ମା’ ହେଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ନାଗିନ୍‌ ଫେମ୍‌ ଅନୀତା ହସନ୍ତଦାନୀ ମା’ ହୋଇଛନ୍ତି। ସେ ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଛନ୍ତି। ଅନୀତାଙ୍କ ସ୍ବାମୀ ରୋହିତ ସେଟ୍ଟୀ ଏହି ଖୁସି ଖବର ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଉଭୟ ମା’ ଏବଂ ଶିଶୁ ସୁସ୍ଥ ଥିବା ସେ କହିଛନ୍ତି। ଏହି ଖବର ଜାଣିବା ପରେ ତାଙ୍କୁ ପ୍ରଶଂସକ ମାନେ ଶୁଭେଚ୍ଛା ଜଣାଇଛନ୍ତି। କିଛି ଦିନ ପୂର୍ବରୁ ଉଭୟ ମାତାପିତା ହେବା ନେଇ ସୋସିଆଳ ମିଡିଆରେ ଘୋଷଣା କରିଥିଲେ। ୨୦୧୩ରେ ଅନୀତା ରୋହିତଙ୍କୁ ବିବାହ କରିଥିଲେ। ଅନୀତା ଟିଭି ସହ ବଲିଉଡ୍‌ରେ ମଧ୍ୟ ପରିଚୟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ପାଇଁ ସହାୟତାର ହାତ ବଢାଇଲେ ଅକ୍ଷୟ, ବରୁଣ ଧନ୍ୟବାଦ ଦେଲେ ମୋଦି

ମୁମ୍ବାଇ,୨୯।୩: କରୋନା ଭାଇରସ ଏବେ ବିଶ୍ୱକୁ ତା କବଳକୁ ନେଇଯିବା ଫଳରେ ସବୁଠି ଲକ୍‌ ଡାଉନ୍‌ ପରିସ୍ଥିତି। ଭାରତରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧...

ସଞ୍ଜୟ ସବୁବେଳେ ନିଜ ରୁମ୍‌ରେ ରହୁଥିବାରୁ, ନର୍ଗିସ କହିଥିଲେ ଏଭଳି

ମୁମ୍ବାଇ: ହିନ୍ଦି ସିନେମା ଚଳଚ୍ଚିତ୍ର ଜଗତରେ ଅଭିନେତ୍ରୀ ନର୍ଗିସ ଦତ୍ତ ହେଉଛନ୍ତି ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ। ଖୁବ୍‌ କମ୍‌ ବୟସରେ ସେ ଶିଶୁ କଳାକାର...

ମୁନ୍‌ମୁନ୍‌ ଦତ୍ତାଙ୍କ ବିରୋଧରେ ମାମଲା

ହିନ୍ଦୀ କମେଡି ସିରିଏଲ ‘ତାରକ୍‌ ମେହତା କା ଉଲ୍‌ଟା ଚଷ୍‌ମା’ରେ ବବିତା ଚରିତ୍ରରେ ଅଭିନୟ କରୁଥିବା ମୁନ୍‌ମୁନ୍‌ ଦତ୍ତାଙ୍କ ବିରୋଧରେ ମୁମ୍ବାଇ ପୋଲିସ ମାମଲା ରୁଜୁ...

ନୂଆ ଯୋଡ଼ି କ୍ରିଷ୍ଣା-ଅସୀମା

ଆଉ ଏକ ନୂଆ ଯୋଡ଼ି ଖୁବ୍‌ଶୀଘ୍ର ବଡ଼ ପରଦାରେ ମୁହଁ ଦେଖାଇବାକୁ ଯାଉଛନ୍ତି। ଏହି ଯୋଡ଼ି ହେଲେ କ୍ରିଷ୍ଣା-ଅସୀମା। ସୁବ୍ରତ ଏଣ୍ଟରଟେନମେଣ୍ଟ ବ୍ୟାନରରେ ନିର୍ମିତ ହେବାକୁ...

ଝିଅ ସାମ୍ନାରେ ଅଭିନେତ୍ରୀଙ୍କୁ ପିଟୁଥିଲେ ସ୍ବାମୀ

ବମ୍ବେ: ଅଭିନୟ ସହ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ଛୋଟ ପରଦାର ହିଟ୍‌ ଅଭିନେତ୍ରୀ ଶ୍ୱେତା ତିଓ୍ବାରୀ। ଭୋଜପୁରୀ ସମେତ ବଲିଉଡ୍‌ ଫିଲ୍ମରେ କାମ...

ନିର୍ବନ୍ଧରେ ସବୁଠୁ ଦାମୀ ମୁଦି ପିନ୍ଧିଥିଲେ ଏହି ଅଭିନେତ୍ରୀ

୨୦୧୬ରେ ଆମୀର ଖାନଙ୍କ ସୁପରହିଟ ଚଳଚ୍ଚିତ୍ର ଗଜିନରେ ଅଭିନୟ କରିଥିଲେ ଅଭିନେତ୍ରୀ ଆସିନ ଥଟ୍ଟୁମକାଲ। ସେ ଦକ୍ଷିଣ ଭାରତର ସବୁଠାରୁ ଦାମୀ ଅଭିନେତ୍ରୀ ଭାବେ ମଧ୍ୟ...

ନୋରାଙ୍କ ଭିନ୍ନ ଅନ୍ଦାଜ

ମୁମ୍ବାଇ: ବଲିଉଡ୍ ନାୟିକା ନୋରା ଫତେହି ନିଜ ଡ୍ୟାନ୍ସ ମୁଭ୍‌ସ ସହିତ ନିଜର ଫ୍ୟାଶନ ସେନ୍ସକୁ ନେଇ ତିଆରି କରିଛନ୍ତିି ନିଜର ଏକ ଭିନ୍ନ ପରିଚୟ...

କେଆଇଏଫ୍‌ଏଫ୍‌ରୁ ବାଦ୍‌ ପଡ଼ିଲା ‘ପାଟଣାଗଡ଼’

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):କୋଲକାତା ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ(କେଆଇଏଫ୍‌ଏଫ୍‌)ରେ ଆଉ ପ୍ରଦର୍ଶିତ ହେବନି ବହୁଭାଷୀ ଓଡ଼ିଆ ଫିଲ୍ମ ‘ପାଟଣାଗଡ଼’। ଶେଷ ମୁହୂର୍ତ୍ତରେ ଓଡ଼ିଆ ଫିଲ୍ମ ‘ପାଟଣାଗଡ଼’କୁ ଫିଲ୍ମ ଫେଷ୍ଟିଭାଲରୁ...

Advertisement
Archives

Model This Week