ମନୀଷ ମୃତ୍ୟୁ ମାମଲା: ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ମନୀଷ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଅମ୍ରିତ ବିଶ୍ୱାଳ, ଦିନେଶ ମହାପାତ୍ର ଓ ମୃତ୍ୟୁଞ୍ଜୟ ମିଶ୍ର। ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ଏମାନଙ୍କୁ ଗିରଫ କରାଯାଇଛି। ଏ ନେଇ ପ୍ରେସମିଟ କରି ଭୁବନେଶ୍ୱର ଡିସିପି ସବିଶେଷ ସୂଚନା ଦେବେ। ପୂର୍ବରୁ ଦିନେଶ ଏବଂ ମୃତ୍ୟୁଞ୍ଜୟ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିଲେ।
ସୂଚନାଯୋଗ୍ୟ, ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁକୁ ୭ ଦିନ ବିତି ଯାଇଥିଲେ ସୁଦ୍ଧା ଏଯାଏ ତାଙ୍କ ମୃତ୍ୟୁ ରହସ୍ୟ ହୋଇ ରହିଛି। ମନୀଷଙ୍କ ମୃତ୍ୟୁ କେମିତି ହେଲା, ତାହା ଜଣାପଡ଼ି ନାହିଁ। ତେବେ ତାଙ୍କ ମୃତ୍ୟୁ ପରେ ଲଗାତାର ନୂଆନୂଆ ତଥ୍ୟ ସାମ୍ନାକୁ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଆବେଦନକାରୀଙ୍କୁ ମିଳୁନାହିଁ ରାଶନ କାର୍ଡ, ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନରୁ ବହୁ ଯୋଗ୍ୟ ହିତାଧିକାରୀ କାର୍ଡ ପାଇବାରୁ ବଞ୍ଚିତ ହୋଇଛନ୍ତି। କମ୍ପ୍ୟୁଟର ଖୋଲୁ ନ ଥିବାରୁ ଜଣେ ବି ଯୋଗ୍ୟ...

ଶପଥ ଗ୍ରହଣ କଲେ ସୁବାସ ସିଂ

କଟକ ଅଫିସ,୭।୪: କଟକର ନବନିର୍ବାଚିତ ମେୟର ସୁବାସ ସିଂ ଶପଥ ଗ୍ରହଣ କରିଛନ୍ତି । ସିଏମ୍‌ସି ମେୟର ଭାବେ ସେ ଶପଥ ଗ୍ରହଣ କରିଛନ୍ତି। ଏନେଇ...

‘ମ୍ୟାଜିକ୍‌ ପ୍ୟାନ୍‌’ରେ କଶ୍ମୀର ଖାଦ୍ୟ

ଭୁବନେଶ୍ୱର,୭।୩(ବ୍ୟୁରୋ): ରାଜଧାନୀରେ ବର୍ଷତମାମ ବିଭିନ୍ନ ସମୟରେ ମେଳା ପଡ଼ିଥାଏ। ଏସବୁ ମେଳାରେ ଖାଦ୍ୟ ଷ୍ଟଲ ମଧ୍ୟ ଖୋଲିଥାଏ। ରାଜ୍ୟ ତଥା ରାଜ୍ୟ ବାହାର ଖାଦ୍ୟର ପସରା...

ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭାରତୀଙ୍କର ସୋମବାର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି । ଭୁବନେଶ୍ୱରସ୍ଥିତ ଷ୍ଟେଟ୍‌...

ଜେଲରେ ପୁଞ୍ଜିଲାଲଙ୍କୁ ନିର୍ଯାତନା

ବଲାଙ୍ଗୀର ଅଫିସ, ୨୪ା୧୦-ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଗିରଫ ହୋଇ ବଲାଙ୍ଗୀର ଜେଲରେ ଥିବା ପୁଞ୍ଜିଲାଲ ମେହେରଙ୍କୁ ନିର୍ଯାତନା ଦିଆଯାଉଥିବା ତାଙ୍କ ଓକିଲ...

ଭୁବନେଶ୍ୱରର ୨୨ଟି ହସ୍ପିଟାଲରେ ମିଳିବ କରୋନା ଟିକା: ଜାଣନ୍ତୁ ପାଇବେ କେଉଁଠି

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ମାର୍ଚ୍ଚ ୧ରୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ କରୋନା ଟିକାକରଣ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ୬୦ ବର୍ଷ ବୟସ୍କରୁ ଅଧିକ ଓ ବହୁବିଦ୍ଧ...

ରାୟଗଡ଼ା, କେନ୍ଦ୍ରାପଡ଼ାରେ କରୋନା ନେଲା ମୁଣ୍ଡ

ଭୁବନେଶ୍ୱର, ୮।୭(ବ୍ୟୁରୋ): ବୁଧବାର ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧, ରାୟଗଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୧ ଥିବାବେଳେ ଗଞ୍ଜାମ...

୨ଜଣଙ୍କୁ ଅଟକ ପରେ କୋର୍ଟ ଚାଲାଣରେ ବିଳମ୍ବ: ଏସ୍‌ଟିଏଫ୍‌, ଖୋର୍ଦ୍ଧା ଏସ୍‌ପିଙ୍କ ସମେତ ୫ ଜଣଙ୍କ ନାଁରେ ସର୍ଚ୍ଚ ୱାରେଣ୍ଟ

ଖୋର୍ଦ୍ଧା ଅଫିସ,୨୧।୭: ଖୋର୍ଦ୍ଧା ଜବଦସ୍ତପାଟଣାର ୨ ଜଣଙ୍କୁ ଅଟକ ପରେ କୋର୍ଟ ଚାଲାଣରେ ବିଳମ୍ବ, ମହିଳାଙ୍କୁ ମାଡ ମାରିବା ପରି ଅଭିଯୋଗ ଏସଟିଏଫ୍‌ ଓ ପୋଲିସ...

Advertisement
Archives

Model This Week