ମନୀଷ ମୃତ୍ୟୁ ମାମଲା: ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ମନୀଷ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଅମ୍ରିତ ବିଶ୍ୱାଳ, ଦିନେଶ ମହାପାତ୍ର ଓ ମୃତ୍ୟୁଞ୍ଜୟ ମିଶ୍ର। ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ଏମାନଙ୍କୁ ଗିରଫ କରାଯାଇଛି। ଏ ନେଇ ପ୍ରେସମିଟ କରି ଭୁବନେଶ୍ୱର ଡିସିପି ସବିଶେଷ ସୂଚନା ଦେବେ। ପୂର୍ବରୁ ଦିନେଶ ଏବଂ ମୃତ୍ୟୁଞ୍ଜୟ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିଲେ।
ସୂଚନାଯୋଗ୍ୟ, ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁକୁ ୭ ଦିନ ବିତି ଯାଇଥିଲେ ସୁଦ୍ଧା ଏଯାଏ ତାଙ୍କ ମୃତ୍ୟୁ ରହସ୍ୟ ହୋଇ ରହିଛି। ମନୀଷଙ୍କ ମୃତ୍ୟୁ କେମିତି ହେଲା, ତାହା ଜଣାପଡ଼ି ନାହିଁ। ତେବେ ତାଙ୍କ ମୃତ୍ୟୁ ପରେ ଲଗାତାର ନୂଆନୂଆ ତଥ୍ୟ ସାମ୍ନାକୁ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକର୍ଷିତ କରୁଛି ମେଘମାଳ କାଞ୍ଜିପାଣି ଘାଟି

କେନ୍ଦୁଝର, ୨।୮(ସ୍ବ.ପ୍ର.)- ସମସ୍ତେ ହିଲ୍‌ ଷ୍ଟେଶନରେ ଛୁଟି କାଟିବାକୁ ଭଲ ପାଆନ୍ତି। କିଏ ମସୌରୀ, ଦାର୍ଜିଲିଂ ତ ଆଉ କିଏ କୁଲୁ, ମନାଲି। ଏହି ପାହାଡ଼ିଆ...

ଅପାସୋରା ସ୍ମୃତି ହୋଇ ରହିବ: ଏଡିଏମ୍‌ଙ୍କ କାର୍ଯ୍ୟାଳୟରେ ନିଆରା ବିବାହ

ନୟାଗଡ଼ ଅଫିସ,୨୭ା୪: ନୟାଗଡ଼ ଅତିରିକ୍ତ ଜିଲାପାଳ (ଏଡିଏମ୍‌)ଙ୍କ କାର୍ଯ୍ୟାଳୟରେ ସୋମବାର ଏକ ନିଆରା ବିବାହ ଅନୁଷ୍ଠିତ ହୋଇଥିଲା। ନ ଥିଲା ବାଜା, ବାଣ କି ରୋଶଣି।...

ଆଜି ଭାରତ ବନ୍ଦ

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ବ୍ୟବସାୟୀ ସଂଘ ପକ୍ଷରୁ ଶୁକ୍ରବାର ଭାରତ ବନ୍ଦ ଡାକରା ଦିଆଯାଇଛି। କଟକ ନଗର ବ୍ୟବସାୟୀ ସଂଘ ଏହାକୁ ସମର୍ଥନ କରିବ ବୋଲି ଘୋଷଣା...

ରାଜ୍ୟର ଆଉ ୩ ମେଡିକାଲରେ ହେବ କରୋନା ଟେଷ୍ଟ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟର ଆଉ ୩ଟି ହସ୍ପିଟାଲରେ କରୋନା ଟେଷ୍ଟ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ବ୍ରହ୍ମପୁର ମେଡିକାଲ କଲେଜ, ଭିମ୍‌ସାର ଓ ଆଇଜିଏଚ୍‌ରେ ଟେଷ୍ଟ କରାଯିବ।...

ବେଆଇନଭାବେ ରାସ୍ତା ପାର୍ଶ୍ୱରେ ଗାଡି ପାର୍କିଂକୁ ବିରୋଧ

ଯାଜପୁର ରୋଡ଼,୧୭।୧୦(ନି.ପ୍ର.): ଯାଜପୁର-କେନ୍ଦୁଝର ରୋଡ ଆର୍‌ପିଏଫ୍‌ ପକ୍ଷରୁ ଟ୍ରାଫିକ୍‌ ଜାମ୍‌ ନେଇ ବିଭିନ୍ନ ସ୍ଥାନରୁ ଜବର ଦଖଲ ଉଚ୍ଛେଦ କରାଯାଉଛି। ଏହି କ୍ରମରେ କିଛିଦିନ ତଳେ...

କରୋନା ମୁକାବିଲା: ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର, ୧।୯(ବ୍ୟୁରୋ): କରୋନା ମୁକାବିଲା ପାଇଁ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଆସିବେ। କୋଭିଡ୍‌ ପରିଚାଳନାରେ ରାଜ୍ୟ ସରକାରଙ୍କୁ ଏହି ଟିମ୍‌ ସହାୟତା କରିବେ। ବିଶେଷକରି କଣ୍ଟେନମେଣ୍ଟ,...

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ନୂଆବର୍ଷରୁ ଜୋର୍‌ ଧରିବ ଉଚ୍ଛେଦ ଅଭିଯାନ

ପୁରୀ ଅଫିସ,୨୭।୧୨: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ସକାଶେ ମେଘନାଦ ପାଚେରିକୁ ଲାଗି ୭୫ ମିଟର ପରିଧି ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ ପାଇଁ ନିଷ୍ପତ୍ତି...

କିନ୍ନରଙ୍କ ଅଧିକାର ସମ୍ପର୍କିତ ଆଇନ ସଚେତନତା ଶିବିର

ମାଲକାନଗିରି ,୨୨ା୧(ସ୍ବ.ପ୍ର.): ମାଲକାନଗିରି ଜିଲା ଆଇନସେବା ପ୍ରାଧିକରଣ ମାଲକାନଗିରି ଆନୁକୂଲ୍ୟରେ ବୁଧବାର ବାଲିମେଳାସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ କିନ୍ନରଙ୍କ ଅଧିକାର ସମ୍ପର୍କିତ ଆଇନ ସଚେତନତା ଶିବିର...

Advertisement


Archives

Model This Week