ଏହି ଅଭିନେତ୍ରୀଙ୍କ ପୁଅର ପ୍ରଥମ ଫଟୋ ଆସିଲା ସାମ୍ନାକୁ

ଛୋଟ ପରଦାରେ ନାଗିନ ଭାବେ ଲୋକପ୍ରିୟ ଅଭିନେତ୍ରୀ ଅନୀତା ହସନନ୍ଦାନୀ ଫେବୃୟାରୀ ୯ରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଥିଲେ। ଅନୀତାଙ୍କ ସ୍ବାମୀ ରୋହିତ ରେଡ୍ଡି ଏହି ଖୁସି ଖବର ଇନ୍‌ଷ୍ଟାଗ୍ରାମରେ ଲେଖି ଜଣାଇଥିଲେ। ଏବେ ସେ ପୁଅର ପ୍ରଥମ ଫଟୋ ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ଏହି ଫଟୋରେ ପୁଅ ବାପା ରୋହିତଙ୍କ ହାତ ଧରିଥିବାର ଦେଖିବାକୁ ମିଳୁଛି। ତେବେ ଏଥିରେ ରୋହିତ ଏବଂ ପୁଅ କାହାର ହେଲେ ମୁହଁ ଦେଖିବାକୁ ମିଳୁ ନାହିଁ।
ବିବାହର ୭ ବର୍ଷ ପରେ ଅନୀତା ମା’ ହୋଇଛନ୍ତି। ପୁଅ ଜନ୍ମ ହେବା ପରେ ରୋହିତ ସ୍ତ୍ରୀ ଅନୀତାଙ୍କ ସହ ଅନେକ ଫଟୋ ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟେଲିଭିଜନ ଜଗତର ଏହି ୫ ଅଭିନେତାଙ୍କ ବୟସ ସ୍ତ୍ରୀଙ୍କଠୁ କମ୍‌

ଏକ ସୁନ୍ଦର ସମ୍ପର୍କ ପାଇଁ ଭଲପାଇବା ଆବଶ୍ୟକ। ସମ୍ପର୍କ ଉପରେ ବୟସ କେବେ ଫରକ ପକାଇ ନ ଥାଏ। ଏହି କଥାକୁ ଠିକ୍‌ ପ୍ରମାଣ କରିଛନ୍ତି...

କେତେବେଳେ ଜାହ୍ନବୀ କପୁରଙ୍କ ହାତ ଧରୁଛନ୍ତି ତ କେବେ ସାରାଙ୍କ ଅତି ନିକଟରେ; କିଏ ଏହି ବ୍ୟକ୍ତି ଯାହାଙ୍କୁ କହାଯାଉଛି ‘ମିଷ୍ଟ୍ରି ମ୍ୟାନ୍‌’

ବମ୍ବେ: ବଲିଉଡ୍‌ରେ ଏଭଳି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ, ଯାହାଙ୍କୁ ସବୁବେଳେ ବଲିଉଡ୍‌ ଅଭିନେତ୍ରୀଙ୍କ ସହ ଦେଖିବାକୁ ମିଳୁଛି। ସେ ଜାହ୍ନବୀ କପୁର ନଚେତ ସାରା...

ପ୍ରଭାସଙ୍କ ସୀତା ହେବେ କ୍ରିତି, ସନ୍ନି ଲକ୍ଷ୍ମଣ

ଦକ୍ଷିଣ ଫିଲ୍ମର ସୁପରଷ୍ଟାର ତଥା ‘ବାହୁବଳୀ’ପ୍ରଭାସଙ୍କ ଫିଲ୍ମ ‘ଆଦିପୂରୁଷ’ ଏବେ ଚର୍ଚ୍ଚାରେ ରହିଛି। ଫିଲ୍ମର ଘୋଷଣା ପରଠାରୁ ପ୍ରଭାସଙ୍କ ପ୍ରଶଂସକଙ୍କ ମଧ୍ୟରେ କ୍ରେଜ୍‌ ବଢ଼ିଯାଇଛି। ତେବେ...

କଙ୍ଗନା କହିଲେ ମୁଁ ଦେଶର ସବୁଠାରୁ ବଡ ଟାର୍ଗେଟ

ମୁମ୍ବାଇ:ବଲିଉଡ୍‌ର ପଙ୍ଗା କୁଇନ୍ କଙ୍ଗନା ରାନାୱତ ନିଜ ବୟାନ ବାଜି ପାଇଁ ସବୁବେଳେ ରହି ଆସୁଛନ୍ତି ଚର୍ଚ୍ଚାରେ । ନିକଟରେ ଅଭିନେତ୍ରୀ କୃଷକ ଆନ୍ଦୋଳନକୁ ନେଇ...

୫୬ ଇଞ୍ଚର ଛାତି ନୁହେଁ, ଦେଶ ଚଳାଇବା ଲାଗି ଭଲ ହୃଦୟ ଦରକାର: ରିତେଶ ଦେଶମୁଖ

ବମ୍ବେ: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଦେଶରେ ରାଜନୈତିକ ପାଣିପାଗ ସରଗରମ। ଗୋଟିଏ ପଟେ ଭାଜପା ପୁଣି ଥରେ ସତ୍ତାକୁ ଫେରିବାକୁ ଚେଷ୍ଟା କରୁଥିବା ବେଳେ...

ଆତ୍ମହତ୍ୟାର କିଛି ଘଣ୍ଟା ପୂର୍ବରୁ ଏହି ଭିଡିଓ ଶେୟାର କରିଥିଲେ ଟିକ୍‌ଟକ୍‌ ଗର୍ଲ ସିୟା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣା ବଲିଉଡ୍‌ଠାରୁ ଆରମ୍ଭକରି ସାରା ଦେଶର ଲୋକଙ୍କୁ ଥରାଇ ଦେଇଛି। ତାଙ୍କ ମୃତ୍ୟୁକୁ ସପ୍ତାହେ ପରେ ହୋଇଥିଲେ...

ବିଗତ ଦିନକୁ ମନେ ପକାଇଲେ କରିସ୍ମା କପୁର: ପ୍ରଶଂସକ କହିଲେ ଏପରି

କରିସ୍ମା କପୁର ବଲିଉଡ୍‌ର ଏପରି ଜଣେ ଅଭିନେତ୍ରୀ ଯିଏକ ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। ଅନେକ ସମୟରେ ସେ ନିଜ ଫଟୋ ଏବଂ ଭିଡିଓ...

ଏହି ବିଳାସପୂର୍ଣ୍ଣ ଫ୍ଲାଟ୍‌ରେ ରହିବେ ବିରାଟ-ଅନୁଷ୍କାଙ୍କ ଲାଡ୍‌ଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ୧୧ ଜାନୁୟାରୀ, ୨୦୨୧ରେ ମା’ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏହି ଦମ୍ପତି...

Advertisement


Archives

Model This Week