍ତ ଲୋକଙ୍କୁ ନିବେଦନ କରିଥିଲେ। ସେ କହିଛନ୍ତି, ଗୁଜବ ପ୍ରତି ଧ୍ୟାନ ଦିଅ ନାହିଁ। ବର୍ତ୍ତମାନ ରାଜ୍ୟରେ ଅବସ୍ଥା ଭଲ ଅଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ ସେତୁ ୨.୦ ଆପ୍‌ର ଶୁଭାରମ୍ଭ କଲେ ଜେ.ପି. ନଡ୍ଡା

ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍‌ ଏବଂ ୟୁନିଫାଏଡ୍‌ ହେଲ୍‌ଥ ଇଣ୍ଟରଫେସ୍‌ (ୟୁଏଚ୍‌ଆଇ) ଲଞ୍ଚ୍‌ କରିଛନ୍ତି। କୋଭିଡ୍‌ ସମୟରୁ ଆରମ୍ଭ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri